ରତନ ଟାଟା ମୁମ୍ବାଇ ବିଶ୍ୱବିଦ୍ୟାଳୟ ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ

ମୁମ୍ବାଇ,୨୬।୨: ଶିଳ୍ପପତି ରତନ ଟାଟାଙ୍କୁ ମୁମ୍ବାଇ ବିଶ୍ୱବିଦ୍ୟାଳୟର ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ରତନଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ସେହିପରି ବୈଜ୍ଞାନିକ ଅନୀଲ କାକୋଡ଼କରଙ୍କୁ ପରିଷଦର ସଦସ୍ୟ ଭାବେ ମନୋନୀତ କରାଯାଇଛି। ପରିଷଦର ଗଠନ ମହାରାଷ୍ଟ୍ର ବିଶ୍ୱବିଦ୍ୟାଳୟ ଅଧିନିୟମ ୨୦୧୬ ଅନ୍ତର୍ଗତ କରାଯାଇଛି। ପରିଷଦର ଉପାଧ୍ୟକ୍ଷ ଭାବେ ରାଜ୍ୟ ଅତିରିକ୍ତ ମୁଖ୍ୟ ସଚିବ ସୁଜାତା ସୈନିକଙ୍କୁ ନିଯୁକ୍ତ କରାଯାଇଛି। ସୂଚନାଯୋଗ୍ୟ, ପରାମର୍ଶଦାତା ପରିଷଦରେ ୭ ଜଣ ସଦସ୍ୟ ରହିଛନ୍ତି।


All Right Reserved By Dharitri.Com

କରତାରପୁର କରିଡର: ଓ୍ବାଘା ପହଞ୍ଚିଲେ ଭାରତୀୟ ପ୍ରତିନିଧିମଣ୍ଡଳ

ଓ୍ବାଘା,୧୪।୭: କରତାରପୁର କରିଡର ସହ ସଂମ୍ପୃକ୍ତ ଯାନ୍ତ୍ରୀକ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ରବିବାର ପାକିସ୍ତାନ ଓ ଭାରତୀୟ ପ୍ରତିନିଧିଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...

ଅଧ୍ୟକ୍ଷ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ରାହୁଲ ଚିନ୍ତା କରିବା ଆବଶ୍ୟକ: ବିରପ୍ପା ମୋଇଲୀ

ବେଙ୍ଗାଲୁର୍‌,୮।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି ବରିଷ୍ଠ ନେତା ବିରପ୍ପା ମୋଇଲୀ। ରାହୁଲ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ଚିନ୍ତା କରିବା...

ଫସିଲେ କେଜରିଓ୍ବାଲ: ଟିକେଟ ନମ୍ବର ୪୫

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ନାମାଙ୍କନ ଦାଖଲ କରିବାକୁ ଜାମନଗର ହାଉସ ପହଞ୍ଚିବା ପରେ ଏବେ ଫସି ଯାଇଛନ୍ତି। କାହିଁକିନା ସେଠାରେ ତାଙ୍କୁ...

ଆମେରିକାର ଋଣ ସୁଝାଇଲା ଭାରତ: ଗହମ ବଦଳରେ ଦେଲା ଔଷଧ

ନୂଆଦିଲ୍ଲୀ,୯।୪: ସମୟ ପ୍ରତି ମୁହୂର୍ତ୍ତରେ ବଦଳି ଚାଲିଛି। ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ଆଜି କରୋନା କବଳରେ ପଡି ଯେମିତି ବହୁ ପଛକୁ ଚାଲି ଯାଇଛି।...

କରୋନାଭାଇରସ୍‌ କ୍ଷେତ୍ରରେ ଭାରତର ବଡ଼ ସଫଳତା: ସୁସ୍ଥ ହେଲେ କେରଳର ୩ ସଂକ୍ରମିତ

ଥିରୁଭାନନ୍ଥପୁରମ,୧୭।୨: ଚାଇନାରେ କରୋନାଭାଇରସ୍‌ ମହାମାରୀର ରୂପ ନେଇଥିବା ବେଳେ ଏଥିରେ ଆକ୍ରାନ୍ତ ହୋଇ ୧୭୭୫ ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭୦,୪୦୦ରେ...

ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨,୩୫୦ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କିନ୍ତୁ ୨,୩୫୦ ରୋଗୀ ସୁସ୍ଥ ହେବା...

୭ ମାସ ମଧ୍ୟରେ ରିଜର୍ଭ ବ୍ୟାଙ୍କକୁ ଦ୍ୱିତୀୟ ଝଟ୍‌କା: ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟଙ୍କ ଇସ୍ତଫା

ମୁମ୍ବାଇ,୨୪।୬: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ୭ ମାସ ମଧ୍ୟରେ ପୁଣି ଥରେ ଝଟ୍‌କା ଲାଗିଛି। ଏଥର ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳ ଶେଷ...

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି...

Leave a comment

Your email address will not be published. Required fields are marked *