ଏହି ସୁନ୍ଦରୀଙ୍କୁ ଫେସ୍‌ବୁକ୍‌ରେ ମିଳିଲାନି ଅଧିକ ଲାଇକ୍‌: ଘଟାଇଲେ ଏମିତି କାଣ୍ଡ, ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆ ଏପରି ଏକ ସ୍ଥାନ ଯେଉଁଠାରେ ଲୋକେ ନିଜ ସୁଖ, ଦୁଃଖକୁ ପ୍ରତିମୁହୂର୍ତ୍ତରେ ବନ୍ଧୁଙ୍କ ସହ ଶେୟାର କରିଥାନ୍ତି। ଏହି କାରଣରୁ ଦୂରରେ ଥିବା ଲୋକମାନେ ପାଖରେ ଥିବାଭଳି ମନେ ହୁଏ। କିନ୍ତୁ ସୋସିଆଲ ନେଟଓ୍ବାର୍କିଂ ସାଇଟ୍‌ଗୁଡିକର ଅନେକ ଦୁର୍ଗୁଣ ମଧ୍ୟ ରହିଛି। ଯାହାର ଜ୍ୱଳନ୍ତ ଉଦାହରଣ ଏହି ନିକଟରେ ଦେଖିବାକୁ ମିଳିଛି। ଜଣେ ସୁନ୍ଦରୀଙ୍କ ଫଟୋରେ ଅଧିକ ଲାଇକ୍‌ ନ ମିଳିବାରୁ ସେ ଆତ୍ମହତ୍ୟା କରିବାକୁ ପଛାଇ ନାହାନ୍ତି।


ଲାନଚେଷ୍ଟରରେ ରୁହନ୍ତି ୧୯ ବର୍ଷୀୟା କ୍ଲୋଇ ଡେଭିସନ। ଦେଖିବାକୁ ସେ ବହୁତ ସୁନ୍ଦର ହୋଇଥିବା ବେଳେ ଏକ ହୋଟେଲରେ ଓ୍ବେଟର ଭାବେ କାମ କରୁଥିଲେ। କ୍ଲୋଇ ସୋସିଆଲ ମିଡିଆ ମାଧ୍ୟମରେ ପ୍ରସିଦ୍ଧ ହେବାକୁ ଚାହୁଁଥିଲେ। ଏଥିପାଇଁ ସବୁବେଳେ ସେ ନିଜର ଫଟୋ ଉଠାଇ ଫେସ୍‌ବୁକ୍‌ରେ ଅପ୍‌ଲୋଡ୍‌ କରୁଥିଲେ। ମାତ୍ର ଗତ ଡିସେମ୍ବରରେ ଅପ୍‌ଲୋଡ୍‌ କରିଥିବା ଏକ ଫଟୋରେ ତାଙ୍କୁ ଅଧିକ ଲାଇକ୍‌ ମିଳି ନ ଥିଲା। ଏହା ପରଠାରୁ ସେ ଚିନ୍ତାରେ ରହୁଥିଲେ। ନିଜର ଜଣେ ବନ୍ଧୁଙ୍କ ସହ ସେ ଏହି ବିଷୟରେ କଥା ହୋଇଥିଲେ। ତାଙ୍କୁ କେହି ଭଲପାଆନ୍ତି ନାହିଁ, କି ପସନ୍ଦ କରନ୍ତି ନାହିଁ ବୋଲି କହି କ୍ଲୋଇ କାନ୍ଦି ପକାଇଥିଲେ। ଏହା ପରେ ସେ ଫୋନ୍‌ କାଟି ଦେଇଥିଲେ। ଏହା ପରେ ବନ୍ଧୁ କ୍ଲୋଇଙ୍କ ମା’ଙ୍କୁ ଫୋନ୍‌ କରି ସବୁ ଜଣାଇଥିଲେ। ହେଲେ ମା’ କ୍ଲୋଇଙ୍କ ନିକଟାରୁ ଯିବାବେଳେକୁ ତାଙ୍କୁ ଝୁଲନ୍ତା ଅବସ୍ଥାରେ ପାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଗଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଆତ୍ମହତ୍ୟା ଘଟଣା ଗତ ବର୍ଷ ଡିସେମ୍ବରରେ ଘଟିଥିବା ବେଳେ ଏବେ ତାଙ୍କ ମୃତ୍ୟୁ ପଛର କାରଣ ଜଣାପଡ଼ିଛି।


ଏବେ କ୍ଲୋଇଙ୍କ ମା’ ସୋସିଆଲ ମିଡିଆର ପ୍ରଭାବ ବିଷୟରେ ଲୋକଙ୍କୁ କହିବା ସହ ସଚେତନ କରାଉଛନ୍ତି। ତାଙ୍କ ଝିଅଙ୍କ ସହ ଯାହା ଘଟିଛି ଅନ୍ୟ କାହାସହ ସେତିକି ନ ହେଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?