ରାଜନଗର ବ୍ଲକରେ ୧୪ଟି ପରୀକ୍ଷା କେନ୍ଦ୍ର: ୬ଟି ସେଣ୍ଟରରେ ସିସିଟିଭି

ରାଜନଗର,୧୭।୨: କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ମାଟ୍ରିକ ପରୀକ୍ଷା ପାଇଁ ୧୪ଟି ସେଣ୍ଟର କରାଯାଇଛି। ରାଜନଗର, ନାଉକଣା, ହାତିନା, ଗୋଜ ଗୋପାଳପୁର, ଚାନ୍ଦିବାଉଁଶମୂଳ, ଦିଘି, ଡାଙ୍ଗପାଳ, କେରଡାଗଡ, ମଦନପୁର, ବଡପଲ୍ଲୀ, ବନ୍ଦୀପଡା, ମଧ୍ୟପଡା ଓ ବାଘମାରୀ ସ୍କୁଲରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଏଥିମଧ୍ୟରେ ଅଧିକ ସମ୍ବେଦନଶୀଳ ଥିବା ରାଜନଗର, ବଡପଲ୍ଲୀ, ବନ୍ଦୀପଡା, ଗୋଜ ଗୋପାଳପୁର, ଦିଘି, ଚାନ୍ଦିବାଉଁଶମୂଳ କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯାଇଛି ବୋଲି ନୋଡାଲ ଅଫିସର କ୍ଷିରୋଦ କୁମାର ମଲ୍ଲିକ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଏସ୍‌ପି ଅଫିସ ସମ୍ମୁଖରେ ଉତ୍ତେଜନାପୂର୍ଣ୍ଣ ଜାତିଆଣ ଓ ଅଶ୍ଳୀଳ ଭାଷଣ ମାମଲା: ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ରାଜ୍ୟ ସଭାପତି ଗିରଫ

ଜଗତ୍‌ସିଂହପୁର ଅଫିସ,୧୫ା୩: ତିର୍ତ୍ତୋଲ ଥାନା ଅଧୀନ ରେପୁରପାଟଣା ଗ୍ରାମରେ ଦଳିତ ଓ ସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏହି ବିବାଦର ସମାଧାନ ପାଇଁ ଶାନ୍ତି କମିଟି...

ମୁଗ୍‌ଫଲି ଫସଲରେ ରୋଗ୍‌ପୋକ:କାମ୍‌ ନାଇଁ ଦେବାର୍‌ ଉଷୋ, ଚିଁନ୍‌ତାରେ ଚାଷୀ

ବିଜେପୁର, ୭।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ବ୍ଲକରେ ବଛରକୁତା ଦୁଖ୍‌ ଦୁରଦଶା ଚାଷୀକର ପିଛା ନାଇଁ ଛାଡବାର୍‌। କେତେବେଲେ ବରଷା ପାଏନ୍‌ ଅଭାବୁ ତ...

ଶ୍ରୀମନ୍ଦିରରେ ପାନ, ଗୁଟୁଖା ବ୍ୟାନ ନିୟମ ଲାଗୁ: ପ୍ରଥମ ଦିନରେ ଧରାପଡି ଜରିମାନେ ଦେଲେ ୪ଜଣ

ପୁରୀ ଅଫିସ, ୧ା୮: ଏଣିକି ପାନ, ଗୁଟୁଖା ଖାଇ କେହି ଶ୍ରୀମନ୍ଦିରକୁ କେହି ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା କର୍ମଚାରୀ...

ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଆତଙ୍କ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବ୍ଲକର ପୋଖରୀବନ୍ଧ ପଞ୍ଚାୟତ ମେଲଭୁଟୁ ଗାଁରେ ଏବେ ହାତୀପଲ...

ଝାରସୁଗୁଡ଼ା, ବ୍ରଜରାଜନଗରରେ ଲକ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ, ବଜାର ଫାଙ୍କା

ଝାରସୁଗୁଡା ଅଫିସ,୨୨।୩- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ରବିବାର ଦିନିକିଆ ଜନତା କର୍ଫ୍ୟୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅନୁରୋଧ କରିଥିଲେ।...

ଗଞ୍ଜାମର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କ ପାଇଁ ହାସ୍ୟ ଶିବିର

ଛତ୍ରପୁର, ୧୪।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ ପାଇଁ ହାସ୍ୟ ଶିବିରର ଆୟୋଜନ କରାଯାଉଛି। ଏହାଫଳରେ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ...

ସାପ କାମୁଡ଼ାରେ ଚାଷୀଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୬।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ ଖଡ଼ିସିଂହା ଗ୍ରାମର ଚାଷୀ ଉଦ୍ଧବ ଜେନା(୪୨) ସାପ କାମୁଡ଼ାରେ ପ୍ରାଣ...

କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା

ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍‌ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର...

Leave a comment

Your email address will not be published. Required fields are marked *