ତାଲିବାନ୍‌ କବ୍‌ଜାରୁ ମୁକୁଳିଲେ ୮୩ ସାଧାରଣ ଲୋକ

କାବୁଲ,୬।୬: ଆଫ୍‌ଗାନୀସ୍ଥାନରେ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ଦ୍ୱାରା ବନ୍ଦୀ ହୋଇରହିଥିବା ୮୩ ସାଧାରଣ ଲୋକଙ୍କୁ ମିଳିତ ସୁରକ୍ଷାକର୍ମୀ ମୁକୁଳାଇଛନ୍ତି। କ୍ୱାଇଜାର ଜିଲାର ଫାରେୟାବ ପ୍ରଦେଶରେ ହୋଇଥିବା ସ୍ପେଶାଲ ଅପରେଶନ୍‌ରେ ଏହି ଲୋକମାନଙ୍କୁ ଉଦ୍ଧାର କରାଯାଇଛି ବୋଲି ଶାହିନ୍‌ ସୈନ୍ୟବାହିନୀ ମୁଖପାତ୍ର ମହମ୍ମଦ୍‌ ହନିଫ୍‌ ରିଜାଇ ସୂଚନା ଦେଇଛନ୍ତି। ଉଦ୍ଧାର ହୋଇଥିବା ଲୋକଙ୍କୁ ଆର୍ମି କ୍ୟାମ୍ପ୍‌କୁ ସ୍ଥାନାନ୍ତର କରାଯାଇଥିବା କୁହାଯାଉଛି।


All Right Reserved By Dharitri.Com

ମାଲେସିଆରେ ଗିରଫ ହୋଇପାରନ୍ତି ଜାକିର

କୁଆଲାଲାମପୁର,୧୬।୮: ଧର୍ମକୁ ନେଇ ବିବାଦୀୟ ବୟାନ ଦେଇଥିବା ଜାକିର ନାଇକଙ୍କର ଚିନ୍ତା ବଢି ଯାଇଛି। କାରଣ ମାଲେସିଆ ସରକାର ତାଙ୍କୁ ପଚରା ଉଚରା ପାଇଁ ଗିରଫ...

ଏସବୁ କମ୍ପାନୀରେ ଅଫିସରେ ଚଷମା ପିନ୍ଧିବା ମନା…

କମ୍ପ୍ୟୁଟରରେ କାମ କଲାବେଳେ କେତେକ ଆଖିକୁ ଚାପମୁକ୍ତ ରଖିବା ପାଇଁ ଚଷମାର ବ୍ୟବହାର କରିଥାନ୍ତି। ମାତ୍ର ଜାପାନର କିଛି ରିଟେଲ୍‌ କମ୍ପାନୀ ଏହାର କର୍ମଚାରୀଙ୍କୁ ଅଫିସରେ...

ଟୁଇଟର୍‌ରେ ରହିଛନ୍ତି ଓବାମାଙ୍କର ସର୍ବାଧିକ ଫଲୋୟର୍ସ

ଓ୍ବାଶିଂଟନ,୨୯।୧୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କର ସୋସିଆଲ ମିଡିଆ ଆକାଉଣ୍ଟ ଟୁଇଟର୍‌ରେ ସର୍ବାଧିକ ଫଲୋୟର୍ସ ରହିଥିବା ଜଣାପଡିଛି। ଓବାମାଙ୍କର ରହିଛନ୍ତି ପ୍ରାୟ ୧୧୧ ମିଲିୟନ୍‌...

ପାକ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ରେ ଦାଉଦ୍‌ ଟଙ୍କା

ନୂଆଦିଲ୍ଲୀ,୨୯ା୭(ଆଇଏଏନ୍‌ଏସ୍‌): ଅଣ୍ଡରଓ୍ବାଲର୍‌ଡ ଡନ୍‌ ତଥା ମୁମ୍ବାଇ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଦାଉଦ୍‌ ଇବ୍ରାହିମ୍‌ଙ୍କ ବିଭିନ୍ନ ଦେଶରେ ଥିବା ସମ୍ପତ୍ତି ଜବତ ହୋଇଥିବାବେଳେ ତାଙ୍କର ଡି-କମ୍ପାନୀ ପାକିସ୍ତାନ ଷ୍ଟକ୍‌...

ମହାକାଶରେ ପ୍ରଥମେ ଚାଷ ହେବ ଲାଲ୍‌ ଲଙ୍କା: ନାସା

ଓ୍ବାଶିଂଟନ,୧୭।୭: ମହାକାଶରେ ପ୍ରଥମେ ଲାଲ୍‌ ଲଙ୍କା ଚାଷ କରାଯିବ ବୋଲି ନାସା ପକ୍ଷରୁ କୁହାଯାଇଛି। ଲାଲ୍‌ ଲଙ୍କା ଗଛ ପ୍ରତିକୂଳ ସ୍ଥିତିରେ ସହଜରେ ଜୀବନ ଧାରଣ...

ଚାଇନାକୁ ଟ୍ରମ୍ପ୍‌ଙ୍କ ନାଲିଆଖି

ନ୍ୟୁୟର୍କ,୨୫ା୯: ବେଜିଂର ବାଣିଜି୍ୟକ ସ୍ବେଚ୍ଛାଚାରିତା ଶେଷ ହୋଇଛି। ହଂକଂବାସୀଙ୍କ ଗଣତାନ୍ତ୍ରିକ ଉପାୟରେ ଜୀବନକୁ ଚାଇନା ସୁରକ୍ଷା ଦେଉ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ବାଣିଜ୍ୟ...

ଇମ୍ରାନଙ୍କ ପରେ ଏବେ ପାକିସ୍ତାନ ସେନାମୁଖ୍ୟ ଦେଲେ ଭାରତକୁ ଚେତାବନୀ

ଇସ୍‌ଲାମାବାଦ,୩୧।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଏକ ପ୍ରକାର ରକ୍ତ ଚାଉଳ ଚୋବାଉଛି। ଯଦିଓ ଭାରତର ଏହା ଆଭ୍ୟନ୍ତରୀଣ ମାମଲା ତଥାପି...

ନିଆରା ଢ଼ଙ୍ଗରେ ଯୁବତୀଙ୍କୁ ପ୍ରୋପୋଜ୍‌ କଲେ ଯୁବକ

ପ୍ରେମ ହେଉଛି ଶାସ୍ବତ ଓ ଚିରନ୍ତନ। ଯୁବକ ଓ ଯୁବତୀମାନେ ତାଙ୍କର ପ୍ରଥମ ପ୍ରେମ ନିବେଦନକୁ ଏକ ଭଲ ସ୍ମୃତି କରିବାକୁ ବେଶ୍‌ ପସନ୍ଦ କରନ୍ତି।...

Leave a comment

Your email address will not be published. Required fields are marked *