Posted inଖେଳ

ଆର୍‌ସିବି ଆଗରେ ୧୮୭ ରନ୍‌ର ଟାର୍ଗେଟ୍‌

ହାଇଦ୍ରାବାଦ,୧୮।୫: ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୬୫ତମ ମ୍ୟାଚରେ ହେନ୍‌ରିଚ କ୍ଲାସେନଙ୍କ ଶତକୀୟ ଇନିଂସ୍‌ ବଲରେ ସନ୍‌ ରାଇଜର୍ସ ହାଇଦ୍ରାବାଦ ନିର୍ଦ୍ଧାରିତ(ଏସ୍‌ଆର୍‌ଏଚ୍‌) ୨୦ ଓଭରରେ ୫ ଉଇକେଟ ହରାଇ ୧୮୬ ରନ୍‌ କରିଛି। ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଆଗରେ ୧୮୭ ରନ୍‌ର ବିଜୟ ଟାର୍ଗେଟ୍‌ ରହିଛି ହାଇଦ୍ରାବାଦ।

ଅଧିନାୟକ ଫାଫ ଡୁ ପ୍ଲେସିସ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଆଡେନ ମାର୍କ୍ରାମଙ୍କ ନେତୃତ୍ୱାଧୀନ ସନ୍‌ ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ପ୍ରଥମେ ବ୍ୟାଟିଂ କରିଥିଲା। ଦଳର ୨ ଓପରନ୍‌ ଅଭିଷେକ ଶର୍ମା ଏବଂ ରାହୁଲ ତ୍ରିପାଠୀ ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ଦଳକୁ ପ୍ରାରମ୍ଭିକ ଝଟକା ଲାଗିଥିଲା। ଅଭିଷେକ ୧୧ ରନ୍‌ କରି ପ୍ରଥମେ ଆଉଟ୍‌ ହୋଇଥିବା ବେଳେ ରାହୁଲ ୧୫ ରନ୍‌ କରି ଆଉଟ ହୋଇଯାଇଥିଲେ। ଏପରିକି ଅଧିନାୟକ ମାର୍କ୍ରାମ ମଧ୍ୟ ପୁଣି ବିଫଳ ହୋଇଥିଲେ। ସେ ୧୮ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଦଳ ସଙ୍କଟରେ ପଡିଥିଲା। ହେଲେ ହେନ୍‌ରିଚ କ୍ଲାସେନ ଧର୍ଯ୍ୟର ସହ ବ୍ୟାଟି କରି ୫୧ ବଲ୍‌ରେ ୮ ଚୌକା ୬ ଛକା ସହାୟତାରେ ୧୦୪ ରନ୍‌ର ଧୂଆଁଧାର ଇନିଂସ୍‌ ଖେଳିଥିଲେ। ହ୍ୟାରି ବ୍ରୁକ୍‌ ମହତ୍ୱପୂର୍ଣ୍ଣ ୨୭ ରନ୍‌ କରିଥିଲେ। ଫଳରେ ହାଇଦ୍ରାବାଦ ୧୬୭ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଆର୍‌ସିବି ପକ୍ଷରୁ ମାଇକେଲ ବ୍ରେସୱେଲ ୨ ଉଇକେଟ ନେଇଥିବା ବେଳେ ମହମ୍ମଦ ସିରାଜ, ଶାହାବାଜ ଅହମ୍ମଦ ଏବଂ ହର୍ଷଲ ପଟେଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri