ଉପ-ବାଚସ୍ପତି ପଦ: ବିଜେଡିକୁ ଶିବସେନାର ବିରୋଧ

ଭୁବନେଶ୍ୱର,୬।୬(ବ୍ୟୁରୋ): ଶେଷ ହୋଇଛି ଲୋକ ସଭା ନିର୍ବାଚନ। ଏବେ ମନ୍ତ୍ରିମଣ୍ଡଳ ଓ ପଦକୁ ନେଇ ଚାଲିଛି ଟଣାଓଟରା। କେନ୍ଦ୍ରରେ ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳ ଗଠନ ପରେ ବାଚସ୍ପତି ଏବଂ ଉପବାଚସ୍ପତି କିଏ ହେବେ ସେ ନେଇ କସରତ ଚାଲିଛି। ତେବେ ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ଉପବାଚସ୍ପତି ପଦ ମିଳିବାକୁ ନେଇ ଚର୍ଚ୍ଚା ହେଉଥିଲା। ଏବେ ଏହା ଉପରେ ପ୍ରଶ୍ନ ଉଠାଇଛନ୍ତି ଶିବସେନା ମୁଖପାତ୍ର ସଞ୍ଜୟ ରାଉତ।

ସଞ୍ଜୟ କହିଛନ୍ତି, ଏନ୍‌ଡିଏର ଆମେ ଦ୍ୱିତୀୟ ବୃହତ୍ତମ ଅଂଶୀଦାର ଦଳ। ଆମକୁ, ନଚେତ୍‌ କୌଣସି ଅଂଶୀଦାରଙ୍କୁ ଏହି ପଦବୀ ମିଳିବା କଥା। ଏବେ ଏହି ପଦ ବିଜେଡିକୁ ମିଳିବ ବୋଲି ଚର୍ଚ୍ଚା ହେଉଛି। ଏହା କିଭଳି ହେବ। ବିଜେଡି ଭାଜପା ବିରୋଧରେ ଯାଇଛି।
ଓଡ଼ିଶାରେ ଭାଜପା ବିରୋଧରେ ବିଜେଡି ଲଢ଼ିଥିଲା ବୋଲି ସେ କହିଛନ୍ତି।


All Right Reserved By

କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ

ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର...

ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ସପ୍ତାହ ହେବ ବର୍ଷା ଉଭାନ ହୋଇଯାଇଛି। କାଁ ଭାଁ କେଉଁଠି ଅସରାଏ କିମ୍ବା ଦି’ ଅସରା ବର୍ଷା ହେଉଛି। ତେବେ...

ଶ୍ରାବଣରେ ବି ବର୍ଷା ନାହିଁ: ଆଗେଇ ପାରୁନି ଚାଷ

ଦେଓଗାଁ, ୨୧ା୭(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଅସ୍ବାଭାବିକ ବର୍ଷା ଯୋଗୁ ବୁଣାଧାନ...

ଦିନକ ପରେ ୫ମ ପାଳି ଆରମ୍ଭ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ବିଜେଡିକୁ ରାଜ୍ୟରେ ବିପୁଳ ବିଜୟ ମଳିଛି। ୧୧୨ଟି ବିଧାନସଭା ଆସନ ଦଖଲ କରି ୫ମଥର ପାଇଁ ରାଜ୍ୟ ଶାସନ ମଙ୍ଗ...

ମାଟି କାମୁଡ଼ିଛି ଶାଳଘର

ପୁରୀ ଅଫିସ, ୩୧।୫ : ବାତ୍ୟାରେ କୁମ୍ଭକାର ସମ୍ପ୍ରଦାୟଙ୍କ ଶାଳଘର ମାଟିରେ ମିଶିଯାଇଛି। ହଜାର ହଜାର କୁଡୁଆ ଭାଙ୍ଗିପଡ଼ିଛି। ଶ୍ରୀପଞ୍ଚମୀଠାରୁ ତିଆରି ଆରମ୍ଭ କରିଥିବା ଅଧରହାଣ୍ଡି...

ଯୁବକଙ୍କ ମୃତଦେହ ଉଦ୍ଧାର କଲା ପୋଲିସ

ନିରାକାରପୁର,୯ା୬(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ପଞ୍ଚାୟତ କାମନାସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ...

ନୟାପଲ୍ଲୀରେ ପୂଜାପାଇବେ ୩୫ ଫୁଟ ଗଣେଶ

ଭୁବନେଶ୍ୱର,୨୦୮(ବ୍ୟୁରୋ): ନୟାପଲ୍ଲୀ ନୂଆସାହି ଆଖଣ୍ଡଳମଣୀ ପୂଜା କମିଟି ଏବଂ ମୌରିଆ ଗ୍ରୁପ୍‌ ଆନୁକୂଲ୍ୟରେ ଚଳିତବର୍ଷ ପ୍ରଥମଥର ପାଇଁ ଗଣେଶ ପୂଜା ମହାଆଡ଼ମ୍ବରରେ ଆୟୋଜିତ ହେବ। ୩୫...

ରାଜ୍ୟ ପ୍ରଶାସନରେ ଅଦଳବଦଳ: ଅସିତଙ୍କୁ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *