ଆଦର୍ଶ ଶିକ୍ଷକ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ

ଭବାନୀପାଟଣା,୧୫।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗ୍ରାମର ଆଦର୍ଶ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାବତଙ୍କ ୭୧ ବର୍ଷ ବୟସରେ ପରଲୋକ ଘଟିଛି ା ସ୍ବର୍ଗତ ସାବତ ଜଣେ ଆଦର୍ଶ ଶିକ୍ଷକ ଭାବେ କଳାହାଣ୍ଡି ଜିଲାରେ ପରିଚିତ ଥିଲେ ା ସେ ଦୀର୍ଘଦିନ ଧରି କିଡ୍‌ନୀ ଜନିତ ରୋଗରେ ପୀଡିତ ହୋଇ ଚିକିସତ୍ିତ ହେଉଥିଲେ ା ତାଙ୍କ ବଡ଼ପୁଅ ସଞ୍ଜୀବ ସାବତ ମୁଖାଗ୍ନୀ ଦେଇଥିବା ବେଳେ ବହୁସଂଖ୍ୟାରେ ମାନ୍ୟଗନ୍ୟ ବ୍ୟକ୍ତି ଶେଷ ଦର୍ଶନ କରିବା ସହ ଅନ୍ତିମ ସତ୍କାରରେ ସାମିଲ ହୋଇଥିଲେ।


All Right Reserved By Dharitri.Com

ଗୃହଦାହ: ଜ୍ୱାଇଁ ନାମରେ ମାମଲା

ଖୁଣ୍ଟା,୩୧ା୧୦(ଡି.ଏନ୍‌.ଏ.)-ଖୁଣ୍ଟା ଥାନା ଅଧୀନ ଗିରିଶ୍ଚନ୍ଦ୍ରପୁର ଗ୍ରାମରେ ଜନୈକା ମହିଳାଙ୍କ ଘର ପୋଡ଼ି ଯାଇଛି। ଏଥିନେଇ ମହିଳା ଜଣକ ନିଜ ଜ୍ୱାଇଁ ନାମରେ ଖୁଣ୍ଟା ଥାନାରେ ଅଭିଯୋଗ...

ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍‌ ଦଖଲକୁ ନେଲା ଇଡ୍‌କୋ

କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍‌କୁ ବୁଧବାର ଇଡ୍‌କୋ ଦଖଲକୁ ନେଇଛି। ଇଡ୍‌କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ...

ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ

ଡୁବୁରୀ,୨୬।୯(ଡି.ଏନ୍‌.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ...

କୃଷକ ସଭାର ଗଣଧାରଣା

ଛତ୍ରପୁର,୮ା୬(ଡି.ଏନ୍‌.ଏ.)- ବିଭିନ୍ନ ଦାବି ନେଇ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ଛତ୍ରପୁର ସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣ ଧାରଣା...

ଆରଡ଼ିରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

ଆରଡି, ୨୭ା୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡିକୁ ପ୍ଲାଷ୍ଟିକ ମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି ା ମଙ୍ଗଳବାର ପୂର୍ବାହ୍ଣରେ ଏହି ଉପଲକ୍ଷେ...

ବିଜୁ ଯୁବ ବାହିନୀ ପକ୍ଷରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୭ା୮(ଡି.ଏନ.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତଗତ ଚିଲିକା ଉପକୂଳ ପର୍ଯ୍ୟଟନ ସ୍ଥଳରୁ ଶୁକ୍ରବାର ଆବର୍ଜନା ମୁକ୍ତ...

ନାବାଳିକା ଝିଆରୀକୁ ବଳାତ୍କାର: ଥାନାରେ ଅଭିଯୋଗ, ଅଭିଯୁକ୍ତ ମଉସା ଗିରଫ, ସହଯୋଗ କରିବା ଅଭିଯୋଗରେ ମାଉସୀ ବି ଗିରଫ

ରାଉରକେଲା ଅଫିସ, ୪।୧୨: ତମାମ ଦେଶରେ ବଳାତ୍କାରକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ବୁଧବାର ରାଉରକେଲାରେ ଘଟିଥିବା ଏକ ଲଜ୍ଜାଜନକ ଘଟଣା ବିଭିନ୍ନ ମହଲରେ ପ୍ରତିକ୍ରିୟା...

ଦୁର୍ଘଟଣା ରୋକିବା ପାଇଁ ନୂଆ ପ୍ରୟାସ, ଜାତୀୟ ରାଜପଥ କଡ଼ରେ ଲୋକଙ୍କ ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ,୩୧ା୧- ସଡକ ଦୁର୍ଘଟଣା ଜନିତ ମୃତ୍ୟୁହାର କମାଇବା ପାଇଁ ସରକାର ଅନେକ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଏପରିକି ଦ୍ରୁତ ଗାଡି ଚାଳକଙ୍କୁ ସାବାଡ଼ କରିବା...

Leave a comment

Your email address will not be published. Required fields are marked *