୧୮ ମାସର ଶିଶୁକୁ କରୋନା

ନିମାପଡ଼ା,୨୭ା୬(ଡି.ଏନ୍‌.ଏ): ନିମାପଡ଼ା ବ୍ଲକରେ ଗତ କିଛିଦିନ ମଧ୍ୟରେ କରୋନା ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜଣେ ଯୁବକ ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ଭିଲିଗ୍ରାମ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ମାତାପିତା ଓ ଭାଇଙ୍କ ସହ ରହୁଥିବା ୧୮ ମାସର ଶିଶୁ ପଜିଟିଭ ଚିହ୍ନଟ ହୋଇଥିତ୍ବା ବିଡିଓ ମନୋଜ କୁମାର ବେହେରା ଓ ସରପଞ୍ଚ ସ୍ବର୍ଣ୍ଣମୁଦ୍ରା ମହାରଣା ସୂଚନା ଦେଇଛନ୍ତି। ଚିହ୍ନଟ ଶିଶୁଙ୍କ ପରିବାରବର୍ଗ ଗତ ୧୭ତାରିଖରେ ହରିୟାଣାର ଗୁରୁଗ୍ରାମରୁ ଫେରିଥିଲେ। ଗତ ୨୪ତାରିଖରେ ପରିବାରର ୪ଜଣଙ୍କ ସ୍ବାବ ନମୁନା ପଠାଯାଇଥିବାବେଳେ ଗୁରୁବାର ୩ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବାବେଳେ ଶୁକ୍ରବାର ଶିଶୁପୁତ୍ରର ପଜିଟିଭ ବାହାରିଥିଲା। ଚିହ୍ନଟ ପରେ ଶିଶୁଙ୍କୁ ମାଆ ସହ ଭୁବନେଶ୍ୱର କୋଭିଡ୍‌ ହସ୍ପିଟାଲ ପଠାଇ ଦିଆଯାଇଛି। ତେବେ ବ୍ଳକରେ ଏବେ ଆକ୍ରାନ୍ତ ସଂଖ୍ୟା ୯ରେ ପହଞ୍ଚତ୍ଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂଘ ପକ୍ଷରୁ ସରପଞ୍ଚଙ୍କୁ ‘ସଂଗ୍ରାମୀ ସମ୍ମାନ’

ଖଇରା, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ପଞ୍ଚାୟତର ସରପଞ୍ଚଙ୍କ ଉତ୍ସର୍ଗୀକୃତ ସେବା ପାଇଁ ଖଇରା ପଞ୍ଚାୟତସ୍ତରୀୟ ମହାସଂଘ ସଞ୍ଚୟିକା ତରଫରୁ ସୋମବାର ଅପରାହ୍ନରେ...

ଭାରତରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍‌: ପରିସ୍ଥିତି ଅଣାୟତ ହେବା ଆଶଙ୍କା କଲେ ବିଶେଷଜ୍ଞ

ନୂଆଦିଲ୍ଲୀ, ୧୩ ।୧୨: ଦକ୍ଷିଣ ଆଫ୍ରିକାରୁ ଆସିଥିବା କରୋନାର ନୂଆ ଭାରିଏଣ୍ଟ ଏବେ ଅନେକ ଦେଶକୁ ବ୍ୟାପି ସାରିଲାଣି । ଭାରତରେ ମଧ୍ୟ ଏପର୍ଯ୍ୟନ୍ତ ୩୮...

୧୨ରୁ ୧୫ ବର୍ଷ ପିଲାଙ୍କ ପାଇଁ ଫାଇଜର ୧୦୦% ଫଳପ୍ରଦ

ବର୍ଲିନ,୧।୪: ବାୟୋଟେକ୍‌-ଫାଇଜର କମ୍ପାନୀ ପ୍ରସ୍ତୁତ କୋଭିଡ୍‌ ଟିକା ୧୨ରୁ ୧୫ ବର୍ଷର ପିଲାଙ୍କ କ୍ଷେତ୍ରରେ ୧୦୦ ପ୍ରତିଶତ ଫଳପ୍ରଦ ବୋଲି କମ୍ପାନୀ ପକ୍ଷରୁ ବୁଧବାର ଦାବି...

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ...

ଶ୍ରୀକ୍ଷେତ୍ରରେ ବାଲି ତୃତୀୟା ପାଳିତ

ପୁରୀ ଅଫିସ,୩୦ା୮- ଭାଦ୍ରବ ଶୁକ୍ଳ ତୃତୀୟା ତିଥିରେ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ବାଲି ତୃତୀୟା (ଗୌରୀ ବ୍ରତ) ପାଳିତ ହୋଇଯାଇଛି। ଗଣେଶ ପୂଜାର ପୂର୍ବ ଦିନ ଏହି...

ହାତ ଧରି ଏକାଠି ଚାଲିଲେ ମନ୍ତ୍ରୀ, ବିରୋଧୀ ଦଳ ନେତା

ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ସହରର ବହୁଚର୍ଚ୍ଚିତ ଫ୍ଲାଏଓଭର ବ୍ରିଜ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ହେଲେ ତିନିଦିନ ପୂର୍ବରୁ ଉଦ୍‌ଘାଟନ ଖବର ପ୍ରକାଶ ପରେ ସହରରେ ଅସନ୍ତୋଷ ଲାଗିରହିଥିଲା।...

କଟକରେ ପୁଣି ବ୍ୟାପିଲା ଜଣ୍ଡିସ

କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ...

କନ୍ଧମାଳ ଏସ୍‌ପିଙ୍କ ନିକଟରେ ମାଓବାଦୀଙ୍କ ଆତ୍ମସମର୍ପଣ

ଫୁଲବାଣୀ ଅଫିସ,୧୦।୧୦: କନ୍ଧମାଳ ଏସ୍‌ପିଙ୍କ ନିକଟରେ ବିଜିଏନ୍‌ ଡିଭିଜନର ମାଓବାଦୀ ରାହୁଲ ମୂଷାକି(ପିଣ୍ଟୁ) ଆତ୍ମସମର୍ପଣ କରିଛନ୍ତି। ରାହୁଲଙ୍କ ଘର ଛତିଶଗଡ଼ ରାଜ୍ୟ ସୁକୁମା ଜିଲାର ଜେଗୁରୁମୁଣ୍ଡା...

Advertisement
Archives

Model This Week