ବଢି ବଢି ଚାଲିଛି କରୋନା,ରାଜ୍ୟରେ ୧୮୯୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୮୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୮ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୯୧ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୯ ହଜାର ୭୭୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୫୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୧୦୦, ବରଗଡରୁ ୧୬, ଭଦ୍ରକରୁ ୭, ବଲାଙ୍ଗୀରରୁ ୬ , ବୌଦ୍ଧରୁ ୩, କଟକରୁ ୧୪୮, ଦେବଗଡରୁ ୧୬, ଢେଙ୍କାନାଳରୁ ୪, ଗଜପତିରୁ ୨, ଗଞ୍ଜାମରୁ ୩୪, ଜଗତ୍‌ସିଂହପୁରରୁ ୧୯, ଯାଜପୁରରୁ ୩୦, ଝାରସୁଗୁଡାରୁ ୬୬, କଳାହାଣ୍ଡିରୁ ୧୪, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୩୧, କୋରାପୁଟରୁ ୧୫, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୨୫, ନୟାଗଡରୁ ୧୪, ନୂଆପଡାରୁ ୧୨, ପୁରୀରୁ ୫୪, ରାୟଗଡାରୁ ୭ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୧୨୫, ସୋନପୁରରୁ ୧୩, ସୁନ୍ଦରଗଡରୁ ୨୬୨ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୧୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri