ରାଜଧାନୀରୁ ୧୯୦ ପଜିଟିଭ ଚିହ୍ନଟ: ଚିନ୍ତା ବଢାଉଛି ଖଣ୍ଡଗିରି

ଭୁବନେଶ୍ବର,୧୨।୪: ରାଜଧାନୀ ଭୁବନେଶ୍ବରବାସୀଙ୍କ ପାଇଁ ପୁଣି ଥରେ ଆସିଯାଇଛି ସତର୍କ ହେବାର ସମୟ। ସୋମବାର ରାଜଧାନୀରେ ୧୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୮ଜଣ ଓ ସ୍ଥାନୀୟ ସଂକ୍ରମିତ ୧୫୨ ବୋଲି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ସୂଚନା ଦିଆଯାଇଛି। ବିଏମ୍‌ସିର ସୂଚନା ମୁତାବକ, ଭୁବନେଶ୍ବରରେ ୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୧୧୧ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖଣ୍ଡଗିରିରୁ ସର୍ବାଧିକ ୧୦ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?