ଡ୍ରୋନ୍‌ ଦ୍ୱାରା ସତର୍କ ସୂଚନା: କରୋନା ସଂକ୍ରମଣକାରୀଙ୍କୁ ମୃତ୍ୟୁଦଣ୍ଡ ଘୋଷଣା

ବେଜିଂ,୧୭।୨: ଚାଇନାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହା ସହିତ ଚାଇନା ପ୍ରଶାସନର କ୍ରୁରତା ସୀମା ଟପିଥିବା କୁହାଯାଉଛି। ଲୋକଙ୍କ ସତର୍କ କରିବା ଲାଗି ଡ୍ରୋନ୍‌ର ସହାୟତା ନିଆଯାଉଛି। ଡ୍ରୋନ୍‌ ଆକାଶରେ ଉଡ଼ିଉଡ଼ି ଲୋକଙ୍କୁ ମାସ୍କ୍‌ ବ୍ୟବହାର କରିବା ଲାଗି ପରାମର୍ଶ ଦେବା ସହିତ କିଭଳି କରୋନାଠାରୁ ଦୂରେଇ ରହିହେବ ସେ ନେଇ ସୂଚନା ଦେଉଛି। ଏହା ସହିତ ଡ୍ରୋନ୍‌ ପ୍ରତିଟି ଲୋକଙ୍କ ଉପରେ ନଜର ରଖୁଛି। କରୋନା ସଂକ୍ରମଣକାରୀଙ୍କୁ ମୃତ୍ୟୁ ଦଣ୍ଡ ଦିଆଯିବ ବୋଲି ଚାଇନା ପ୍ରଶାସନ ଡ୍ରୋନ୍‌ ଦ୍ୱାରା ଘୋଷଣା କରିଛନ୍ତି। ଏବେ ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


All Right Reserved By Dharitri.Com

ଟ୍ରମ୍ପ ପାଳିବେ ଦୀପାବଳି

ଓ୍ବାଶିଂଟନ,୨୨।୧୦: ଆସନ୍ତା ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ ଦୀପାବଳି ପାଳନ କରିବେ ବୋଲି ଜଣାପଡିଛି। ଭାରତରେ ପାଳନ କରାଯାଉଥିବା ଦୀପାବଳି ଉତ୍ସବର...

ପାକ୍‌ ମସ୍‌ଜିଦରେ ବିସ୍ଫୋରଣ: ୧୩ ନିହତ

କରାଚି,୧୧ା୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ରାଜଧାନୀ କ୍ୱେଟାସ୍ଥିତ ଏକ ମସ୍‌ଜିଦରେ ଶୁକ୍ରବାର ବିସ୍ଫୋରଣ ଘଟି ୧୩ ଜଣଙ୍କ ମୃତ୍ୟୁ ହେବା ସହ ୧୧ ଆହତ ହୋଇଛନ୍ତି। ମୃତକଙ୍କ...

ପାକିସ୍ତାନର ନୂଆ ନାଟକ: ବନ୍ଦ କଲା ଟେଲିଭିଜନର ବିଶେଷ କାର୍ଯ୍ୟକ୍ରମ

ଇସଲାମାବାଦ,୧୧।୮: ଗୋଟିଏ ପରେ ଗୋଟିଏ ନୂଆ ନାଟକ କରି ଚାଲିଛି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିଯିବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି।...

ସ୍ପେନରେ ୨୪ ଘଣ୍ଟାରେ ୭,୦୨୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

ମାଡ୍ରିଡ଼,୪।୪:ସ୍ପେନ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଶନିବାର ସୁଦ୍ଧା ସେଠାରେ ୭,୦୨୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେଵା ସହ ୮୦୯ ଜଣଙ୍କ ମୃତ୍ୟୁ ହୋଇଛି।...

ପୃଥିବୀର ୧୦ ସହରରେ ଜଳ ସଙ୍କଟ: ଆଗାମୀ ଦିନରେ ନିତି ଗାଧୋଇବା ହେବ ଅସମ୍ଭବ; ତାଲିକାରେ ଭାରତର ବେଙ୍ଗାଲୁରୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ୧୦ଟି ସହରରେ ଜଳ ସଙ୍କଟ ଦେଖାଦେଇଛି। ଏହାର ଶୀଘ୍ର ନିରାକରଣ କରା ନ ଗଲେ ପରିସ୍ଥିତି ଅଣାୟତ ହେବ...

ରୁଷ ରାଷ୍ଟ୍ରପତିଙ୍କ ସହ ହାତ ମିଳାଇଥିବା ଡାକ୍ତର କରୋନା ପଜିଟିଭ

ମସ୍କୋ,୨।୪: ରୁଷ ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନ ଏବେ ଆଶଙ୍କା ମଧ୍ୟରେ। କରୋନା ସଂକ୍ରମଣ ତାଙ୍କ ପର୍ଯ୍ୟନ୍ତ ପହଞ୍ଚିଥାଇ ପାରେ ବୋଲି ଏବେ ଅନୁମାନ କରାଯାଉଛି। କିଛିଦିନ...

କରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା

ବେଜିଂ,୨।୩: ସାରା ବିଶ୍ୱରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏବେ ଚାଇନାରେ ଏହା ୨,୯୧୨ରେ ପହଞ୍ଚିଛି ବୋଲି କୁହାଯାଉଛି। କରୋନା ଭାଇରସ...

ବାଂଲାଦେଶରେ ଫ୍ୟାଶନ ପାଲଟିଛି ନାରଙ୍ଗି ରଙ୍ଗର ଦାଢି

ଢାକା,୨୧।୧୦: ବିଭିନ୍ନ ପ୍ରକାର ଷ୍ଟାଇଲକୁ ନେଇ ସାଧାରଣତଃ ଯୁବକ ମାନେ ଫ୍ୟାଶନ କରିଥିବାର ଦେଖିବାକୁ ମିଳେ। ହେଲେ ଏବେ ବାଂଲାଦେଶରେ ବୟସ୍କ ବ୍ୟକ୍ତିମାନେ ନାରଙ୍ଗି ରଙ୍ଗର...

Leave a comment

Your email address will not be published. Required fields are marked *