ଆଜି ରାଜଧାନୀରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୮

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରବିବାର ରାଜଧାନୀରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୦୩ରେ ପହଞ୍ଚିଥିବା ବେଳେ ୩୧,୩୨୬ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୨୧୧ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ରାଜଧାନୀରୁ କରୋନାରେ ୨୪୫ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଘରୁ ପଳାଇ ଆସିଥିଲେ: ରାଜଧାନୀ ନିକଟ ଫାର୍ମ ହାଉସରୁ ମିଳିଲା ପ୍ରଫେସରଙ୍କ ଝିଅଙ୍କ ମୃତଦେହ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଜେଇଇରେ ଭଲ କରି ନ ଥିବାରୁ ଗୁରୁବାରଠାରୁ ଘରୁ ପଳାଇ ଆସିଥିଲେ ଝିଅ। ଶୁକ୍ରବାର ଏକ ଫାର୍ମ ହାଉସ୍‌ ପୋଖରୀରୁ ତାଙ୍କ ମୃତଦେହ ମିଳିଛି।...

ଝାରସୁଗୁଡ଼ା ପୌର ନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଓ ଅମାନିଆ ଅଫିସରଙ୍କ ବିରୋଧରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ମଙ୍ଗଳବାର ଝାରସୁଗୁଡ଼ା ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ...

ପାଟକୁରାରେ ଭାଜପା ନିଜସ୍ବ ଢଙ୍ଗରେ ଲଢ଼ି ଜିତିବ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୭।୭(ବ୍ୟୁରୋ): ପାଟକୁରା ନିର୍ବାଚନ ତାରିଖ ଘୋଷଣା ହେବାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିଜେଡି ରଣନୀତି ଅନୁଯାୟୀ ପ୍ରଚାର...

ଆଜି ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ, ରହିଛି ୩୧୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୭୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୪୩୪ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ...

୯ରୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୮ା୭(ବ୍ୟୁରୋ): ବିହାରର ପଶ୍ଚିମ ଭାଗ ଏବଂ ଦକ୍ଷିଣ ଛତିଶଗଡ଼ ଉପରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାସହ ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର...

ଏଣିକି ଅନ୍‌ଲାଇନ୍‌ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍‌ଲାଇନ୍‌ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍‌ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି...

ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ନେଇ ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କରୋନା ଭାଇରସ୍‌ ଯୋଗୁ ବି-ଟେକ୍‌ ସ୍ପେଶାଲ...

କାଳ ସାଜୁଛି ବିଳମ୍ବ ରିପୋର୍ଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ): କରୋନାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ସବୁପ୍ରକାର ବଳ ଲଗାଇଛନ୍ତି। ଚିକିତ୍ସାଠାରୁ ଆରମ୍ଭ କରି ସଚେତନତା ଓ କଟକଣା କ୍ଷେତ୍ରରେ ବ୍ୟାପକ ପଦକ୍ଷେପ...

Advertisement
Archives

Model This Week