ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ୧୭୫ ରନ୍‌ର ଇନିଂସ ବଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୪୧୧ ବିଶାଳ ସ୍କୋର ଛିଡ଼ା କରିଛି। ଫଳରେ ଇଂଲଣ୍ଡ ଆଗରେ ୪୧୨ ରନ୍‌ର ଟାର୍ଗେଟ୍‌ ରଖିଛି ଭାରତ।

ବୈଭବ ମାତ୍ର ୫୫ ବଲ୍‌ରେ ଶତକ ଅର୍ଜନ କରିବା ପରେ ୧୫୦ ରନ ପୂରଣ କରିବାକୁ ଆଉ ମାତ୍ର ୧୬ଟି ବଲ ନେଇଥିଲେ। ଶେଷରେ ସେ ୮୦ଟି ବଲ୍‌ ଖେଳି ୧୭୫ ରନ କରି ମ୍ୟାନି ଲମ୍ସଡେନଙ୍କ ବଲରେ ଥମାସ ରିଉଙ୍କ ହାତରେ କ୍ୟାଚ୍‌  ଆଉଟ୍‌ ହୋଇଥିଲେ। ବୈଭବ ନିଜର ଇନିଂସରେ ୧୫ଟି ଛକା ଓ ୧୫ଟି ଚୌକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

ଇସ୍ରାଏଲର ବଡ଼ ଘୋଷଣା: ଏହି ସର୍ତ୍ତରେ ଇରାନ ସହିତ ବନ୍ଦ ହେବ ଯୁଦ୍ଧ, ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଯୁଦ୍ଧବିରତି ନେଇ ନିରନ୍ତର ପ୍ରଶ୍ନ ଉଠାଯାଉଛି। ଏହି ସମୟରେ, ଭାରତରେ ଇସ୍ରାଏଲର ରାଷ୍ଟ୍ରଦୂତ ରୁଭେନ ଆଜାର…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri