Posted inଜାତୀୟ

ବାଂଲାଦେଶ ସୀମାରେ ମିଠା ଦିଆନିଆ

ଅଗରତାଲା/ଅଜଓ୍ବଲ,୬ା୬(ପି.ଟି.): ପବିତ୍ର ଇଦ୍‌-ଉଲ୍‌-ଫିତର ପାଳନ ଅବସରରେ ବୁଧବାର ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଏବଂ ବାଂଲାଦେଶ ସୀମା ଗାର୍ଡ (ବିଜିବି) ମଧ୍ୟରେ ମିଷ୍ଟାନ୍ନ ଆଦାନ ପ୍ରଦାନ କରାଯାଇଛି। ଉଭୟ ପକ୍ଷ ମିଠା ଓ ଫୁଲ ଦେଇ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି। ବାଂଲାଦେଶ ସହ ରହିଥିବା ପଶ୍ଚିମବଙ୍ଗ, ତ୍ରିପୁରା, ଆସାମ, ମିଜୋରାମ ଓ ମେଘାଳୟର ୪,୦୯୬ କି.ମି. ସୀମାର ବିଭିନ୍ନ ସ୍ଥାନରେ ଉଭୟ ପଟର ସୁରକ୍ଷା ବଳ ପକ୍ଷରୁ ଏଭଳି କାର୍ଯ୍ୟକ୍ରମ କରାଯାଇଛି।


All Right Reserved By

ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ଜମାତ୍‌-ଉଲ୍‌ ମୁଜାହିଦ୍ଦିନ ବାଂଲାଦେଶ (ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ଏବେ ଦେଶ ପାଇଁ ବିପଦ ସୃଷ୍ଟି କରିଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ମହାନିର୍ଦ୍ଦେଶକ ଓ୍ବାଇ.ଏସ୍‌....

ବିହାର ବନ୍ୟା: ନୀତିଶଙ୍କୁ ଘେରିଲା ଭାଜପା

ପାଟନା,୨।୧୦: ବିହାରରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ନେଇ ଭାଜପା ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଘେରିଛି। ଏନେଇ ଭାଜପା ପକ୍ଷରୁ ସଞ୍ଜୟ ଜାୟସଓ୍ବାଲ୍‌ କହିଛନ୍ତି ଯେ,ରାଜ୍ୟରେ ପ୍ରଶାସନିକ...

ଆଶାରାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୬ା୭(ପି.ଟି.)-ବଳାତ୍କାର ମାମଲାରେ ଜେଲରେ ଥିବା ଆଶାରାମ ବାପୁଙ୍କ ଜାମିନ ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା...

ସିବିଆଇସିର ୨୨ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ନୂଆଦିଲ୍ଲୀ,୨୬।୮: କେନ୍ଦ୍ରୀୟ ଅପ୍ରତ୍ୟକ୍ଷ କର ଓ ସୀମା ଶୁଳ୍କ ବୋର୍ଡ (ସିବିଆଇସି)ବା The Central Board of Indirect Taxes and Customs (CBIC) ୨୨...

ପ୍ରତିନିଧିତ୍ୱ କରିବେ ୭୮ ମହିଳା

ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି। ଜୁନ୍‌ ୩ ପୂର୍ବରୁ ଗଠନ ହେବାକୁ ଥିବା ସପ୍ତଦଶ ଲୋକ ସଭାକୁ ଦେଶର...

ମୌସୁମୀ ଆସିବା ପରେ ମଧ୍ୟ ଦେଶର ୪୦ ପ୍ରତିଶତ ଅଞ୍ଚଳରେ ରହିଛି ଘୋର ଜଳ ସଙ୍କଟ

ନୂଆଦିଲ୍ଲୀ,୧୦।୬: ପ୍ରାୟ ୨ ଦିନ ହେବ ମୌସୁମୀ କେରଳ ଛୁଇଁଥିବା ବେଳେ ଏହାର ପ୍ରଭାବରେ କେରଳ ଓ ଏହାର ଆଖପାଖ ରାଜ୍ୟରେ ବର୍ଷା ହୋଇଛି। ହେଲେ...

ମୋବାଇଲ୍‌ ଚାର୍ଜର ପାଟିରେ ପୁରାଇ ଦେବାରୁ ୨ବର୍ଷର ଶିଶୁର ଜୀବନ ଗଲା

ଲକ୍ଷ୍ନୌ, ୨୧।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ମୋବାଇଲ ଚାର୍ଜର ପାଟିରେ ପୂରେଇ ଦେବାରୁ ବିଦ୍ୟୁତ ଆଘାତ ଲାଗି ଜଣେ...

ସଚିବ ସ୍ତରୀୟ ପଦବୀ ଲାଗି ୭୩ ଆଇଏଏସ୍‌ଙ୍କ ତାଲିକାକୁ ଅନୁମୋଦନ

ନୂଆଦିଲ୍ଲୀ,୧୦ା୧୦(ଆଇଏଏନ୍‌ଏସ୍‌): ସଚିବ ଓ ଅତିରିକ୍ତ ସଚିବସ୍ତରୀୟ ପଦବୀରେ ନିଯୁକ୍ତି ଲାଗି ୭୩ ଜଣିଆ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନଙ୍କ ତାଲିକାକୁ କେନ୍ଦ୍ର ସରକାର ବୁଧବାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *