ଆଜି ରାଜ୍ୟରୁ ଆଉ ୧୯ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୪୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବଲାଙ୍ଗୀରରୁ ୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମ ୩, ବରଗଡ଼ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୩।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri