ପ୍ରଥମଥର ପାଇଁ ଗଦାଫି ଷ୍ଟାଡିୟମରେ ନମାଜ ପଢିପାରିଲେନି ହଫିଜ୍‌ ସୟିଦ୍‌: ଲାଗିଲା କଟକଣା

ଇସଲମାବାଦ୍‌, ୬।୬: ଜାତିସଂଘ ଦ୍ୱାରା ଘୋଷିତ ଆତଙ୍କୀ ସଂଗଠନ ଜାମାତ୍‌ ଉଦ୍‌ ଦାଓ୍ବା ମୁଖ୍ୟ ସୟିଦ ହଫିଜ୍‌ଙ୍କୁ ଗଦାଫି ଷ୍ଟାଡିୟମରେ ନମାଜ ପଢିବାର ସୁଯୋଗ ମିଳିପାରି ନାହିଁ। ପାକିସ୍ତାନ ସରକାରଙ୍କ ପକ୍ଷରୁ ଏନେଇ କଟକଣା ଜାରି କରାଯାଇଛି। ପ୍ରତିବର୍ଷ ଇଦ୍‌ରେ ଗଦାଫି ଷ୍ଟାଡିୟମରେ ନିଜ ସମର୍ଥକଙ୍କ ସହ ନମାଜ ପାଠ କରିଥାନ୍ତି ହଫିଜ୍‌। କଟକଣା ଲାଗିବା ପରେ ଏଥର ଜୋହର ଟାଉନରେ ଥିବା ମସଜିଦ୍‌ରେ ସେ ନମାଜ ପାଠ କରିଛନ୍ତି। ସୂଚନାଯୋଗ୍ୟ, ଗଦାଫି ଷ୍ଟାଡିୟମରେ ନମାଜ ପାଠ କରିବା ପାଇଁ ଇଦ୍‌ ପୂର୍ବରୁ ସରକାରଙ୍କ ଅନୁମତି ମାଗିଥିଲେ ହଫିଜ୍‌। କିନ୍ତୁ ଇମ୍ରାନ ସରକାର ଏହାକୁ ଖାରଜ୍‌ କରିଦେଇଥିଲେ।


All Right Reserved By

ଟ୍ରାନ୍ସଜେଣ୍ଡରଙ୍କୁ ମିଳିଲା ପ୍ରଥମ ମିସ୍‌ ମେକ୍ସିକୋ ମୁକୁଟ

ମେକ୍ସିକୋ ସିଟି,୩୦।୭: ମେକ୍ସିକୋରେ ପ୍ରଥମଥର ଲାଗି ଜଣେ ଟ୍ରାନ୍ସଜେଣ୍ଡରଙ୍କୁ ମିସ୍‌ ମେକ୍ସିକୋ ୨୦୧୯ ମୁକୁଟ ମିଳିଛି। କାଲିଫର୍ନିଆ ଓ ମେକ୍ସିକୋ ସିଟିର ମିସ୍‌ଙ୍କୁ ହରାଇ ଇଓ୍ବାନା...

ଏହି ଦେଶରେ ରହିଛି ସମୁଦ୍ର ମନ୍ଥନରେ ମିଳିଥିବା ଅମୃତ କଳସ

ଇଣ୍ଡୋସେନିଆର ଏକ ମନ୍ଦିରରେ ସମୁଦ୍ର ମନ୍ଥନ ସମୟରେ ମିଳିଥିବା ଅମୃତ କଳସ ଥିବା କୁହାଯାଉଛି। କଂଡି ସୁକୁହ ନାମକ ଏହି ମନ୍ଦିରରେ ଏମିତି ଏକ କଳସ...

ଆଫଗାନୀସ୍ତାନରେ ସର୍ଚ୍ଚ ଅପରେଶନ୍‌ ଜୋର୍‌ଦାର୍‌: ୧୦ ତାଲିବାନ୍‌ ଆତଙ୍କବାଦୀ ନିହତ

କାବୁଲ,୨୮।୫: ଆଫଗାନୀସ୍ତାନରେ ଆତଙ୍କବାଦୀ ବିରୋଧୀ ସର୍ଚ୍ଚ ଅପରେଶନ୍‌କୁ ଜୋର୍‌ଦାର୍‌ କରାଯାଇଛି। ସ୍ଥାନୀୟ ଫରୟାବ ଅନ୍ତର୍ଗତ ଖ୍ବାଜା ସାବ୍‌ ପୋଶ୍‌ ଜିଲାରେ ସୈନ୍ୟ ବାହିନୀର ଏକ ଅପରେଶନ୍‌ରେ...

ଏହି କବର ସ୍ଥାନରେ ମୃତଦେହକୁ କବର ଦିଆଯାଏ ନାହିଁ

କବର ସ୍ଥାନର କଥା ଶୁଣିଲେ ମନକୁ ଆପଣାଛାଏଁ ଆସେ କି ଯେଉଁଠି ମଣିଷଙ୍କ ମୃତଦେହକୁ କବର ଦିଆଯାଇଥାଏ। ହେଲେ ଏହି କବର ସ୍ଥାନ ସବୁଠାରୁ ନିଆରା।...

ନାସା ଲଞ୍ଚ୍‌ କରିବ ଟ୍ବିନ୍‌ ସାଟେଲାଇଟ୍‌

ଓ୍ବାଶିଂଟନ୍‌: ଆମେରିକୀୟ ମହାକାଶ ଗବେଷଣା କେନ୍ଦ୍ର ନାସା ଦୁଇଟି କ୍ଷୁଦ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବ। ପୃଥିବୀର ଉପର ବାୟୁମଣ୍ଡଳରେ ସାମରିକ ଓ ଏୟାରଲାଇନ୍‌ ଯୋଗାଯୋଗ...

ମଙ୍ଗଳ -୨୦୨୦ ରୋଭର୍‌ର ‘ଆଏ’ ଟେଷ୍ଟ କଲା ନାସା

ଓ୍ବଶିଂଟନ: ମଙ୍ଗଳକୁ ନାସାର ରୋବୋଟିକ ମିଶନ-ଦି ମାର୍ସ ୨୦୨୦ ରୋଭର ମଙ୍ଗଳ ପୃଷ୍ଠର କିଭଳି ଭଲଭାବେ ଫଟୋ ନେଇପାରିବ ତାହା ଉପରେ ଏକ ପରୀକ୍ଷା କରାଯାଇଛି।...

ରକ୍ତଚାଉଳ ଚୋବାଉଛି ପାକିସ୍ତାନ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ସମ୍ବିଧାନର ଅନୁଚ୍ଛେଦକୁ ୩୭୦ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ଛାନିଆ ହୋଇଯାଇଥିବା...

ଚାଇନା ସୋସିଆଲ ମିଡିଆରେ ଚନ୍ଦ୍ରୟାନ-୨ର ପ୍ରଶଂସା

ବେଜିଂ,୧୦।୯: ଭାରତର ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ ଏବେ ତା’ର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ସବୁ ଦେଶର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *