ମାଟ୍ରିକ ପରୀକ୍ଷା ଆରମ୍ଭ: ରାଜନଗରରେ ୨,୪୭୯ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା

ରାଜନଗର, ୧୯।୨(ଡି.ଏନ୍‌.ଏ.): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାର ସକାଳ ୧୦ଟାରୁ ଆରମ୍ଭ ହୋଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ୧୪ଟି ସେଣ୍ଟରରେ ୨,୪୭୯ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଏଥିମଧ୍ୟରୁ ୬ଟି ସେଣ୍ଟରରେ ସିସିଟିଭି ଲଗାଯାଇଛି। ୫ଟି ସ୍କ୍ବାର୍ଡ ଟିମ୍‌ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ପରୀକ୍ଷା ଅନୁଧ୍ୟାନ କରୁଛନ୍ତି। ଅପରାହ୍ନ ସାଢ଼େ ଗୋଟାଏରୁ ସଂସ୍କୃତ ମଧ୍ୟମା ପରୀକ୍ଷା ଆରମ୍ଭ ହେବାର ରହିଛି। ଏଥିପାଇଁ ରାଜନଗର ହାଇସ୍କୁଲ ଗୋଟିଏ ସେଣ୍ଟର କରାଯାଇଛି।


All Right Reserved By Dharitri.Com

୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ...

ଅନୁଗୋଳରେ ପୁଣି ୨ କରୋନା ରୋଗୀ ଚିହ୍ନଟ: ୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୧୭ରେ...

ପାଦ ବିକୃତି ଚିକିତ୍ସା ପରେ ଘରକୁ ଫେରିଲେ ଶିଶୁ

ଫୁଲବାଣୀ ଅଫିସ,୨୬ା୧୨-ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ହୋଇଥିବା ପାଦ ବିକୃତି ପିଲା ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏମାନେ ଅନ୍ୟ ପିଲାଙ୍କ ଭଳି ସୁସ୍ଥ ଜୀବନଯାପନ...

ସୁବର୍ଣ୍ଣ ଲୋକ ମହୋତ୍ସବ ଉଦ୍‌ଘାଟିତ: ଲୋକନୃତ୍ୟ ଗୀତରେ ଦୁଲୁକିଲା ମଞ୍ଚ

ସୋନପୁର, ୮।୧(ନି.ପ୍ର.): ସାଂସ୍କୃତିକ ଶୋଭାଯାତ୍ରା ଓ ଲୋକନୃତ୍ୟର ତାଳେ ତାଳେ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୦ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ପୂର୍ବାହ୍ନରେ ଲୋକ ବାଦ୍ୟ...

ମସଜିଦ୍‌ରେ ପଶିଲେ ୧୭ ବିଦେଶୀ ନାଗରିକ: ତଦନ୍ତ କଲା ପୋଲିସ

କୁଜଙ୍ଗ,୧।୧୧(ସ୍ବ.ପ୍ର.): ସାରା ଦେଶରେ ଗୁରୁବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଥିବାବେଳେ କୁଜଙ୍ଗର ବିଭିନ୍ନ ଶିକ୍ଷାନୁଷ୍ଠାନ, ସାମାଜିକ ଅନୁଷ୍ଠାନରେ ଏହି ଦିବସ ପାଳନ କରାଯାଇଛି। ତେବେ...

ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅସହାୟତା: ଗୋଡ ନଥାଇ ମଧ୍ୟ କରୁଛନ୍ତି ଚାଷ

ଗୋବିନ୍ଦପାଲ୍ଲୀ, ୧୪ା୮(ଡି.ଏନ.ଏ.): ଇଚ୍ଛାଶକ୍ତି, ଦୃଢ ମନୋବଳ ଆଗରେ ସବୁକିଛି ସମ୍ଭବ । ଏହାକୁ ଜଣେ ଚାଷୀ କ୍ଷେତରେ ପ୍ରମାଣିତ କରି ଦେଖାଇଛନ୍ତି। ତାଙ୍କ ନାଁ ସନ୍ୟା...

ପୋଖରୀରେ ପଡ଼ି ଶିଶୁପୁତ୍ର ମୃତ

ସୋର,୧୮।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ମଧୁସୂଦନପୁର ପଞ୍ଚାୟତର କୁରୁଣିଆ ଗ୍ରାମର ମାମୁଁ ରମାକାନ୍ତ ମହାକୁଡ଼ଙ୍କ ଘରକୁ ବୁଲିବାକୁ ଆସି ୩ବର୍ଷର ଶିଶୁପୁତ୍ର ପୋଖରୀରେ ପଡ଼ି...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ସିଲ୍‌ ହେଲା ମଦ ଦୋକାନ

ଡେରାବିଶ, ୯।୪ (ସ୍ବ.ପ୍ର.)-ମହାମାରୀ କରୋନାକୁ ସାରାଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ରାଜ୍ୟରେ ଏହାକୁ କଡ଼ାକଡ଼ି କରାଯାଇଛି। ଲକ୍‌ଡାଉନ୍‌ ସମୟରେ ସମସ୍ତ ମଦ ଦୋକନ ବନ୍ଦ ରହିବ...

Leave a comment

Your email address will not be published. Required fields are marked *