Posted inଫୁରସତ

୧୯୦ କୋଟି ଟଙ୍କାର ଲଟେରି ଜିତିଥିଲେ ମହିଳା, ଏହି ଭୁଲ ପାଇଁ ମିଳିଲାନି ଟଙ୍କା, ଜାଣିଲେ…

ଲଟେରି ଏମିତି ଏକ ଖେଳ ଯେଉଁଥିରେ କାହାର ଭାଗ୍ୟ ରାତାରାତି ବଦଳି ଯାଏ ତ ଆଉ କାହାର ସର୍ବସ୍ବ ହାନି ହୋଇଥାଏ। ଏମିତି ଏକ ଦୁର୍ଭାଗ୍ୟଜନକ ଘଟଣା ଘଟିଛି ଜଣେ ମହିଳାଙ୍କ ସହିତ। ମହିଳା ଜଣକ ୧୯୦ କୋଟି ଟଙ୍କାର ଲଟେରି ଜିତିଥିଲେ। ମାତ୍ର ଗୋଟିଏ ଭୁଲ ପାଇଁ ଏହି ଟଙ୍କା ତାଙ୍କୁ ମିଳିଲା ନାହିଁ।

ଏପରି ଘଟଣା ଆମେରିକାର କାଲିଫର୍ନିଆରେ ଦେଖିବାକୁ ମିଳିଛି। ଏଠାକାର ଜଣେ ମହିଳା ଏକ ଲଟେରି ଟିକେଟ କିଣିଥିଲେ। ଏହି ଟିକେଟରେ ସେ ୨୬ ମିଲିୟନ ଅର୍ଥାତ୍‌ ପ୍ରାୟ ୧୯୦ କୋଟି ଟଙ୍କାର ପୁରସ୍କାର ଜିତିଥିଲେ। ଏଥିରେ ଟଙ୍କା ନେବାର ତାରିଖ ମଧ୍ୟ ଲେଖାଥିଲା। ମାତ୍ର ଲଟେରି ଉଠିବା ଦିନ କେହି ପହଞ୍ଚିଲେ ନାହିଁ। ଯେତେବେଳେ ମହିଳା ଏ ବିଷୟରେ ଜାଣିଲେ ସେତେବେଳେ ଲଟେରି ଉଠୁଥିବା ସ୍ଥାନରେ ପହଞ୍ଚିଲେ। ଟିକେଟିକୁ ମ୍ୟାନେଜରଙ୍କୁ ଦେଖାଇବାରୁ ସେ ଆଶ୍ଚର୍ଯ୍ୟ ହୋଇଥିଲେ। କାରଣ ଏଥିରେ ଥିବା ନମ୍ବର ଲିଭି ଯାଇଥିଲା। କାରଣ ମହିଳା ଜଣକ ଭୁଲରେ ପୋଷାକପତ୍ର ଲଣ୍ଡେରିକୁ ଦେବା ସମୟରେ ଟିକେଟ ମଧ୍ୟ ଦେଇ ଦେଇଥିଲେ। ଫଳରେ ଟିକେଟଟି ଖରାପ ହୋଇଯାଇଥିଲା। ଯେଉଁଥିପାଇଁ ତାଙ୍କୁ ଟଙ୍କା ମିଳିଲା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri