ର଼୍ୟାମ୍ପ ଶୋ’ରେ ଓପ୍‌ସର ଶିକାର ହେଲେ ଅଭିନେତ୍ରୀ, ଜଣାପଡ଼ିବା ପରେ କ୍ୟାମେରା ସାମ୍ନାରୁ ଦୌଡ଼ି ପଳାଇଲେ

ମୁମ୍ବାଇ: ‘ଲାକ୍‌ମୀ’ ଫେଶନ ସପ୍ତାହ ୨୦୨୦ରେ ମଡେଲଙ୍କ ସହିତ ବଲିଉଡ୍‌ର କିଛି ଅଭିନେତ୍ରୀ ଭାଗ ନେଇଥିଲେ। ଅଭିନେତ୍ରୀ ତଥା ନିର୍ମାତା ଦିବ୍ୟା ଖୋସ୍‌ଲା ମଧ୍ୟ ଏଥିରେ ଭାଗ ନେଇଥିଲେ। ଏହି ସମୟରେ ସେ ଓପ୍‌ସ ମୋମେଣ୍ଟର ଶିକାର ହୋଇଥିଲେ। ଦିବ୍ୟା ଏକ ସିଲ୍‌ଭର କଲର ଡ୍ରେସ୍‌ ପିନ୍ଧି ର଼୍ୟାମ୍ପ୍‌ରେ ଚାଲୁଥିଲେ। ଠିକ୍‌ ଏହି ସମୟରେ ତାଙ୍କ ଡ୍ରେସ୍‌ର ସାଇଡ୍‌ ବଟନ ଖୋଲିଯାଇଥିଲା। ଏହା ଜାଣିପାରି ସେ ନିଜକୁ ସମ୍ଭାଳି ନେଇଥିଲେ। ପରେ ର଼୍ୟାମ୍ପରେ ଜଗିରଖି ଚାଲିଥିଲେ।


ସେହିପରି ଗତବର୍ଷ ନଭେମ୍ବରରେ ବଲିଉଡ୍‌ ଅଭିନେତ୍ରୀ ମଲାଇକା ଆରୋରା ଏକ ଷ୍ଟୋର୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେ ଏକ ନୀଳ ରଙ୍ଗର ଡ୍ରେସ୍‌ ସହ କ୍ରପ୍‌ ଟପ୍‌ ପିନ୍ଧିଥିଲେ। କ୍ୟାମେରା ସାମ୍ନାରେ ପୋଜ୍‌ ଦେବାବେଳେ ଟପ୍‌ଟି ଖସି ଯାଇଥିଲା। ଏହା ଜାଣିବା ପରେ ସଙ୍ଗେ ସଙ୍ଗେ ମଲାଇକା କ୍ୟାମେରା ସାମ୍ନାରୁ ଦୌଡ଼ି ପଳାଇଥିଲେ। ପୂର୍ବରୁ ନେହା କକ୍କର, ଶିଳ୍ପା ସେଟ୍ଟୀ, ୟାମୀ ଗୌତମ, ସୁସ୍ମିତା ସେନ୍‌, ପ୍ରିୟଙ୍କା ଚୋପ୍ରାଙ୍କ ପରି ଆହୁରି ଅନେକ ଅଭିନେତ୍ରୀ ଓପ୍‌ସ ମୋମେଣ୍ଟର ଶିକାର ହୋଇଛନ୍ତି।


All Right Reserved By Dharitri.Com

‘ବିଗ୍‌ ବସ୍‌’ ପରେ ନିଜ ପାଇଁ ବର ଖୋଜିବେ ଶେହନାଜ!

ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ ବସ୍‌ର ଚଳିତ ସିଜନ୍‌ରେ ଲୋକପ୍ରିୟ ପ୍ରତିଯୋଗୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ପଞ୍ଜାବର କଟ୍ରିନା ଓରଫ ଶେହନାଜ ଗିଲ। ସେ ନିଜର...

ସୁନ୍ଦରୀ ହେବା ପାଇଁ ପ୍ଲାଷ୍ଟିକ୍‌ ସର୍ଜରୀ କରାଇଥିଲେ ଏହିସବୁ ଅଭିନେତ୍ରୀ

ବଲିଉଡ୍‌ର ଅଧିକାଂଶ ଅଭିନେତ୍ରୀ ବାସ୍ତବରେ ସୁନ୍ଦରୀ ହୋଇଥିବା ବେଳେ ଆଉ କିଛି ଅଭିନେତ୍ରୀ ନିଜର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ପ୍ଲାଷ୍ଟିକ ସର୍ଜରୀ କରାଇଛନ୍ତି। ଜାଣନ୍ତୁ ଏହି...

ନୂଆ ଲୁକ୍‌ରେ ଆସୁଛନ୍ତି ଅମିର ଖାଁ

ବଲିଉଡ୍‌ର ମିଷ୍ଟର ପରଫେକ୍ଟନିଷ୍ଟ ଭାବେ ଜଣାଶୁଣା ଅମିର ଖାଁ ଅନେକ ଦିନ ପରେ ପୁଣି ପରଦାକୁ ଫେରୁଛନ୍ତି। ଲମ୍ବା ଚୁଟି, ଲମ୍ବା ଦାଢ଼ି ଓ ତା’ସହ...

କେବିସି ସେଟ୍‌ରେ ବିଶେଷ ଅତିଥି: ଫଟୋ ଶେୟାର କଲେ ଅମିତାଭ

ମୁମ୍ବାଇ: ଏକ ଘରୋଇ ଟେଲିଭିଜନ ଚ୍ୟାନେଲରେ ପ୍ରସାରିତ ଲୋକପ୍ରିୟ ରିୟଲିଟି ଶୋ’ ‘କୌନ ବନେଗା କରୋଡପତି’ ଏବେ ଘରେ ଘରେ ବେଶ୍‌ ପରିଚିତ। ଏଥର ଏହାର...

ଲଞ୍ଚ ହେଲା ପିଏମ୍‌ଙ୍କ ବାୟୋପିକ୍‌ର ପୋଷ୍ଟର: ଲେଖାଅଛି ‘ପୁଣିଥରେ ମୋଦି ଏବେ କେହି ଅଟକାଇ ପାରିବେ ନାହିଁ’

ମୁମ୍ବାଇ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ର ପୋଷ୍ଟର ସୋମବାର ଲଞ୍ଚ କରାଯାଇଛି। କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ ଓ ଅଭିନେତା ବିବେକ ଓବରଏ ମହାରାଷ୍ଟ୍ରର ନାଗପୁରରେ ଏହି...

‘ତ୍ରିଭଙ୍ଗ’ରେ ନଜର ଆସିବେ କାଜଲ, ନିର୍ଦ୍ଦେଶନା ଦେବେ ସଲମାନ୍‌ଙ୍କ ଭାଉଜ

ଲମ୍ବା ବ୍ୟବଧାନ ପରେ ଫିଲ୍ମ ‘ତାନାଜୀ ଦି ଅନ୍‌ସଙ୍ଗ୍‌ ଓ୍ବାରିୟର’ରେ ସ୍ବାମୀ ଅଜୟ ଦେବ୍‌ଗନ୍‌ଙ୍କ ସହ ନଜର ଆସିବେ ଅଭିନେତ୍ରୀ କାଜଲ। ଏହା ବ୍ୟତିତ କାଜଲ...

କରୋନା ଯୋଦ୍ଧାଙ୍କ ପାଇଁ ୫ କୋଟି ଟଙ୍କା ଦାନକଲେ ଉର୍ବଶୀ

କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ୍‌ କଳାକାର। ଏହି ତାଲିକାରେ ସାମିଲ ହୋଇଛନ୍ତି...

ଟିମ୍‌ ‘ଗଲି ବୟ’ ପାଳନ କଲେ ଫିଲ୍ମର ପ୍ରଥମ ବାର୍ଷିକୀ

ମୁମ୍ବାଇ: ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କ ଅଭିନୀତ ଫିଲ୍ମ ‘ଗଲି ବୟ’କୁ ଶୁକବ୍ରାର ବର୍ଷେ ପୁରିଛି। ଏହି ଅବସରରେ ଜେୟା ଅଖତର ଇନଷ୍ଟାଗ୍ରାମରେ ଫିଲ୍ମର...

Leave a comment

Your email address will not be published. Required fields are marked *