Posted inUncategorized

ଉପବାଚସ୍ପତି ପଦବୀ ଉପରେ ଶିବସେନାର ନଜର

ନୂଆଦିଲ୍ଲୀ,୬।୬: ଲୋକସଭାର ବାଚସ୍ପତି ଏବଂ ଉପବାଚସ୍ପତି ପଦବୀ କାହାକୁ ମିଳିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଶିବସେନା ଉପବାଚସ୍ପତି ପଦବୀ ପାଇଁ ଦାବି କରିଛି। ଏହା ଶିବସେନାର ନିଜର ଅଧିକାର ବୋଲି ଗୁରୁବାର ରାଜ୍ୟସଭା ଏମ୍‌ପି ସଞ୍ଜୟ ରାଓ୍ବତ କହିଛନ୍ତି। ପୂର୍ବରୁ ଏହି ପଦବୀ ବିଜେଡି କିମ୍ବା ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିଙ୍କୁ ମିଳିବା ନେଇ ଚର୍ଚ୍ଚା ହେଉଥିଲା। ସାଧାରଣତଃ ଏହି ପଦବୀ ବିପକ୍ଷ ଦଳଙ୍କ ପାଖକୁ ଯାଇଥାଏ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୂର୍ବଥର ଏହାକୁ ପରିବର୍ତ୍ତନ କରିଥିଲେ। ଏହି ପଦବୀ ଏଆଇଏଡିଏମ୍‌କେ ସଦସ୍ୟ ଏମ୍‌. ଥମ୍ବିଦୁରାଇଙ୍କୁ ମିଳିଥିଲା।


All Right Reserved By Dharitri.Com

Posted inUncategorized View All

ଛେଣ୍ଡିପଦାରେ ସୁଶାନ୍ତ ବେହେରା ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା ପ୍ରଥମ ରାଉଣ୍ଡରେ ଆଗରେ ଅଛନ୍ତି। ସୁଶାନ୍ତ ୩୨୫୮ଖଣ୍ଡ ଭୋଟ ପାଇଥିବା ବେଳ...

୨୦୨୦ରେ ଦ୍ୱିଗୁଣା ହେବେ ପ୍ରୋଷ୍ଟେଟ୍ କ୍ୟାନ୍ସର ରୋଗୀ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ) ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଗବେଷଣା ଅନୁସାରେ ୨୦୧୦ ଓ ୨୦୧୫ରେ ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସରରେ ପୀଡ଼ିତ ରୋଗୀଙ୍କ...

କଟକଣା ନ ମାନି ବଡ଼ଦାଣ୍ଡରେ ବୁଲିଲେ ବିଦେଶୀ

ପୁରୀ ଅଫିସ,୧।୫: ମହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରୁଛନ୍ତି। ପୁରୀରେ ମଧ୍ୟ ଏକାଧିକ କଟକଣା ଜାରି କରାଯାଇଛି। ତେବେ...

ଅନ୍ୟ ଲାଗି ପ୍ରେରଣା ସାଜିଛନ୍ତି ସୁଲଣର ଯୁବଗୋଷ୍ଠୀ

ହାଟଡିହୀ, ୧୦।୧୨(ଡି.ଏନ.ଏ.)- ସମାଜସେବା କରିବା ସକାଶେ ଯୁବଗୋଷ୍ଠୀଙ୍କୁ ଉତ୍ସାହିତ କରି ବେଶ୍‌ ଚର୍ଚ୍ଚାକୁ ଆସିଛନ୍ତି ଉମାକାନ୍ତ। ସେ ନିଜ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଯୁବକଙ୍କୁ ଏକାଠି...

ବିଧାନସଭା ବିବରଣୀ କମ୍ପ୍ୟୁଟରୀକୃତ ହେବ

ଭୁବନେଶ୍ୱର, ୧୬ା୨ (ବ୍ୟୁରୋ):ପୂର୍ବରୁ ଓଡ଼ିଶା ବିଧାନସଭାର ବିବରଣୀ ହାତରେ ଲେଖା ଯାଉଥିଲା ା କିନ୍ତୁ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଏଣିକି ହାତଲେଖା...

ଜିଆର୍‌ଏସ୍‌ଙ୍କୁ ଆକ୍ରମଣ ଘଟଣା: ଦମ୍ପତି ଗିରଫ

ବାସୁଦେବପୁର, ୩୦।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଅରଣ୍ଡୁଆ ପଞ୍ଚାୟତ କିଆପଡ଼ା ଗ୍ରାମର ଜିଆର୍‌ଏସ୍‌ ଲମ୍ବୋଦର ଦାସଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ...

ଚାଇନା ନିବେଶକଙ୍କ ଉପରେ ନଜର

ନୂଆଦିଲ୍ଲୀ,୨୩।୫: ଗତ କିଛିଦିନ ଚାଇନାରୁ ଆସୁଥିବା ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ (ଏଫ୍‌ଡିଆଇ) ରୋକିବା ଉପରେ ସରକାର ନିୟମରେ ପରିବର୍ତ୍ତନ କରିଥିଲେ। ବର୍ତ୍ତମାନ ଚାଇନା ଏବଂ...

Leave a comment

Your email address will not be published. Required fields are marked *