ଏକାଧିକ ଯୁବତୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ବୃଦ୍ଧ ଗିରଫ

ଭଦ୍ରକ ଅଫିସ,୨୦।୨: ଯୁବତୀଙ୍କୁ ଅଶ୍ଳୀଳ ମେସେଜ ପଠାଇବା ଅଭିଯୋଗରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ଜଣେ ବୃଦ୍ଧଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ ଥାନା ଏରେଇଁ ଅଞ୍ଚଳର ଏସ୍‌. କେ. ସରିଫ। ସରିଫଙ୍କ ନିଜ ଘର ଜଟଣୀ ଅଞ୍ଚଳରେ ହୋଇଥିବା ବେଳେ ୨୦୦୨ ମସିହାରୁ ସେ ଭଦ୍ରକ ଜିଲା ଚରମ୍ପାର ଏରେଇଁ ଅଞ୍ଚଳରେ ପରିବାର ସହ ରହି ଆସୁଥିଲେ। ସେ ଏଫ୍‌ସିଆଇରେ ଡ୍ରାଇଭର ଭାବେ କାର୍ଯ୍ୟରତ ଥିଲେ। ତେବେ ସେ ଗ୍ରାମର ଏକାଧିକ ଯୁବତୀଙ୍କୁ ମୋବାଇଲରେ ଅଶ୍ଳୀଳ ମେସେଜ ପଠାଉଥିବା ଅଭିଯୋଗ ହେବାପରେ ତାଙ୍କୁ ପୋଲିସ ଗିରଫ କରିଛି। ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିବା ସୂଚନା ମିଳିଛି।


All Right Reserved By Dharitri.Com

ଆଡ୍‌ମିନିଷ୍ଟ୍ରେଟିଭ ବ୍ଲକ୍‌, କ୍ୱାର୍ଟର୍ସ ନିର୍ମାଣରେ ଦୁର୍ନୀତି ଗନ୍ଧ

ଭୁବନେଶ୍ୱର,୨୮-୮: ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଲାଗିଛି ଦୁର୍ନୀତିର ଛିଟା। ଆଡ୍‌ମିନିଷ୍ଟ୍ରେଟିଭ ବ୍ଲକ୍‌ ଓ କ୍ୱାର୍ଟର୍ସ ନିର୍ମାଣକୁ ନେଇ ବ୍ୟାପକ ଅନିୟମିତା ହୋଇଥିବା ପଦାକୁ ଆସିଛି। ଖୋଲା...

ଅଜଗର ସାପ ଉଦ୍ଧାର

ପାତ୍ରପୁର,୩୧ା୮(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ପାଞ୍ଚଆମ୍ବ ଗାଁ ପୋଖରୀରେ ଶନିବାର ଏକ ଅଜଗର ସାପକୁ ଉଦ୍ଧାର କରାଯାଇଛି। ଅପରାହ୍ନ ୩ଟାରେ କେତେଜଣ ଯୁବକ ମିଶି ଗ୍ରାମରେ ଥିବା ଏକ...

ଦରମା ନ ମିଳିବାରୁ ଅଭିନବ ପ୍ରତିବାଦ: କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗିଲେ ସଫେଇ କର୍ମଚାରୀ

ବାରିପଦା ଅଫିସ,୧୩।୧୧: ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ବୁଧବାର ସକାଳେ ପୌର କାର୍ଯ୍ୟାଳୟ ଭିତରେ...

ବଢ଼ିଲା କରୋନା କଟକଣା: ଘର ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ୭ରୁ ଅଧିକ ବ୍ୟକ୍ତି ଏକତ୍ରିତ ହେବା ମନା

ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ସହ ମୁକାବିଲା ଗୋଟିଏ କିମ୍ବା ଦୁଇ ଦିନର ନୁହେଁ ଏହା ୬ ମାସର ଯୁଦ୍ଧ। ଆହୁରି ୧୭୩ ଦିନ ଏହା...

ବାଲୁକାକଳାରେ ସୁଦର୍ଶନଙ୍କ ‘ପଖାଳ ଦିବସ’ ବାର୍ତ୍ତା: ଘରେ ରହି ଉପଭୋଗ କରନ୍ତୁ

ପୁରୀ ଅଫିସ,୨୦।୩: ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଏକଦା ଗାଁ ଓ ଗରିବ ଲୋକଙ୍କର ଖାଦ୍ୟ ପଖାଳ ବୋଲି କୁହାଯାଉଥିଲା। ହେଲେ...

ଟ୍ରାଫିକ ଜାମ୍‌ରେ ଚାଲିଗଲା ଶିଶୁର ଜୀବନ

ଭୁବନେଶ୍ୱର, ୧୨।୨(ବ୍ୟୁରେ):ରାଜଧାନୀରେ ଟ୍ରାଫିକ ଜାମ୍‌ ଆଉ ଏକ ଜୀବନ ନେଇଛି। ରାସ୍ତା ଜାମ୍‌ରେ ଆମ୍ବୁଲାନ୍ସ ଫସି ରହିବାରୁ ଜଣେ ୫ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମଙ୍ଗଳବାର...

ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ଉଠିଲା ମାଟି

ଢେଙ୍କିକୋଟ,୨୩।୮(ଡି.ଏନ୍‌.ଏ.): ପବିତ୍ର ଜନ୍ମାଷ୍ଟମୀ ଓ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ମାଟି ଉଠାଯାଇଥାଏ। ଏ ନେଇ କେନ୍ଦୁଝର ଜିଲା...

ରାଜପଥ କଡ଼ରେ ଖୋଲାରହିବ ୮ ଢାବା

ବାରିପଦା ଅଫିସ, ୧ା୪- ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଜାତୀୟ ରାଜପଥରେ ଗାଡ଼ିମୋଟର ଚଳାଚଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ...

Leave a comment

Your email address will not be published. Required fields are marked *