Posted inଜାତୀୟ

ବଙ୍ଗାଳୀ ଝିଅଙ୍କୁ ବାର୍‌ ଡ୍ୟାନ୍ସର କହି ଅଡୁଆରେ ରାଜ୍ୟପାଳ

ଶିଲଂ, ୬।୬: ବଙ୍ଗାଳୀ ଝିଅଙ୍କୁ ବାର୍‌ ଡ୍ୟାନ୍ସର କହି ଅଡୁଆରେ ପଡିଯାଇଛନ୍ତି ମେଘାଳୟ ରାଜ୍ୟପାଳ ତଥାଗତ ରାୟ। ସେ କହିଛନ୍ତି, କେଉଁ ଯୁଗରେ ପଶ୍ଚିମବଙ୍ଗ ପ୍ରସିଦ୍ଧ ଥିଲା, ଏବେ ସେ ତା’ର ମହାନତା ହରାଇ ବସିଛି। ବଙ୍ଗାଳୀ ପୁଅମାନେ ଏବେ ଚଟାଣ ସଫା କରୁଥିବାବେଳେ ଝିଅମାନେ ବାର୍‌ ଡ୍ୟାନ୍ସର ଭାବେ କାମ କରୁଛନ୍ତି। ହିନ୍ଦୀ ଭାଷାକୁ ନେଇ ଚାଲିଥିବା ବିବାଦକୁ ଉପରେ ଟିପ୍ପଣୀ ଦେଇ ରାଜ୍ୟପାଳ କହିଛନ୍ତି, ଏହାକୁ ରାଜନୀତିକରଣ କରାଯାଉଛି। ରାଜ୍ୟପାଳଙ୍କ ବୟାନକୁ ତୃଣମୂଳ କଂଗ୍ରେସ ବିରୋଧ କରିଛି।


All Right Reserved By Dharitri.Com

ମହାରାଷ୍ଟ୍ରରେ ୨୦୪ ଗାଁ ବନ୍ୟା ପ୍ରଭାବିତ: ଫଡ଼ନଭୀସ୍‌

ମୁମ୍ବାଇ,୭।୮: ମହାରାଷ୍ଟ୍ରର ୨୦୪ ଗାଁ ବନ୍ୟା ପ୍ରଭାବିତ। ଏସବୁ ଗାଁରେ ଅଧିକ କ୍ଷୟକ୍ଷତି ହୋଇଥିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍‌ ବୁଧବାର ସୂଚନା ଦେଇଛନ୍ତି। ଏସବୁ ଗାଁରେ...

ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ଠାକରେ ପରିବାରର ପ୍ରଥମ ସଦସ୍ୟ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ଆଗାମୀ ବିଧାନ ସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ବିଶେଷ ସୂତ୍ରରୁ...

ନଡ୍ଡା ହେବେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମୋଦିଙ୍କ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ଗ୍ରହଣ କରିବାକୁ ଯାଉଥିବାବେଳେ ଦଳର ସାଙ୍ଗଠନିକ ଦାୟିତ୍ୱ ବରିଷ୍ଠ ଭାଜପା ନେତା...

ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା କଲେ ବିବାହ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ଘଟିଛି ଏକ ନିଆରା ଘଟଣା। ଏଠାରେ ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା...

ସ୍ବାଧୀନତା ଦିବସରେ ଓ୍ବାଘା ବର୍ଡରରେ ମିଠା ଦିଆନିଆ ହେଲାନି

ନୂଆଦିଲ୍ଲୀ, ୧୪।୮: ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟେଇ ଦିଆଯିବା ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ବୁଧବାର ପାକିସ୍ତାନ ସ୍ବାଧୀନତା ଦିବସ ଅବସରରେ ଅଟ୍ଟାରୀ-ଓ୍ବାଘା ବର୍ଡରରେ...

ଆଇଏସ ସହ ସମ୍ପର୍କ: ୩ ସନ୍ଦିଗ୍ଧଙ୍କୁ ଏନଆଇଏର ଜେରା

ନୂଆଦିଲ୍ଲୀ,୨୯ା୪: ଆଇଏସ ସହ ସମ୍ପର୍କ ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ପକ୍ଷରୁ କେରଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପ୍ରଥମେ ୩ ସନ୍ଦିଗ୍ଧଙ୍କ ମଧ୍ୟରୁ...

କଶ୍ମୀର ଭାରତର ଅଭିନ୍ନ ଅଙ୍ଗ; ସେଥିପାଇଁ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ: ଶାହ

ନୂଆଦିଲ୍ଲୀ,୬।୮: କଶ୍ମୀର ଭାରତର ଅଭିନ୍ନ ଅଙ୍ଗ। ସେଥିପାଇଁ ଆବଶ୍ୟକ ପଡ଼ିଲେ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ। ମଙ୍ଗଳବାର ଲୋକ ସଭାରେ ଏଭଳି କହିଛନ୍ତି ସ୍ବରାଷ୍ଟ୍ର...

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ: ମିଳିଲା ୨୬ ଲକ୍ଷର ଅଚଳ ନୋଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂଙ୍କର ତିନୋଟି ସହରର ୯ଟି ସ୍ଥାନରେ ଥିବା ଘର ଉପରେ ସିବିଆଇ ଚଢ଼ାଉ କରି ନଗଦ ୧୧.୪୭...

Leave a comment

Your email address will not be published. Required fields are marked *