ଚୋରି ପର୍ଦ୍ଦାଫାଶ: ୪ ଗିରଫ, ଟଙ୍କା,ଅଳଙ୍କାର ଜବତ

କେସିଙ୍ଗା,୧୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ୯ ନମ୍ବର ୱାର୍ଡର ମଧୁ ଠାକୁରଙ୍କ ଘରେ ଶୁକ୍ରବାର ରାତିରେ ଚୋରି ହୋଇଥିଲା। ଏ ନେଇ ଶନିବାର କେସିଙ୍ଗା ଥାନାରେ ଅଭିଯୋଗ ହୋଇଥିଲା। ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ରବିବାର ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ଟଙ୍କା ସୁନାଗହଣା ଜବତ କରାଯାଇଛି।


All Right Reserved By Dharitri.Com

ବିଦେଶୀ ପର୍ଯ୍ୟଟକଙ୍କ ଉପରେ ନଜର

ଫୁଲବାଣୀ ଅଫିସ, ୭ା୩ ସାରା ବିଶ୍ୱରେ ଏବେ କରୋନା ଭୟ। ଓଡିଶାରେ ବି ଏହାର ପ୍ରଭାବ ପଡିିଛି। ଏହାର ମୁକାବିଲା ଲାଗି କନ୍ଧମାଳ ଜିଲା ପ୍ରଶାସନ...

ଗୃହଦାହ ସନ୍ଦେହରେ ମହିଳାଙ୍କୁ ଆକ୍ରମଣ

ତିହିଡି, ୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମନ୍ଦାରମାଳ  ଥାନା ଅନ୍ତର୍ଗତ ତିହିଡ଼ି ଗ୍ରାମର ପଦୁ ସାମଲ ଓ ଜଗବନ୍ଧୁ ମସାଲଙ୍କ ଘର ସୋମବାର ରାତିରେ...

ଇଭିଏମ ଖରାପ : ମତଦାନ ବିଳମ୍ବ

ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍‌ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ  ଭୋଟରଙ୍କ...

ଝିଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’: କାରଣ ଅସ୍ପଷ୍ଟ, ଉଭୟ ନିଖୋଜ

ନାଉଗାଁ, ୧୧-୯ (ସ୍ବ.ପ୍ର.):ନାଉଗାଁ ଥାନା ବଛାଳୋ ପଞ୍ଚାୟତ ପୋକାମୂଳ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୫ମାସର ଶିଶୁକନ୍ୟାକୁ...

ବିଲରେ କାମ କରୁଥିବାବେଳେ ମହିଳାଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଫାଣ୍ଡି କରାଖଣ୍ଡି ଗ୍ରାମର ଜଣେ ମହିଳା ବିଲରେ କାମ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପାଖରେ ଥିବା ଅନ୍ୟ...

ଏମ୍‌ସିସି ସେଣ୍ଟର ଦେଖିଲେ ଯୁଗ୍ମ ସଚିବ: ଆହାର କେନ୍ଦ୍ର ପରିମଳ ଅବ୍ୟବସ୍ଥା ଦେଖି ଖପ୍ପା

ଅନୁଗୋଳ ଅଫିସ, ୧୪।୯ – ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଯୁଗ୍ମ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଶୁକ୍ରବାର ଅନୁଗୋଳ ଗସ୍ତରେ...

ଯୁକ୍ତ ୨ ବିଜ୍ଞାନ ଟପ୍ପର ଶର୍ମିଷ୍ଠାଙ୍କ ପଢ଼ା ଖର୍ଚ୍ଚ ବହନ କରିବ ବିଏସ୍‌ଇଟି

ଭଦ୍ରକ ଅଫିସ, ୮।୬ : ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଶର୍ମିଷ୍ଠା ସାମଲ ୫୨୫ ନମ୍ବର ରଖି ମହାବିଦ୍ୟାଳୟ...

୧୦ ଏକ ଫସଲ ନଷ୍ଟ କଲେ ହାତୀପଲ

ବଇଣ୍ଡା,୨୪।୧୧(ଡି.ଏନ.ଏ.)-କିଶୋରନଗର ବ୍ଲକ ବାମୁର ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ବିଶେଷ କରି ରେଢାଖୋଲ ବନାଞ୍ଚଳରୁ ୨୨ଟି ହାତୀ ଏହି ରେଞ୍ଜକୁ ପଳାଇ...

Leave a comment

Your email address will not be published. Required fields are marked *