Posted inଫୁରସତ

ଏହି ମନ୍ଦିରରେ ଦିନରେ ୩ ଥର ରୂପ ବଦଳାନ୍ତି ହନୁମାନ…

ଭାରତରେ ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ରହସ୍ୟ ରହିଛି। ମଧ୍ୟପ୍ରଦେଶ ପୁରବା ଗାଁ ନିକଟରେ ଥିବା ସୂରଜକୁଣ୍ଡରେ ହନୁମାନ ମନ୍ଦିର ରହିଛି। ଏଠାରେ ଠାକୁର ଗୋଟିଏ ଦିନର ୨୪ ଘଣ୍ଟା ମଧ୍ୟରେ ୩ ଥର ନିଜର ସ୍ବରୂପ ଆପେ ଆପେ ବଦଳାଇଥାନ୍ତି। ମୂର୍ତ୍ତି ଏଭଳି କିପରି ହେଉଛି ତାହା ଏପର୍ଯ୍ୟନ୍ତ ରହସ୍ୟ ହୋଇ ରହିଛି। ସକାଳ ୧୦ ପର୍ଯ୍ୟନ୍ତ ହନୁମାନ ବାଳ ସ୍ବରୂପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦିଅନ୍ତି। ପରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବୀର ସ୍ବରୂପ ବା ଯୁବକ ଅବସ୍ଥାରେ ରହିଥାନ୍ତି। ଏହାପରେ ପୂରା ରାତି ବୃଦ୍ଧ ରୂପରେ ରହିଥାନ୍ତି। ଏଠି ପୂଜାର୍ଚ୍ଚନା କଲେ ସମସ୍ତ ମାନସିକ ପୂରଣ ହୋଇଥାଏ ବୋଲି ସ୍ଥାନୀୟ ଲୋକେ ବିଶ୍ୱାସ କରନ୍ତି। ପ୍ରତିଦିନ ଦେଶ ବିଦେଶରୁ ଶ୍ରଦ୍ଧାଳୁ ଏଠାକୁ ଆସିଥାନ୍ତି।


All Right Reserved By Dharitri.Com

ସବୁଜିମାଭରା ଅଟୋ

ଗ୍ରାହକଙ୍କୁ ଯିଏ ଯେତେ ଆକୃଷ୍ଟ କରିପାରେ ତା’ର ବ୍ୟବସାୟ ସେତେ ବଢିଥାଏ। ସେଇଥିପାଇଁ ତ କିଏ କେତେପ୍ରକାର ଉପାୟ ଅବଲମ୍ବନ କରିଥାଆନ୍ତି ଗ୍ରାହକଙ୍କୁ ନିଜ ପାଖକୁ...

ଇଂଲିଶ ନାଁ ଓଡ଼ିଆ ଗାଁ: ସେମିତି କିଛି ଗାଁ ଓ ଗଳି କଥା; ନାମକରଣ ପଛର କାହାଣୀ

ଗ୍ରାମ୍ୟ ସଂସ୍କୃତିକୁ ନେଇ ସମୃଦ୍ଧ ଓଡ଼ିଶାର ସଂସ୍କୃତି । ଆଉ ପ୍ରତ୍ୟେକ ଗାଁର ପରମ୍ପରା ଓ ସଂସ୍କୃତିରେ ରହିଛି ସ୍ବତନ୍ତ୍ରତା। ତେବେ ସବୁଠୁ ଆଶ୍ଚର୍ଯ୍ୟ କରେ...

ପର୍ଯ୍ୟଟନସ୍ଥଳୀ: ଐତିହାସିକ ସହର ଥରଂଗମ୍‌ବାଡି

ଥରଂଗମ୍‌ବାଡି ତାମିଲନାଡୁସ୍ଥିତ ଏମିତି ଏକ ସହର ଯେଉଁଠାକୁ ବର୍ଷସାରା ପର୍ଯ୍ୟଟକଙ୍କ ଯା’ଆସ ଲାଗିରହିଥାଏ। କାରଣ ଏହି ସହର ଐତିହାସିକ, ସାଂସ୍କୃତିକ ତଥା ପ୍ରାକୃତିକ ଦୃଷ୍ଟିକୋଣରୁ ବେଶ୍‌...

୫ ଅଜବ ଅନ୍ଧବିଶ୍ୱାସ: ଯାହାକୁ ଲୋକେ କରନ୍ତି ବିଶ୍ୱାସ

ଆଜିର ଅତ୍ୟାଧୁନିକ ଯୁଗରେ ମଧ୍ୟ ଅନେକ ପ୍ରକାର ଅନ୍ଧ ବିଶ୍ୱାସ ରହିଛି। ଯେପରି କେହି ବିରାଡି ରାସ୍ତା କାଟିବାକୁ କେତେଜଣ ଅଶୁଭ କହିଥାନ୍ତି ତ କେତେକ...

ବିଶ୍ୱର ସବୁଠାରୁ ଦାମୀ କଙ୍କଡ଼ା: ମୂଲ୍ୟ ୩୨ ଲକ୍ଷ ୬୬ହଜାର

ପ୍ରାଚୀନ ସମୟର ବିରଳ ଜିନିଷର ନିଲାମ ହୋଇଥାଏ। ଏଥିପାଇଁ କୋଟି କୋଟି ଟଙ୍କାର ଡାକରା ହୁଏ। ବିଶ୍ୱରେ ଏମିତି ଅନେକ କୋଟିପତି ରହିଛନ୍ତି ଯେଉଁମାନଙ୍କର ପ୍ରାଚୀନ...

ଆକ୍ରମଣ କଲେଣି ପାକିସ୍ତାନୀ ଝିଣ୍ଟିକା

ଜୟପୁର: ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବା ପରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଦେଶର ସବୁଠୁ ଭୟାନକ ଦୁର୍ଗ, ସନ୍ଧ୍ୟା ହେଲେ ଯିବାକୁ ଲାଗିବ ଡର

ଆମ ଦେଶରେ ପୁରୁଣା ଯୁଗର କିଛି ଦୁର୍ଗ ଆଜି ବି ରହିଛି। ସେଥିମଧ୍ୟରୁ କେତେକ ଖୁବ୍‌ ସୁନ୍ଦର ହୋଇଥିବାବେଳେ ଆଉ କିଛି ଭୟାନକ। ଏହିପରି ଏକ...

ଯାନବାହନକୁ ନିଜ ଆଡ଼କୁ ଟାଣି ନିଏ ଏହି ପାହାଡ଼…

ଭାରତର ଲଦାଖର ଲେହ ଅଞ୍ଚଳରେ ରହିଛି ଏକ ଚମତ୍କାର ପାହାଡ଼। ଏହି ପାହାଡ଼ ଦେଇ ଯାଇଥିବା ରାସ୍ତାରେ କୌଣସି ଯାନବାହନ ଗଲେ ଏକ ବିଚିତ୍ର ଅନୁଭୁତି...

Leave a comment

Your email address will not be published. Required fields are marked *