ଜାଗର ପାଇଁ ଚନ୍ଦ୍ରମୌଳୀ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ

ରାଜନଗର, ୨୧।୨(ଡି.ଏନ୍‌.ଏ) : ମହାଶିବରାତ୍ରି ଅବସରରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗରର ୫ଶହ ବର୍ଷ ତଳର ପୂରାତନ ଶୈବପୀଠ ଶ୍ରୀ ଶ୍ରୀ ଚନ୍ଦ୍ରମୌଳୀ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି। ଶୁକ୍ରବାର ଭୋର ୪ଟାରୁ ଭିଡ଼ ଲାଗିରହିଛି। ପଟ୍ଟାମୁଣ୍ଡାଇ, ରାଜନଗର, କେନ୍ଦ୍ରାପଡ଼ା, କନିକା ପ୍ରଭୃତି ଅଞ୍ଚଳରୁ ଶ୍ରୀ ଚନ୍ଦ୍ରମୌଳିଙ୍କ ଦର୍ଶନ, ପୂଜା ଉପାସନା ସହିତ ଦୀପ ପ୍ରଜ୍ୱଳନକରି ଭକ୍ତମାନେ ବ୍ରତ ଆରମ୍ଭ କରିଛନ୍ତି। ବିଳମ୍ବିତ ରାତିରେ ମହାଦୀପ ଉଠିବ ବୋଲି ବଡ଼ପଣ୍ଡା କୁଳମଣି ପଣ୍ଡା ସୂଚନା ଦେଇଛନ୍ତି। ସେହିପରି ସଂସାରଫଳର ଶ୍ରୀ ଗୁପ୍ତେଶ୍ୱର ମନ୍ଦିର, ରାଜନଗରର ଶ୍ରୀ ରାଘବେଶ୍ୱର, ଗୋକର୍ଣ୍ଣେଶ୍ୱର, ଇଘାଗଡ଼ର ଶ୍ରୀ ଆଖଣ୍ଡଳମଣି ପ୍ରଭୃତି ଶୈବ ପୀଠରେ ମହାପ୍ରଭୁଙ୍କ ପୂଜାର୍ଚ୍ଚନା ଚାଲିଛି।


All Right Reserved By Dharitri.Com

ମାନସିକତାରେ ପରିବର୍ତ୍ତନ ହେଲେ ଦୁର୍ନୀତି ହଟିବ

ସୋନପୁର,୩୧।୧୦(ନି.ପ୍ର.): ସୁବର୍ଣ୍ଣପୁର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଡିଆରଡିଏ...

ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଦୁର୍ଘଟଣା: ଦୁଇ କାର୍‌ ମୁହାଁମୁହିଁ, ୮ ଗୁୁରୁତର

ଖୁଣ୍ଟୁଣୀ,୧୦।୮(ଡି.ଏନ୍‌.ଏ.): ୫୫ନଂ ଜାତୀୟ ରାଜପଥର ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଶନିବାର ମଧ୍ୟାହ୍ନରେ ୨ କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ଜଣ ଗୁରୁତର ଆହତ...

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ନିମାପଡ଼ା, ୨୧।୮(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ ବନ୍ତୁ ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବଜ୍ରପାତ ଘଟିଥିଲା। ବିଲରେ ଚାଷ କାମ କରୁଥିବା ସମୟରେ ଜଣେ...

ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ...

ଭାରସାମ୍ୟ ହରାଇ ୨୦ ଫୁଟ ରାସ୍ତା ତଳକୁ ଓଲଟିଲା ବସ୍‌

କେନ୍ଦୁଝର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବିଞ୍ଝବାହାଲ ଗ୍ରାମ ନିକଟ ୪୯ନଂ. ଜାତୀୟ ରାଜପଥରେ ଶନିବାର ୨୦ ଫୁଟ ରାସ୍ତା ତଳକୁ ଏକ ଘରୋଇ...

କଡ଼ା ସୁରକ୍ଷା ମଧ୍ୟରେ କ୍ୱାରାଣ୍ଟାଇନ୍‌ରେ ରହିଲେ ୧୧୪ ଜଣ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ଥିବା ଆଦର୍ଶ ବିଦ୍ୟାଳୟକୁ ବୁଧବାର ବିଳମ୍ବିତ ରାତିରେ ସୁରଟରୁ ଆସିଥିବା ଦୁଇଟି ବସ ଯୋଗେ...

ଦୁଇ ପୃଥକ ଅପହରଣ ମାମଲା: ୪ ଗିରଫ

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଭବାନୀପାଟଣା ସହରରେ ଗତ...

ଇମାମି ସିମେଣ୍ଟ କାରଖାନାରେ ତେଜିଲା ଅଶାନ୍ତି: ନିଯୁକ୍ତି ଦାବିରେ ଜମିହରାଙ୍କ ଧାରଣା

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.),୧୦ା୧୦: ଯାଜପୁର ଜିଲା କଳିଙ୍ଗନଗର ଇମାମି ସିମେଣ୍ଟ କାରଖାନାରେ ଜମିହରା ପରିବାରଙ୍କୁ ନିଯୁକ୍ତି ପ୍ରଦାନକୁ ନେଇ ସର୍ବଦା ସମସ୍ୟା ଲାଗି ରହୁଛି। ଏପରିକି ବିଗତ...

Leave a comment

Your email address will not be published. Required fields are marked *