ଆଜି ରାଜ୍ୟରୁ ୧୯ ପଜିଟିଭ୍‌ ଚିହ୍ନଟ, ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୭୨ରେ ପହଞ୍ଚିଲା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୬ ଜଣ ଶିଶୁ ବି ଅଛନ୍ତି।

ଆଜି ଗଜପତିରୁ ସର୍ବାଧିକ ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪, ବାଲେଶ୍ୱର ଏବଂ କଟକରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୭୨ରେ ପହଞ୍ଚିଥିବା ବେଳେ ୧୨,୭୮,୯୭୨ ଜଣ ସୁସ୍ଥ ହୋଇଛନ୍ତି। ୧୨୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଆର୍‌ସିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମଗିରି,୧୨।୧(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖଟପିରିଙ୍ଗ ଗ୍ରାମର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର (କୋପର୍ଟିଭ୍‌ ସୋସାଇଟି)ରାଜକିଶୋର ପରିଡାଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ...

ଖବରକାଗଜ ଶିଳ୍ପକୁ ବଞ୍ଚାଅ: କେନ୍ଦ୍ରକୁ ଅନୁରୋଧ କଲା ଆଇଏନ୍‌ଏସ୍‌

ନୂଆଦିଲ୍ଲୀ,୧୫ା୪: ଲକ୍‌ଡାଉନ୍‌ ହେତୁ ଦେଶରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। କରୋନା ମାଡ଼ରେ ଖବରକାଗଜ ଶିଳ୍ପ ବହୁଳ ପ୍ରଭାବିତ ହୋଇଛି। ଅଦୃଶ୍ୟ ଭାଇରସ୍‌ ଖବରକାଗଜକୁ ମିଳୁଥିବା...

୨୦୨୦ରେ ଦ୍ୱିଗୁଣା ହେବେ ପ୍ରୋଷ୍ଟେଟ୍ କ୍ୟାନ୍ସର ରୋଗୀ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ) ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଗବେଷଣା ଅନୁସାରେ ୨୦୧୦ ଓ ୨୦୧୫ରେ ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସରରେ ପୀଡ଼ିତ ରୋଗୀଙ୍କ...

ଏସ୍‌ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍‌ଡିଜିରେ ଅଧିକ ୧୦ ପଏଣ୍ଟ ପାଇ...

‘ଭାରତ-ଆମେରିକା ମଧ୍ୟରେ ପୁନଃ ପ୍ରତିଷ୍ଠା ହେବ ରଣନୈତିକ ଉର୍ଜା ସମ୍ପର୍କ’

ଭୁବନେଶ୍ୱର, ୩୧ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆମେରିକାର ନୂଆ ଊର୍ଜା ସଚିବ ଜେନିଫର ଗ୍ରାନ୍‌ହୋଲମଙ୍କ ମଧ୍ୟରେ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏକ ପ୍ରାରମ୍ଭିକ ବୈଠକ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ଲଗାମ୍‌…

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ...

ୟୁଆଇଡିଏଆଇ ସିଇଓ ହେଲେ ସୌରଭ ଗର୍ଗ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ବରିଷ୍ଠ ଅଧିକାରୀ ସୌରଭ ଗର୍ଗଙ୍କୁ ୟୁନିକ୍‌ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ (ୟୁଆଇଡିଏଆଇ) କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ...

ରାଜଧାନୀରେ ପୁଣି ବ୍ୟାଙ୍କ ଲୁଟ୍‌: ବନ୍ଧୁକ ଦେଖାଇ ନେଇଗଲେ ୧୦ ଲକ୍ଷ

ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜଧାନୀରେ ପୁଣି ମାତିଛନ୍ତି ଦୁର୍ବୃତ୍ତ। ସୋମବାର ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବରିମୁଣ୍ଡିସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କା...

Advertisement
Archives

Model This Week