ରାଧେ ପାଇଁ ଝାଳ ବୁହାଉଛନ୍ତି ଦିଶା: ସୋସିଆଲ ମିଡିଆରେ ଶେୟାର କଲେ ଭିଡିଓ

ନିକଟରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ମଲଙ୍ଗ’ର ସଫଳତା ନେଇ ଏହାର ଅଭିନେତ୍ରୀ ଦିଶା ପଟାନୀ ବହୁତ ଖୁସି ଅଛନ୍ତି। ଆଦିତ୍ୟ ରୟ କପୁର, ଅନିଲ କପୁର, କୁନାଲ ଖେମୁଙ୍କ ଅଭିନୀତ ଏହି ଫିଲ୍ମ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଛି। ଏହା ପରେ ଦିଶା ପୁଣି ଥରେ ଆକ୍ସନ୍‌ ଫର୍ମକୁ ଫେରୁଛନ୍ତି। ଦିଶା ତାଙ୍କର ଆଗାମୀ ଫିଲ୍ମ ‘ରାଧେ: ୟୋର ମୋଷ୍ଟ ଓ୍ବାଣ୍ଟେଡ ଭାଇ’ ପାଇଁ ସଜବାଜ ହେଉଛନ୍ତି। ଏବେ ସେ ଜିମ୍‌ରେ ଝାଳ ବୁହାଉଛନ୍ତି। ଏହାର ଏକ ଭିଡିଓ ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିରେ ତାଙ୍କୁ ସଲମାନ୍‌ ଖାନ୍‌ଙ୍କ ବିପକ୍ଷରେ ଦେଖିବାକୁ ମିଳିବ। ଫିଲ୍ମରେ ପ୍ରଭୁ ଦେବା ନିର୍ଦ୍ଦେଶନା ଦାୟିତ୍ୱରେ ଥିବାବେଳେ ରଣଦୀପ ହୁଡ୍ଡା ଅନ୍ୟ ଏକ ପ୍ରମୁଖ ଚରିତ୍ରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ୟୁନିକ ହେଜେଲଙ୍କ ପୁଅର ନାମ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ହେଜେଲ କେଚ ଓ ପୂର୍ବତନ କ୍ରିକେଟର ଯୁବରାଜ ସିଂଙ୍କ ଘରକୁ ଚଳିତ ବର୍ଷ ଜାନୁଆରୀରେ ଆସିଥିଲେ ଜଣେ ନୂଆ ଅତିଥି ।...

ପ୍ରଥମ ଲାଇଭ୍‌ ପରଫର୍ମ କରି ବାପାଙ୍କଠାରୁ ମାଡ଼ ଖାଇଥିଲେ କୁମାର ସାନୁ: ଜାଣନ୍ତୁ କାହିଁକି

୯୦ ଦଶକର ସବୁଠାରୁ ଲୋକପ୍ରିୟ ତଥା ସଫଳ ସଂଗୀତକାର ମଧ୍ୟରେ ଅନ୍ୟତମ ହେଉଛନ୍ତି କୁମାର ସାନୁ। ନିଜର ଗୀତ ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତିପାରିଛନ୍ତି।...

ଏହି କଥାକୁ ନେଇ ଶାଳୀଙ୍କ ସହ ଝଗଡା କରନ୍ତି ରଣବୀର

ବଲିଉଡର ପାଓ୍ବାରଫୁଲ ଦମ୍ପତି ଭାବେ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ଜଣାଶୁଣା। ଦୁହେଁ ପରସ୍ପରର ଯତ୍ନ ନିଅନ୍ତି। ଏଥି ସହିତ, ପରସ୍ପରର ପରିବାରକୁ ମଧ୍ୟ...

ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଏହି ସୁନ୍ଦରୀ ଏମ୍‌ପି

ଚଳିତବର୍ଷ ସାଧାରଣ ନିର୍ବାଚନ ରଣାଙ୍ଗନରେ ବାଜି ମାରି ନେଇଥିବା ଜଣେ ଅଭିନେତ୍ରୀ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଅଭିନେତ୍ରୀରୁ ରାଜନେତ୍ରୀ ପାଲଟିଥିବା ସୁନ୍ଦରୀ...

କେବଳ ଏହି କାରଣ ପାଇଁ ଦେଶ ଛାଡ଼ିବାକୁ ଚାହୁଁଥିଲେ ମଲ୍ଲିକା: ପୁରୁଷଙ୍କ ସହ ନୁହେଁ ମହିଳାଙ୍କ ପାଖେ ସମସ୍ୟା

ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀ ମଲ୍ଲିକା ଶେରାୱତ ଦୀର୍ଘ ସମୟ ଧରି ବଡ ପରଦାରୁ ଦୂରେଇ ରହିଛନ୍ତି। ସେ ନିଜର ବୋଲ୍ଡ ଅବତାର ପାଇଁ ଇଣ୍ଡଷ୍ଟ୍ରିରେ ବେଶ...

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ...

ଭାରତୀ-ହର୍ଷଙ୍କୁ ସହଯୋଗ ଅଭିଯୋଗ: ୨ ଏନ୍‌ସିବି ଅଫିସର ନିଲମ୍ବିତ

ମୁମ୍ବାଇ,୩।୧୨: ଡ୍ରଗ୍ସ୍‌ ମାମଲାରେ ବଲିଉଡ୍‌ର ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟାଙ୍କୁ ସହଯୋଗ କରିଥିବା ଅଭିଯୋଗରେ ୨ ଜଣ ନାର୍କୋଟିକ୍‌...

ରାଗିଗଲେ ଅନୁଷ୍କା: ଗାଭାସ୍କରଙ୍କୁ ଦେଲେ ଏମିତି ଜବାବ

ୟୁଏଇରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୧୩ତମ ସଂସ୍କରଣ ଖେଳ ଚାଲୁରହିଛି। ଗତ ଗୁରୁବାର ଏହି ଟୁର୍ନାମେଣ୍ଟର ଷଷ୍ଠ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ କିଙ୍ଗସ୍‌...

Advertisement
Archives

Model This Week