୧୯ ରାଉଣ୍ଡ ଗଣତି ଶେଷ: ଆଗରେ ବିଜେଡି

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୩୩,୫୯୬ ଭୋଟ୍‌ରେ ଆଗୁଆ ଅଛନ୍ତି। ଏପର୍ଯ୍ୟନ୍ତ ବିଜେଡି ପ୍ରାର୍ଥିନୀ ବର୍ଷାଙ୍କୁ ୯୮,୯୧୭ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଭାଜପାର ପ୍ରଦୀପଙ୍କ ସପକ୍ଷରେ ୬୫ ହଜାର ୩୨୧ ଖଣ୍ଡ ଭୋଟ୍‌ ଯାଇଛି। କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ୧୯ ରାଉଣ୍ଡ ସୁଦ୍ଧା ୩୦୫୯ ଖଣ୍ଡ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri