Posted inଜାତୀୟ

ମୋଦି-ଟ୍ରମ୍ପ୍‌ଙ୍କ ମେଗା ଶୋ: ବଲିଉଡ୍‌ ଷ୍ଟାରଙ୍କୁ ନିମନ୍ତ୍ରଣ

ଅହମଦାବାଦ୍‌, ୧୮।୨: ଗୁଜରାଟ ଅହମଦାବାଦ୍‌ର ମୋଟେରା ଷ୍ଟାଡିୟମ୍‌ରେ ଫେବୃୟାରୀ ୨୪ରେ ହେବାକୁ ଥିବା ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କ ମେଗା ଶୋ ସମସ୍ତେ ଟ୍ରମ୍ପ୍‌ରେ ଯୋଗଦେବା ପାଇଁ ବଲିଉଡ୍‌ ଷ୍ଟାରଙ୍କୁ ନିମନ୍ତ୍ରଣ କରାଯାଇଛି। ଏଥିରେ ବିଗ୍‌ ବି ଅମିତାଭ ବଚ୍ଚନ, ସୋନମ କପୁରଙ୍କ ସମେତ ଅନ୍ୟ ଷ୍ଟାରଙ୍କ ନାମ ରହିଛି। ଅନ୍ୟ ଷ୍ଟାରଙ୍କ ନାମ ଖୁବ୍‌ ଶୀଘ୍ର ଘୋଷଣା କରାଯିବ ବୋଲି କୁହାଯାଉଛି।


All Right Reserved By Dharitri.Com

ଆସିଲା ମୋଦିଙ୍କର ଆଉ ଏକ ଯୋଗ ଭିଡିଓ

ନୂଆଦିଲ୍ଲୀ,୧୭।୬: ଅନ୍ତର୍ଜାତୀୟ ଯୋଗ ଦିବସ ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ ଟୁଇଟରରେ ଏହି...

ବଢ଼ୁଛି କରୋନା କଷଣ

ନୂଆଦିଲ୍ଲୀ, ୧୦।୫: ଦେଶରେ ଭୟଙ୍କର ସ୍ଥିତିରେ କରୋନା। ଶନିବାର ସୁଦ୍ଧା ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨, ୫୪୭କୁ ବୃଦ୍ଧି ପାଇଥିବା ବେଳେ ୨,୦୯୨ ଜଣଙ୍କ...

ଉତ୍ତରପୂର୍ବାଞ୍ଚଳ ପରିଷଦ ଅଧିବେଶନରେ ସ୍ପଷ୍ଟ କଲେ ସ୍ବରାଷ୍ଟ୍ରମନ୍ତ୍ରୀ : ବଦଳିବନି ଅନୁଚ୍ଛେଦ ୩୭୧

ଗୁଆହାଟୀ,୯ା୯(ପି.ଟି./ଆଇଏଏନ୍‌ଏସ୍‌): ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଯୋଗାଇଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୧ରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ...

ଦିଲ୍ଲୀ ହିଂସା: ସ୍କାନରରେ ହ୍ବାଟସ୍‌ ଆପ୍‌ ଗ୍ରୁପ

ନୂଆଦିଲ୍ଲୀ,୨୭।୨: ଉତ୍ତର-ପୂର୍ବ ଦିଲ୍ଲୀରେ ବେଳକୁ ବେଳ ହିଂସା ଉଗ୍ରରୂପ ନେଇଥିବାରୁ ସମସ୍ତଙ୍କ ଚିନ୍ତା ବଢିଯାଇଛି। ବିଶେଷ ଭାବେ ଦିଲ୍ଲୀ ବାହାରର ଲୋକେ ହିଂସା ବଢାଉଥିବା ଅନୁମାନ...

କେବେ ପାଳନ କରାଯାଇଥିଲା ଶିଶୁ ଦିବସ

ନୂଆଦିଲ୍ଲୀ,୧୪।୧୧: ସାରା ଦେଶରେ ନଭେମ୍ବର ୧୪ ଗୁରୁବାର ପାଳନ କରଯାଉଛି ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଦିବସକୁ ଶିଶୁ...

ତାମିଲନାଡୁର ୬ ରାଜ୍ୟ ସଭା ଆସନ: ଜୁଲାଇ ୧୮ରେ ନିର୍ବାଚନ

ନୂଆଦିଲ୍ଲୀ,୨୬ା୬(ପି.ଟି.): ତାମିଲନାଡୁର ୬ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ଏଥିଲାଗି ଜୁଲାଇ ୧ରେ ବିଜ୍ଞପ୍ତି ପ୍ରକାଶ ପାଇବ...

୫ ବର୍ଷରେ ୨୭ ଆଇଆଇଟି ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା

ଇନ୍ଦୋର,୯ା୧୨(ପି.ଟି.): ଗତ ୫ ବର୍ଷ ମଧ୍ୟରେ ଦେଶର ୧୦ଟି ପ୍ରମୁଖ ଶିକ୍ଷାନୁଷ୍ଠାନ ଭାରତୀୟ ପ୍ରାଦ୍ୟୋଗିକୀ ସଂସ୍ଥାନ (ଆଇଆଇଟି)ରେ ୨୭ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ଅଧିକାର...

ଏଠି ଠାକୁରଙ୍କୁ ନଗଦ ଅର୍ଥ ଦାନ କରିପାରିବେନି ଭକ୍ତ

ଭାରତରେ ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ନୋଟବନ୍ଦୀ ଘୋଷଣା କରିବା ପରେ ପ୍ରାୟ ସମସ୍ତେ କ୍ୟାଶ୍‌ ଲେସ୍‌ ଟ୍ରାଞ୍ଜାକଶନ୍‌କୁ ଗୁରୁତ୍ୱ ଦେଇଆସୁଛନ୍ତି। ଏମିତିକି ଏଥିରୁ ବାଦ୍‌ ପଡି...

Leave a comment

Your email address will not be published. Required fields are marked *