ସ୍ବୟଂ ସହାୟକ ଗୋଷ୍ଠୀର ଚଢ଼ାଉ ପରେ ଚୋରାମଦ ବେପାରୀ ଗିରଫ

ପଦ୍ମପୁର,୧୭।୨(ଡି.ଏନ୍‌.ଏ.): ଭଦ୍ରକ ବ୍ଲକ ଅଧୀନ ସାହାଡ଼ା ଗ୍ରାମ ପଞ୍ଚାୟତ ସନନ୍ଦପୁର ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ଶତାଧିକ ମହିଳା ସୋମବାର ଚୋରାମଦ ବିକ୍ରେତାଙ୍କ ଘରେ ଚଢ଼ାଉ କରିଛନ୍ତି। ଗ୍ରାମରେ ଦୀର୍ଘ ଦିନ ଧରି ଦେଶୀ ଓ ବିଦେଶୀ ମଦ ବିକ୍ରିହେବା ସହ ଜୁଆ ଆଡ୍ଡା ଚାଲିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମରେ ବିଭିନ୍ନ ସମୟରେ ଗଣ୍ଡଗୋଳ ଲାଗି ରହୁଥିଲା। ତେବେ ଏହାକୁ ବିରୋଧ କରି ଶତାଧିକ ମହିଳା ଗ୍ରାମର ଗୁରୁବାରୀ ମଳିକ, ଅହଲ୍ୟା ମଳିକଙ୍କ ଘରୁ ୨୩ ବୋତଲ ଦେଶୀ, ୧୨ ବିଦେଶୀ, ୧୦ ଲିଟର ମହୁଲି ମଦ ଠାବ କରିଥିଲେ। ଖବର ପାଇ ସାବରଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମଦ ଜବତ କରିବା ସହ ୨ ମହିଳାଙ୍କୁ ଗିରଫ କରିଛି।


All Right Reserved By Dharitri.Com

ଅନିଶ୍ଚିତତାରେ କନିଆଁନୁକା ନାଳ କଲଭର୍ଟ ନିର୍ମାଣ: କଷ୍ଟ ଭୋଗୁଛନ୍ତି ୱାର୍ଡବାସୀ, ଯାତ୍ରୀ

ଚମ୍ପୁଆ, ୫ା୧(ଡି.ଏନ୍‌.ଏ.)- ଚମ୍ପୁଆ ଏନଏସି ଗଠନ ହେବାର ୫ ବର୍ଷ ପୂରିବାକୁ ଆଉ ଅଳ୍ପ କିଛି ମାସ ବାକି ରହିଥିବା ବେଳେ ୱାର୍ଡବାସୀ ମୌଳିକ ସୁବିଧାରୁ...

ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ...

ବଦଳି ହୋଇ ଚାଲିଗଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ: ଧାର୍ଯ୍ୟ ହୋଇପାରିଲାନି ମହାପ୍ରସାଦ ଦର

ପୁରୀ ଅଫିସ, ୨୨ା୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ବଦଳି ହୋଇ ଚାଲିଗଲେ। ସୁଆର ମହାସୁଆର ନିଯୋଗ କର୍ମକର୍ତ୍ତା ମଧ୍ୟ ପରିବର୍ତ୍ତନ ହୋଇଗଲେ। ମାତ୍ର ଆନନ୍ଦବଜାର ଶୃଙ୍ଖଳା...

ସୌର ବାଡ଼ ଓ ଟ୍ରେଞ୍ଚ ବିପର୍ଯ୍ୟସ୍ତ ସ୍ଥିିତିରେ

ଚମ୍ପୁଆ, ୧୬ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ବର୍ଷର ଅଧାରୁ ଅଧିକ ସମୟ ହାତୀ ଉପଦ୍ରବ ଲାଗି ରହୁଛି ା କେତେବେଳେ ଶିମିଳିପାଳ ଅଞ୍ଚଳରୁ ହାତୀପଲ ଚମ୍ପୁଆ...

ମା’ଙ୍କ ଶାଢ଼ିରେ ରଶି ଲଗାଇ ପୁଅଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୨୫।୫- ଟାଉନା ଥାନା ଅନ୍ତର୍ଗତ ବିଜିପୁର ଲଷ୍ମୀ ସାହିରେ ଜଣେ ଯୁବକ ଶୁକ୍ରବାର ବିଳମ୍ବିତ ରାତିରେ ମା’ଙ୍କ ଶାଢ଼ିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...

ପ୍ରଯୁକ୍ତି କୌଶଳ ଶିଖାଇଲା ଆତ୍ମନିଯୁକ୍ତି ବାଟ

ଖଇରା, ୨୭।୧୧(ଡି.ଏନ.ଏ.)-ଆଧୁନିକ ପ୍ରଯୁକ୍ତି କୌଶଳ ଶିଖି ଏହାକୁ କାର୍ଯ୍ୟରେ ଲଗାଇଲେ, ଆତ୍ମନିଯୁକ୍ତି ସୁଯୋଗ ଆପଣାଛାଏଁ ହାତରେ ପହଞ୍ଚିଯିବ । ଏକଥା କହନ୍ତି, ବାଲେଶ୍ୱର ଜିଲା ଅଧୀନ...

୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ

ଫିରିଙ୍ଗିଆ, ୮ା୩ – ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି।...

କମେଣ୍ଟ ମାରି ବିଚ୍‌ ରାସ୍ତାରେ ଯୁବତୀଙ୍କଠାରୁ ଛେଚା ଖାଇଲେ ଯୁବକ, ଭିଡିଓ ଭାଇରାଲ

ଜୟପୁର,୪।୧୨(ଡି.ଏନ୍‌.ଏ.): ବିଚ୍‌ ରାସ୍ତାରେ କମେଣ୍ଟ ମାରୁଥିବା ରୋଡ୍‌ ରୋମିଓଙ୍କୁ ଚାପୁଡ଼ା ମାରିଲେ ଯୁବତୀ। କୋରାପୁଟ ଜିଲା ଜୟପୁର ଜୟନଗରସ୍ଥିତ ଶିଶୁ ପାର୍କ ନିକଟରେ ଘଟିଥିବା ଏପରି...

Leave a comment

Your email address will not be published. Required fields are marked *