ଦେହରେ କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ମହାକାଳପଡ଼ା,୧୬।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବରକନ୍ଧା ପଞ୍ଚାୟତ ଛେଡାକଣି ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ବିପିନ ସାହୁଙ୍କ ସ୍ତ୍ରୀ ଊର୍ମିଳା ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ତେବେ ପାରିବାରିକ କଳହ ଯୋଗୁ ସେ ଏଭଳି କରିଥିବା ଜଣାପଡ଼ିଛି।


All Right Reserved By Dharitri.Com

କରୋନା କଟକଣା: ମା’ ମଝିଘରିଆଣୀ ମନ୍ଦିରରେ ସର୍ବସାଧାରଣ ଦର୍ଶନ ମନା

ରାୟଗଡ଼ା ଅଫିସ,୧୯।୩: କୋରନା ଭୂତାଣୁ ଜନିତ ସଂକ୍ରମଣର ମୁକାବିଲା ପାଇଁ ରାୟଗଡ଼ା ଜିଲା ପ୍ରଶାସନ ଏବଂ ମଝିଘରିଆଣୀ ମନ୍ଦିର ଟ୍ରଷ୍ଟ ବୋର୍ଡର ମିଳିତ ନିଷ୍ପତ୍ତି କ୍ରମେ...

ଭିମ୍‌ସାରରେ ସ୍ବାଇନଫ୍ଲୁ ରୋଗୀ

ସମ୍ବଲପୁର,୫ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମ୍‌ସାରରେ ସୁନ୍ଦରଗଡ଼ର ଜଣେ ସ୍ବାଇନଫ୍ଲୁ ରୋଗୀ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ସ୍ବତନ୍ତ୍ର ବିଭାଗରେ ଚିକିତ୍ସା କରାଯାଉଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି...

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଟାଙ୍ଗୀ(ଖୋର୍ଦ୍ଧା),୨୯ା୮(ଡି.ଏନ.ଏ.): ଟାଙ୍ଗୀ ଅବକାରୀ ବିଭାଗ ଅଧିକାରୀ ଓ କର୍ମକର୍ତ୍ତା ବୁଧବାର କୁହୁଡ଼ିରେ ଚଢ଼ାଉ କରି ୪କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ...

ହିନ୍ଦୀ ଥିଓରି ଫୁଲ୍‌ ମାର୍କ ୪୦, ଛାତ୍ର ରଖିଲେ ୮୭

ଉମରକୋଟ,୨୭ା୨ (ଡି.ଏନ.ଏ): ଛାତ୍ରଙ୍କ ଭବିଷ୍ୟତ ସହ ଖେଳ। ବୋର୍ଡ କାର୍ଯ୍ୟାଳୟର ଖାମଖିଆଲ ମୂଲ୍ୟାଙ୍କନ ଯୋଗୁ ପରୀକ୍ଷାରେ ଫୁଲ ମାର୍କଠାରୁ ଅଧିକ ମାର୍କ ରଖିଛନ୍ତି ଜଣେ ଛାତ୍ର।...

ନବ ଦମ୍ପତିଙ୍କୁ ପିଆଜ ଭେଟି

ଅନୁଗୋଳ ଅଫିସ, ୧୦।୧୨ ଚଢ଼ା ଦରରେ ବିକ୍ରି ହେଉଥିବା ପିଆଜ ଏବେ ଉପହାର ପାଲଟିଯାଇଛି। ମୂଲ ଆକାଶ ଛୁଆଁ ହୋଇଥିବାରୁ ଏହାକୁ ଲୋକେ ବିବାହ ଆଦି...

ଫୋରେନ୍‌ସିକ ପରୀକ୍ଷା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାଟି ଖୋଳି ବାହାର କରାଗଲା ମହିଳାଙ୍କ କଙ୍କାଳ

ଚାନ୍ଦବାଲି,୨୦।୮ (ଡି.ଏନ.ଏ.) – ମୃତ୍ୟୁର ୫ ବର୍ଷ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଜଣେ ମହିଳାଙ୍କ ମୃତଦେହର ଫୋରେନ୍‌ସିକ ପରୀକ୍ଷା ପାଇଁ ଶ୍ମଶାନରୁ ମାଟି ଖୋଳି ଅସ୍ଥି,...

ଜଗତ୍‌ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍‌

ଜଗତ୍‌ସିଂହପୁର ଅଫିସ୍‌,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ...

ଘାଟିରୁ ୫୦ଫୁଟ ତଳକୁ ଖସିଲା ଟ୍ରକ୍‌, ଡ୍ରାଇଭରଙ୍କ ସମେତ ୨ଜଣଙ୍କ ଜୀବନ ଗଲା

ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ବାରଶୁଣି ଘାଟିରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ...

Leave a comment

Your email address will not be published. Required fields are marked *