ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ନିଲମ୍ବନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୩।୨: ଢେଙ୍କାନାଳ ଜିଲା ସଦର ବ୍ଲକ ଭାଲିଆବୋଲ କାଟେଣି ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ନିର୍ବାହୀ ଅଧିକାରୀ ସୁନୀଲ କୁମାର ପରିଡ଼ାଙ୍କୁ ଜିଲାପାଳ ଭୂମେଶଚନ୍ଦ୍ର ବେହେରା ନିଲମ୍ବନ କରିଛନ୍ତି। ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି କରିଥିବା ନେଇ ତାଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି। ଗ୍ରାମୀଣ ଆବାସ ଯୋଜନାରେ ଦୁଇ ହିତାଧିକାରୀଙ୍କ ଘର ହୋଇଥିବା ଦେଖାଇ ସେ ୮୦ ହଜାର ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ତାଙ୍କୁ ନିଲମ୍ବନ କରାଯାଇଛି।


All Right Reserved By Dharitri.Com

୨୦ ବର୍ଷ ପରେ ଫେରିଲା ନିଖୋଜ ପୁଅ; ଲକ୍‌ଡାଉନ୍‌କୁ ଶ୍ରେୟ ଦେଲେ ମା’ବାପା

ଢେଙ୍କାନାଳ ଅଫିସ, ୧୮।୫:  ଲକ୍‌ଡାଉନ୍‌ ପାଇଁ ୨୦ବର୍ଷ ପରେ ଘରକୁ ଫେରି ଆସିଛି ନିଖୋଜ ପୁଅ। କରୋନା କଷଣ ଭିତରେ ଏପରି ଏକ ଖୁସିର ଚିତ୍ର ଆସିଛି...

ନୂଆ ବର୍ଷ ଲାଗି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି

ପୁରୀ ଅଫିସ,୩୧ା୧୨- ନୂତନ ବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହେବ। ଏ ନେଇ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିିୟନ୍ତ୍ରଣ ଓ ପାର୍କିଂ ଉପରେ ବିଶେଷ...

କରୋନାରେ ହିଞ୍ଜିଳି ଯୁବକଙ୍କ ମୁମ୍ବାଇରେ ମୃତ୍ୟୁ

ହିଞ୍ଜିଳିକାଟୁ,୨୨ା୪(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳର ଜଣେ ଯୁବକ (୨୫)ଙ୍କ ମୁମ୍ବାଇରେ ଚିକିତ୍ସିତ ଅବସ୍ଥାରେ ବୁଧବାର ମୃତ୍ୟୁ ଘଟିଛି। ୪ ଦିନ ପୂର୍ବରୁ ସେ ଅସୁସ୍ଥ ହୋଇ ଡ଼ାକ୍ତରଖାନାରେ...

ଘରକୁ ଯାଇ ପିଡିଏସ୍‌ ସାମଗ୍ରୀ ବଣ୍ଟନ

ଶେରଗଡ଼,୨୯ା୩(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ବିଭିନ୍ନ ପଞ୍ଚୟତରେ ପିଡ଼ିଏସ୍‌ ସାମଗ୍ରୀ ଘରକୁ ଘର ଯାଇ ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦେଶ ଓ କରୋନା ସଂକ୍ରମଣକୁ ଆଖି...

ହଜାରେ ଟଙ୍କା ପାଇଁ ରାତି ଅନିଦ୍ରା

ସମ୍ବଲପୁର, ୧୬।୪ (ବ୍ୟୁରୋ)- କରୋନା କଟକଣା ଲକ୍‌ ଡାଉନ ପରେ ଏହାର ପ୍ରଭାବ ସିଧାସଳଖ ଖଟିଖିଆ, ଦିନ ମଜୁରିଆ ଓ ଗରିବ ଶ୍ରେଣୀ ଲୋକଙ୍କ ଉପରେ...

ଆତ୍ମହତ୍ୟା ପୂର୍ବରୁ ଭିଡିଓ ଶୁଟିଂ କଲେ ଯୁବକ, ପ୍ରେମିକାଙ୍କ ପ୍ରତାରଣା ସହି ନ ପାରି ଏଭଳି କରିଥିବା କହିଲେ

କଟକ ଅଫିସ,୧୧।୧: ପ୍ରେମିକାଙ୍କ ପ୍ରତାରଣାକୁ ନେଇ ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଏପରିକି ଆତ୍ମହତ୍ୟା କରିବା ପୂର୍ବରୁ ସେ କାରଣ ଦର୍ଶାଇ ଏକ ଭିଡିଓ...

ତହସିଲ ସମ୍ମୁଖରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ସମ୍ମୁଖରେ ସୋମବାର ହୀରାକୁଦ ବୁଡି ଅଞ୍ଚଳ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମିତିର ସଭାପତି ବାସୁଦେବ...

ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସମ୍ପର୍କରେ ଗ୍ରାମାଞ୍ଚଳ ବାସିନ୍ଦାଙ୍କୁ ସଚେତନ କରାଇବା ନିମନ୍ତେ ଏକ ବୈଠକ ରବିବାର କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ...

Leave a comment

Your email address will not be published. Required fields are marked *