Posted inଜାତୀୟ

୧୯ % ଘରେ ବ୍ୟବହାର ହେଉନି ଶୌଚାଳୟ

ନୂଆଦିଲ୍ଲୀ,୧୨।୫: ନ୍ୟାଶନାଲ୍‌ ଫ୍ୟାମିଲି ହେଲ୍‌ଥ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌) ରିପୋର୍ଟ ଅନୁସାରେ ଦେଶରେ ୧୯ ପ୍ରତିଶତ ଲୋକ ଘରେ ଶୌଚାଳୟ ବ୍ୟବହାର କରୁନାହାନ୍ତି। ଅର୍ଥାତ୍‌ ସେମାନେ ବର୍ତ୍ତମାନ ସୁଦ୍ଧା ବାହାରେ ମଳତ୍ୟାଗ କରୁଛନ୍ତି। ୨୦୧୯ରୁ ୨୦୨୧ ମସିହାର ତଥ୍ୟ ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।

୨୦୧୫ରୁ ୧୬ ମଧ୍ୟରେ ପ୍ରକାଶିତ ରିପୋର୍ଟ ଅନୁସାରେ ଭାରତରେ ପ୍ରାୟ ୩୯ ପ୍ରତିଶତ ଲୋକଙ୍କ ଘରେ ଶୌଚାଳୟ ବ୍ୟବସ୍ଥା ନ ଥିଲା। ବିହାରରେ ସବୁଠାରୁ କମ୍‌ (୬୨%) ଶୌଚାଳୟ ବ୍ୟବସ୍ଥା ଥିବାବେଳେ ଝାଡ଼ଖଣ୍ଡରେ (୭୦%) ଏବଂ ଓଡ଼ିଶାରେ (୭୧%) ରହିଛି। ଏନ୍‌ଏଫ୍‌ଏଚ୍‌ଏସ୍‌-୫ ଅନୁସାରେ ଦେଶରେ ୬୯ ପ୍ରତିଶତ ଘରେ ଉନ୍ନତମାନର ଶୌଚାଳୟ ବ୍ୟବସ୍ଥା ଥିବାବେଳେ ୮ ପ୍ରତିଶତ ଲୋକ ବ୍ୟବହାର କରୁଥିବା ପାଇଖାନାକୁ ଯଦି ଶେୟାରିଂ ଭାବେ ବ୍ୟବହାର ନ କରନ୍ତି ତେବେ ସେଗୁଡ଼ିକ ମଧ୍ୟ ଉନ୍ନତମାନ ଟଏଲେଟରେ ଶ୍ରେଣୀଭୁକ୍ତ କରାଯାଇପାରିବ। ୮୩ ପ୍ରତିଶତ ପରିବାର ଘରେ ଟଏଲେଟ ବ୍ୟବହାର କରୁଛନ୍ତି।

ଗ୍ରାମାଞ୍ଚଳରେ ୭ ପ୍ରତିଶତ ଘରେ ଶେୟାରିଂ ଟଏଲେଟ ବ୍ୟବହାର ହେଉଥିବାବେଳେ ସହରାଞ୍ଚଳରେ ଏହାର ପରିମାଣ ୧୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri