କୋରିଆରୁ ଫେରିଥିବା ଯୁବକ ଭୀମସାରରେ ଭର୍ତ୍ତି: କରୋନା ଭାଇରସ୍‌ ସନ୍ଦେହ

ସମ୍ବଲପୁର, ୨୬।୨(ବ୍ୟୁରୋ): ବୁର୍ଲା ଭିମସାର ମେଡିକାଲରେ କରୋନା ଭାଇରସ୍‌ ସନ୍ଦେହରେ ଜଣେ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ଼ ଜିଲା ହେମଗିରୀ ଅଞ୍ଚଳର ବୋଲି ଜଣାପଡ଼ିଛି। ଉକ୍ତ ଯୁବକ କୋରିଆରେ ଚାକିରି କରୁଥିଲେ। ତେବେ ଗତ କିଛି ଦିନ ହେବ ସେ ଭାରତ ଫେରିଥିଲେ। ବ୍ଲଡ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ସ୍ପଷ୍ଟ ଜଣାପଡିବ।


All Right Reserved By Dharitri.Com

ନୀଳମାଧବ ପୀଠରେ ମା’ ବିମଳାଙ୍କ ଭଦ୍ରକାଳୀ ବେଶ

ଖଣ୍ଡପଡା,୪।୧୦(ସ୍ବ.ପ୍ର.): ନୀଳମାଧବ ପୀଠରେ ଇଷ୍ଟଦେବୀ ମା’ ବିମଳାଙ୍କ ୧୬ପୂଜା ଦ୍ୱିତୀୟା ଓଷାଠାରୁ ଆରମ୍ଭ ହୋଇଛି। ଏହି ପାରମ୍ପରିକ ପର୍ବ ମହାନବମୀ ପଯର୍‌ୟନ୍ତ ଚାଲୁରହିବ। ମହାଳୟା ଅମାବାସ୍ୟାଠାରୁ...

ଦୁର୍ଦ୍ଦିନରେ ରଙ୍ଗତୁଳୀ କାରିଗର, ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ

ବେଲପଡା, ୨୩ା୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ଯୋଗୁଁ ବଲାଙ୍ଗୀର ଜିଲା ବେଲପଡା ବ୍ଲକ ଅଞ୍ଚଳର ରଙ୍ଗତୁଳୀ କାରୀଗର ଓ ଏଥିରେ ନିୟୋଜିତ ଶ୍ରମିକ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ବେଲପଡା...

ଝିଅମାନେ କୌଣସି ଗୁଣରେ ପୁଅଙ୍କଠାରୁ କମ୍‌ ନୁହନ୍ତି

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର କନ୍ୟାରତ୍ନ ସୁରକ୍ଷା ଉଦ୍ଦେଶ୍ୟରେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ଗ୍ରାମରେ ଜିଲାସ୍ତରୀୟ ମୋ ଗେହ୍ଲା ଝିଅ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ...

ବାଇକ ଧକ୍କାରେ କୃଷ୍ଣସାର ମୃତ

ବୁଗୁଡା,୫ା୨(ଡି.ଏନ୍‌.ଏ.):ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ଜିଲିବା ରାସ୍ତାରେ ମଙ୍ଗଳବାର ରାତି ପ୍ରା ୮ଟାରେ ବାଇକ ଧକ୍କାରେ ଏକ କୃଷ୍ଣସାର ମୃଗର ମୃତ୍ୟୁ ହୋଇଛି। ବାଇକ ଆରୋହୀ ଜଣକ...

ରାଜପଥ ପାର୍ଶ୍ୱ ହୋଟେଲରେ ଚଢାଉ

ଜଳେଶ୍ୱର, ୨୪ା୧୧(ଡି.ଏନ.ଏ.)-ଜଳେଶ୍ୱର ନିକଟ ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ବିଭିନ୍ନ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବରପାଇ ରବିବାର ସକାଳେ ପୋଲିସ...

ଶ୍ରୀମନ୍ଦିର ପାଇଁ ଜରୁରିକାଳୀନ ପାଣ୍ଠିରୁ ୩୦୦କୋଟି ଖର୍ଚ୍ଚ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ କରି ଆକର୍ଷଣୀୟ ଢଙ୍ଗରେ ଐତିହ୍ୟ ସୁରକ୍ଷାବଳୟ ତିଆରି କରୁଛନ୍ତି। ଏହି କାର୍ଯ୍ୟ...

ମା’ବାପ୍‌ ଛେଉଁଡ୍‌ ତୁଷାରକୁଁ ଉଧାର କଲା ପରଶାସନ

  ଭବାନୀପାଟଣା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ପଁଚେତ୍‌ ବାରିକପଡ଼ାର ମା’ବାପ୍‌ ଛେଉଁଡ୍‌ ତୁଷାର ବାରିକ(୧୧)କୁଁ ସାହାଯ୍‌ର ହାତ୍‌ ବଢ଼େଇଛେ ଜିଲା...

ଚାଷ ଜମି ଫାଟି ଆଁ ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୪।୭(ଡି.ଏନ.ଏ.): ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ...

Leave a comment

Your email address will not be published. Required fields are marked *