ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୭ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୩ ହଜାର ୦୨୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୧, ବରଗଡରୁ ୧, ଭଦ୍ରକରୁ ୩, କଟକରୁ ୧୮, ଦେବଗଡ଼ରୁ ୫, ଗଜପତିରୁ ୨, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୩, ଯାଜପୁରରୁ ୨, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୧, ମୟୂରଭଞ୍ଜରୁ ୫, ନୟାଗଡରୁ ୨, ପୁରୀରୁ ୨, ରାୟଗଡାରୁ ୩ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୮ ଓ ସୁନ୍ଦରଗଡ଼ରୁ ୭ ଜଣ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ମାଷ୍ଟରଟିକ୍ରାରୁ ହଟିଲା କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ କଟକଣା

ବରଗଡ଼ ଅଫିସ,୭ା୬: କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ-୧୪ର ସୁବାସ ନଗର(ମାଷ୍ଟରଟିକ୍ରା) ଏବଂ ସ୍ଥାନୀୟ ଶ୍ରାରାମ ମନ୍ଦିରରୁ...

ଭାରତୀୟ ସେନାର କରୋନା ମୁକାବିଲା: ପ୍ରଥମଥର ପାଇଁ ୩୫% ଅଧିକାରୀ-୫୦% ଜେସିଓ ସପ୍ତାହେ ପାଇଁ ଘରେ ରହି କରିବେ କାମ

ନୂଆଦିଲ୍ଲୀ,୨୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ପ୍ରଥମଥର...

କଟକ ସହରରୁ ୧୬ ନୂଆ ପଜିଟିଭ ଚିହ୍ନଟ

କଟକ ଅଫିସ, ୨୦।୭: କଟକ ସହରରୁ ସୋମବାର ୧୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ...

ତାଲିକା ପ୍ରସ୍ତୁତକର୍ତ୍ତା, ତାଲିକା ବାହାରେ

ଭୁବନେଶ୍ୱର,୨୮।୬: ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ ଶନିବାର ୩୦ ଜିଲା ପାଇଁ ପର୍ଯ୍ୟବେକ୍ଷକ ଓ ୬ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି...

ଭୟରେ ଜଙ୍ଗଲରେ ଲୁଚିଲେ ଗ୍ରାମବାସୀ

ଯୋଡା, (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡା ବ୍ଲକର ବାମେବାରୀ ଥାନା ବଳଦା ପଞ୍ଚାୟତ ଅନ୍ତର୍ଗତ ଗୁରୁଡ଼ାଠାରେ ରବିବାର ରାତିରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୪ ଆହତ...

ଧମକାଉଛି ବିଏମ୍‌ସି

ଭୁବନେଶ୍ୱର, ୧୫।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କ ଉପରେ ଦିନକୁ ଦିନ ଚାପ ବଢ଼ାଇବାରେ ଲାଗିଛି। ଲୋକଙ୍କ ବିରୋଧ ହେଉ ନ ଥିବାରୁ ଏହାର...

ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚିଲେ ୧୨୬୩ ପ୍ରବାସୀ

ବଲାଙ୍ଗୀର ଅଫିସ,୨୮ା୬-ସ୍ବତନ୍ତ୍ର ଟ୍ରେନ ଯୋଗେ ତିରୁପତିରୁ ବଲାଙ୍ଗୀର ରେଳ ଷ୍ଟେସନରେ ରବିବାର ୧୨୬୩ ପ୍ରବାସୀ ଶ୍ରମିକ ପହଞ୍ଚିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସେଠାରେ...

ସରିଲା ମହିଳା ୱେଲ୍ଡିଂ ଲିଗ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସି.ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଚାଲିଥିବା ଜାତୀୟ ମହିଳା ୱେଲ୍ଡିଂ ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି।...

Advertisement
Archives

Model This Week