ଜିଲା ପରିଷଦ ଅଧ୍ୟକ୍ଷ ହେଲେ ବିଜେଡିର ଗଙ୍ଗାଧର ପୁଆଲା

ରାୟଗଡ଼ା ଅଫିସ,୧୯।୨: ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନରେ ବିଜେଡିର ଗଙ୍ଗାଧର ପୁଆଲା ୧୩ଟି ଭୋଟ ପାଇ ବିଜୟ ଲାଭ କରିଛନ୍ତି। ବିଜେଡିର ୭ ଜଣ ସଭ୍ୟ ଥିଲେ ମଧ୍ୟ ଜିଲା ପରିିଷଦ ଅଧ୍ୟକ୍ଷ ପଦ ହାତେଇବା ଏକ ପୋଖତ ରାଜନୀତିର ପରିଚୟ ଦେଇଛି। ସକାଳୁ ନିର୍ବାଚନକୁ ନେଇ କିଛିଟା ଉତ୍ତେଜନା ପ୍ରକାଶ ପାଇଥିଲା ଭାଜପା ପକ୍ଷରୁ ହୁଇପ୍‌ ଜାରି କି ଦଳର ସମସ୍ତ ସଦସ୍ୟ ଭୋଟରୁ ନିବୃତ ରହିବେ। କିନ୍ତୁ ଦଳର ୨ ଜଣ ପ୍ରାର୍ଥୀ ଭୋଟ ଦେଇଥିବା ଜଣାପଡ଼ିଛି। ଏହି ଦୁଇ ପ୍ରାର୍ଥୀଙ୍କୁ ଭୋଟ ଦେବା ପାଇଁ ବାଧ୍ୟ କରାଯାଇଥିବା ଭାଜପା ଅଭିଯୋଗ କରିଛି। ଏନେଇ ପୋଲିସ, ଭାଜପା ଏବଂ କଂଗ୍ରେସ ମଧ୍ୟରେ ବଚସା ହୋଇଥିଲା।


All Right Reserved By Dharitri.Com

ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ

ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ...

ପାଚିଲା ଧାନ କ୍ଷେତରେ କୋଇଲା ଖଣି ପାଣି: ଅମଳ ଚିନ୍ତାରେ ଚାଷୀ

କଣିହାଁ,୪।୧୨(ଡି.ଏନ.ଏ.)-କଣିହାଁ ବ୍ଲକ ପଥରମୁଣ୍ଡା ଗ୍ରାମର ଅନେକ ଚାଷ ଜମିରେ ଏମ୍‌ସିଏଲ୍‌ର କଣିହାଁ କୋଇଲା ଖଣି ପାଣି ପଶି ଯାଇଥିବା ଅଭିଯୋଗ ହେଉଛି। କୋଇଲା ଖଣି କର୍ତ୍ତୃପକ୍ଷ...

ବାୟୋମେଟ୍ରିକ୍‌ ଉପସ୍ଥାନ, ଟୁର ଡାଏରୀ ଦାଖଲ ବାଧ୍ୟତାମୂଳକ

ଛତ୍ରପୁର,୨୪ା୧୧(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ସରକାରଙ୍କ ୫-ଟି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ...

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ...

ଚୋରା କେନ୍ଦୁପତ୍ର ସହ ଗାଡ଼ି ଜବତ, ୨ ଗିରଫ

ଆଠମଲ୍ଲିକ,୧୦ା୧୨(ଡି.ଏନ.ଏ.)- ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ବନ ବିଭାଗ କର୍ମଚାରୀମାନେ ଚଢାଉ କରି ଲକ୍ଷାଧିକ ଟଙ୍କାର ଚୋରା କେନ୍ଦୁପତ୍ର ସହ ଗୋଟିଏ...

ନଦୀ ସାଜିଛି ପ୍ରତିବନ୍ଧକ

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ...

ହସ୍ପିଟାଲ ବେଡ୍‌ରେ ଲୁହ ଗଡ଼ାଉଛନ୍ତି ନାରୁ ମହାରଣା

ପୁରୀ ଅଫିସ,୨୨ା୧୦: ଓଡ଼ିଶାର ଜଣେ ଆଗଧାଡ଼ିର ଚିତ୍ରଶିଳ୍ପୀ ହେଉଛନ୍ତି ପୁରୀର ନାରାୟଣ (ନାରୁ) ମହାରଣା। ତାଙ୍କ ପ୍ରତିଭା କେବଳ ଓଡ଼ିଶା ଭିତରେ ସୀମିତ ନାହିଁ, ରାଜ୍ୟ...

ହୋମିଓପାଥିକ କଲେଜ

ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ ଘେରା ମୟୂରଭଞ୍ଜ ଜିଲା। ଏହି ଜିଲାର ବାରିପଦାଠାରେ କେତେଜଣ ସାମାଜିକ କର୍ମୀ ଓ ହୋମିଓପାଥିକ ଔଷଧ ସେବନକୁ ଭଲ ପାଉଥିବା...

Leave a comment

Your email address will not be published. Required fields are marked *