୧୮ ମାସର ଶିଶୁକୁ କରୋନା

ନିମାପଡ଼ା,୨୭ା୬(ଡି.ଏନ୍‌.ଏ): ନିମାପଡ଼ା ବ୍ଲକରେ ଗତ କିଛିଦିନ ମଧ୍ୟରେ କରୋନା ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜଣେ ଯୁବକ ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ଭିଲିଗ୍ରାମ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ମାତାପିତା ଓ ଭାଇଙ୍କ ସହ ରହୁଥିବା ୧୮ ମାସର ଶିଶୁ ପଜିଟିଭ ଚିହ୍ନଟ ହୋଇଥିତ୍ବା ବିଡିଓ ମନୋଜ କୁମାର ବେହେରା ଓ ସରପଞ୍ଚ ସ୍ବର୍ଣ୍ଣମୁଦ୍ରା ମହାରଣା ସୂଚନା ଦେଇଛନ୍ତି। ଚିହ୍ନଟ ଶିଶୁଙ୍କ ପରିବାରବର୍ଗ ଗତ ୧୭ତାରିଖରେ ହରିୟାଣାର ଗୁରୁଗ୍ରାମରୁ ଫେରିଥିଲେ। ଗତ ୨୪ତାରିଖରେ ପରିବାରର ୪ଜଣଙ୍କ ସ୍ବାବ ନମୁନା ପଠାଯାଇଥିବାବେଳେ ଗୁରୁବାର ୩ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବାବେଳେ ଶୁକ୍ରବାର ଶିଶୁପୁତ୍ରର ପଜିଟିଭ ବାହାରିଥିଲା। ଚିହ୍ନଟ ପରେ ଶିଶୁଙ୍କୁ ମାଆ ସହ ଭୁବନେଶ୍ୱର କୋଭିଡ୍‌ ହସ୍ପିଟାଲ ପଠାଇ ଦିଆଯାଇଛି। ତେବେ ବ୍ଳକରେ ଏବେ ଆକ୍ରାନ୍ତ ସଂଖ୍ୟା ୯ରେ ପହଞ୍ଚତ୍ଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୬୫ ପରିବାରକୁ ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୬।୪ (ବ୍ୟୁରୋ)- ବିଶ୍ୱବ୍ୟାପି କରୋନା ଭୂତାଣୁର ବିଭିଷିକାରେ ଭାରତ ମଧ୍ୟ କବଳିତ ହୋଇଛି । ଏହାର ମୁକାବିଲା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ...

ସଙ୍କଟ ବଢ଼ାଇବେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚତ୍ଛି। କିନ୍ତୁ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ରାଜ୍ୟ ସରକାର କହିଛନ୍ତି। କାରଣ ଚିହ୍ନଟ...

ଖରା ଦିନେ କୁହୁଡି

କେନ୍ଦୁଝର, ୧୨।୫(ସ୍ବ.ପ୍ର.): ପ୍ରବଳ ଖରା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଥିବା ବେଳେ ଅନେକ ସମୟରେ ଅପରାହ୍ନ ଓ ରାତିରେ କାଳ ବୈଶାଖୀ ଯୋଗୁ ବ୍ୟାପକ ଧନଜୀବନ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଟଙ୍କା ପଠାଇଲେ କୋଟନିଆ ପଡାବାସୀ

ଜୁନାଗଡ,୧ା୫(ଡି.ଏନ୍‌.ଏ)-କୋଭିଡ-୧୯ରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କୋଟନିଆ ପଡାବାସୀ ଆଗେଇ ଆସିଛନ୍ତି। ଏହି ପଡାର ସମସ୍ତ ଲୋକ...

ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ୯ ଗିରଫ

ରାଇରଙ୍ଗପୁର,୨୮ା୪(ଡି.ଏନ୍‌.ଏ.)- ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ରବିବାର ବିଶୋଇ ଥାନା ପୋଲିସ ୯ ଜଣ କାଠ ଚୋରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଲପାଣି...

CORONAVIRUS UPDATE: ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ, ଏଯାବତ୍‌ ମୋଟ୍‌ ଆରୋଗ୍ୟ ହେଲେଣି ୪,୧୨୩

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ବୁଧବାର ଅପରାହ୍ନରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪,୧୨୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

କରୋନା ଭାଇରସ୍‌ ଟେଷ୍ଟରେ କ୍ରିକେଟର ପଜିଟିଭ୍‌

ଜୋହାନ୍ସବର୍ଗ,୮।୫(ପି.ଟି.): ଦକ୍ଷିଣ ଆଫ୍ରିକା ପ୍ରଥମଶ୍ରେଣୀ କ୍ରିକେଟର ସୋଲୋ ଏନ୍‌କ୍ୱେନି କରୋନା ଭାଇରସ୍‌ ଟେଷ୍ଟରେ ପଜିଟିଭ୍‌ ବୋଲି ଜଣାପଡିଛି। ୨୫ ବର୍ଷୀୟ ଏହି କ୍ରିକେଟର ମଧ୍ୟ ଏକାଧିକ...

ଅନର କିଲିଂ ମାମଲା : ୩ ଅଭିଯୁକ୍ତଙ୍କୁ କାରାଦଣ୍ଡାଦେଶ

ବ୍ରହ୍ମପୁର ଅଫିସ,୧୮ା୫ : ଅନର କିଲିଂ ମମଲାରେ ଅତିରିକ୍ତ ଜିଲା ଦୌରା ଜଜ୍‌ – ୧ ସଞ୍ଜୟ ସାହୁ ୩ ଅଭିଯୁକ୍ତଙ୍କୁ ଶନିବାର ଉପଯୁକ୍ତ ପ୍ରମାଣ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *