୧୯ ମାଛ ୧୮.୬୫ ଲକ୍ଷ

ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର ଓଜନ ୨୦ରୁ ୨୨ କିଲୋମଧ୍ୟରେ ରହିଛି। ନୂଆବଜାର ନୋଳିଆ ବସ୍ତିର ଦଙ୍ଗଲ ରାଜୁ ଡଙ୍ଗାରେ ମାଛ ଧରିବାକୁ ଯାଇଥିବାବେଳେ ଏସବୁ ମାଛ ଧରିଛନ୍ତି। ଖୋଲା ବଜାରରେ ମାଛଗୁଡ଼ିକୁ ୧୮.୬୫ ଲକ୍ଷ ଟଙ୍କାରେ ସେ ବିକ୍ରି କରିଛନ୍ତିି। ଅଠରବାଙ୍କି ବାଲିପ୍ଲଟ୍‌ ବଜାରରେ ଏହି ମାଛଗୁଡ଼ିକୁ ନିଲାମ କରାଯାଇଥିଲା। କୋଲକାତାର ଜଣେ ବ୍ୟବସାୟୀ ଉପରୋକ୍ତ ମୂଲ୍ୟରେ ମାଛଗୁଡ଼ିକୁ କିଣିଥିଲେ। ଜୁନ୍‌ ୧୪ରେ ସୁବା ରାଓ ନାମକ ଜଣେ ଡଙ୍ଗା ମାଲିକ କେତେକ ତେଲିଆବୋରେଇ ମାଛକୁ ୮ ଲକ୍ଷ ଟଙ୍କାରେ ବିକ୍ରି କରିଥିଲେ। ଏହି ମାଛରୁ ଅନେକ ଔଷଧୀୟ ସାମଗ୍ରୀ ତିଆରି ହୋଇଥାଏ। ଏଥିଯୋଗୁ ଅନ୍ତର୍ଜାତୀୟ ବଜାରରେ ଏହାର ମୂଲ୍ୟ ବହୁତ ଅଧିକ ଥାଏ ବୋଲି ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ମନୋରଞ୍ଜନ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ବିଶେଷକରି ଏହି ମାଛର ପୁଟିର ଚାହିଦା ଅଧିକ ଥାଏ। ତେଲିଆ ବୋରେଇ ଗଭୀର ସମୁଦ୍ରରେ ରହିଥାନ୍ତି। ବର୍ଷାବେଳେ ସେମାନେ ଦଳ ହୋଇ କୂଳକୁ ଆସିଥାନ୍ତି। ଏବେ ଲଗାଣ ବର୍ଷା ହେଉଥିବାରୁ ଏହି ମାଛ ଧରି ହେଉଛି ବୋଲି ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri