Posted inଫୁରସତ

୧୯ ବର୍ଷ …

୧୯ ବର୍ଷ ଅର୍ଥାତ୍ ୨୬ ଜାନୁୟାରୀ ୨୦୦୨ରେ ଜାତୀୟ ପତାକା କୋଡ୍ରେ କେତେକ ସଂଶୋଧନ କରାଯାଇଥିଲା ଏହି କୋଡ୍ରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ଚାହୁଁଥିବା ନାଗରିକ ଅବା ଯେକୌଣସି ସରକାରୀ ଓ ବେସରକାରୀ ଅନୁଷ୍ଠାନ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଥତ୍ଲା ସେଗୁଡ଼ିକ ହେଲା-

ଖଦି କିମ୍ବା ହସ୍ତତନ୍ତରେ ଜାତୀୟ ପତାକା ତିଆରି ହେବା ଆବଶ୍ୟକ ଅନ୍ୟ କୌଣସି ସାମଗ୍ରୀରେ ପତାକା ପ୍ରସ୍ତୁତ କରିବା ବେଆଇନ
ଏହାର ଉଲ୍ଲଂଘନ କଲେ ଜରିମାନା ସହ ୩ ବର୍ଷ ଜେଲ ଦଣ୍ଡର ବ୍ୟବସ୍ଥା ରହିଛି
ପତାକାକୁ ଭୂମିରେ ପକାଇବା କିମ୍ବା ପାଣିରେ ବୁଡ଼ାଇବା ଆଇନ ଅନୁସାରେ ଦଣ୍ଡନୀୟ
ସେହିପରି ଜାତୀୟ ପତାକାଠାରୁ ଉଚ୍ଚରେ ଅନ୍ୟ କୌଣସି ଜିନିଷ ରଖାଯିବା ଅନୁଚିତ
ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ କାଯର୍ୟାଳୟରେ ଯେକୌଣସି ଦିନ ଭାରତୀୟ ଜାତୀୟ ପତାକା ଉତ୍ତୋଳନ କରାଯାଇ ପାରିବ ତେବେ ପତାକାର ଗରିମା କ୍ଷୁଣ୍ଣ ନ ହେବା ପ୍ରତି ଧ୍ୟାନଦେବା ଉପରେ କୋଡ୍ରେ ଗୁରୁତ୍ୱାରୋପ କରାଯାଇଥତ୍ଲା
ବିଦେଶୀ ନାଗରିକମାନେ ମଧ୍ୟ ଭାରତରେ ବାସଘର ଅବା କାଯର୍ୟାଳୟ ଉପରେ ଜାତୀୟ ପତାକା ଉତ୍ତୋଳନ କରିପାରିବେ
କୌଣସି ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପୃଥକ ପୃଥକ ଭାବେ ଜାତୀୟ ପତାକା ବ୍ୟବହାର କରିପାରିବେ ନାହିଁ
ଏହା ବ୍ୟତୀତ ଜାତୀୟ ପତାକାରେ କୌଣସି ପୋଷାକ କିମ୍ବା ଅନ୍ୟ ବ୍ୟବହୃତ ପରିଧାନ କରାଯାଇପାରିବ ନାହିଁ


Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri