ଇଟାଭାଟିରେ ୧୯ ଶ୍ରମିକ ବନ୍ଧକ: ଉଦ୍ଧାର ପାଇଁ କଲେ ଗୁହାରି

ପଦ୍ମପୁର,୧୯।୧୧(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅଧୀନ ଗଉଡମାଲ ଗ୍ରାମର ୧୯ଜଣ ଶ୍ରମିକ ତେଲଙ୍ଗାନାର ଏକ ଇଟାଭାଟିରେ ବନ୍ଧକ ଅଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଶ୍ରମିକଙ୍କ ପରିବାର ଲୋକେ ସରକାରଙ୍କୁ ନିବେଦନ କରିଛନ୍ତି।

ସୂଚନା ଅନୁସାରେ, ଗଉଡମାଲ ଗ୍ରାମର ଉଷା ବେହେରାଙ୍କ ସମେତ ୧୯ ଜଣ ଶ୍ରମିକ ପେଟପାଟଣା ପାଇଁ ତେଲଙ୍ଗାନା ରାଜ୍ୟର ବାଉଁଶବାଡା ଜିଲାର ଏକ ଇଟାଭାଟିରେ ୨ମାସ ହେଲା କାମ କରୁଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ଛୋଟ ପିଲା ଏବଂ ମହିଳା ମଧ୍ୟ ରହିଛନ୍ତି। ତେବେ ଇଟାଭାଟି ମାଲିକ ଶ୍ରମିକମାନଙ୍କୁ ମଜୁରୀ ଦେବା ପରିବର୍ତ୍ତେ ମାଡ୍‌ପିଟ୍‌ କରୁଥିବା ଅଭିଯୋଗ ହୋଇଛି। ସେମାନେ ଗାଁକୁ ଫେରିବାକୁ ଚାହିଁଥିବା ବେଳେ ମାଲିକ ଜୋରଜବରଦସ୍ତ ସେମାନଙ୍କୁ ବନ୍ଧକ ରଖି କାମ କରାଉଥିବା ଉଷା ବେହେରାଙ୍କ ସ୍ବାମୀ ତାରାଚନ୍ଦ ବେହେରା ଅଭିଯୋଗ କରିଛନ୍ତି। ଶ୍ରମିକମାନଙ୍କୁ ତୁରନ୍ତ ଉଦ୍ଧାର କରିବା ପାଇଁ ତାରାଚାନ୍ଦ ୫-ଟି ଅଧ୍ୟକ୍ଷଙ୍କୁ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri