ପଟିଆ ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର

ନିରାକାରପୁର, ୨୭।୨(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନବିଭାଗ ଅଧୀନରେ ଥିବା ପଟିଆ ଜଙ୍ଗଲରୁ ଗୁରୁବାର ଏକ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ଓୟୁଏଟି, ଭୁବନେଶ୍ୱର ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହାତୀର ବୟସ ପାଖାପାଖି ୪୦ ହେବ। ତେଣୁ ବାର୍ଦ୍ଧକ୍ୟ ଜନୀତ ହାତୀର ମୃତ୍ୟୁ ଘଟିଥିବା ବନବିଭାଗ ଅଧିକାରୀ ଅଜୟ କୁମାର ଜଗ୍‌ଦେବ କହିଛ। ତେବେ ପ୍ରକୃତ କାରଣ ଜଣାପଡି ନାହିଁ।


All Right Reserved By Dharitri.Com

ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକୁ ବେଖାତିର

ଯାଜପୁର ଅଫିସ,୧୮ା୧: ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଆଦୌ ଭୃକ୍ଷେପ କରୁନାହାନ୍ତି। ଏପରିକି ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବାକୁ...

ବଜାର ନିୟନ୍ତ୍ରଣ କମିଟିର ଚଞ୍ଚକତା ଅଭିଯୋଗ: ଟ୍ୟାକ୍ସ ଫାଙ୍କୁଛନ୍ତି ବାହାର ବ୍ୟବସାୟୀ

ଦାରିଙ୍ଗବାଡ଼ି,୮।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ କାର୍ଯ୍ୟ କରୁଥିବା ନିୟନ୍ତ୍ରିତ ବଜାର କମିଟି (ରାଇକିଆ) ପକ୍ଷରୁ ଅଞ୍ଚଳରେ ଚଞ୍ଚକତା କରାଯାଉଥିବା ଶନିବାର ସ୍ଥାନୀୟ ବ୍ୟବସାୟୀ ଅଭିଯୋଗ...

ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଭଦ୍ରକ ଅଫିସ,୧୯।୯: ଭଦ୍ରକ ଟାଉନ ଥାନା ଅଧିନସ୍ଥ ଶଙ୍କରପୁର ଗାଁର ରାଜେଶ ରାଉତ(୩୦) ବୁଧବାର ରାତିରୁ ନିଖୋଜ ଥିଲେ। ରାତିରେ ମାଛ ଧରିବାକୁ ଯାଇ ସେ...

ବିଜେପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୫.୭% ମତଦାନ

ବରଗ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା...

ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଚାଲିଛି ଗଛକଟା

ଦାରିଙ୍ଗବାଡ଼ି,୨୪।୮(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଗରମ ବୃଦ୍ଧି ପାଇବା ସହ ଅସ୍ବାଭାବକି ଭାବେ ପାଣିପାଗର ପରିବର୍ତ୍ତନ ହେଉଛି। ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି...

ବାପ୍‌ ଆରପାରେ, ମା’ ନିଖୋଜ: ନାବାଲିକ୍‌ ଉପରେ ଭାଇବହେନ୍‌କଁର ବୋଝ

କେସିଙ୍ଗା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ପଁଚେତ୍‌ ଜୋଲକୋ ଗଁାର ଗଉଡ଼ପଡ଼ାର ସୁନୀଲ ବାଗ ଟିବି ରୋଗ୍‌ରେ ପଡ଼ି ୨୦୧୧ ସାଲେ ଆରପାରକେ ଚାଲିଯାଇଛନ୍‌।...

ସନତଙ୍କ ଲାଗି ପ୍ରଚାର କଲେ ପୂର୍ବତନ ଏମ୍‌ପି ବୈଜୟନ୍ତ

ବିଜେପୁର,୧୩।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆଉ  ମାତ୍ର ଏକ ସପ୍ତାହ ରହିଛି। ତେଣୁ ବିଭିନ୍ନ ଦଳ ପକ୍ଷରୁ ବରିଷ୍ଠ ନେତାମାନେ ଏହି ଅଞ୍ଚଳରେ ପ୍ରଚାରର...

କର୍ନାଟକରୁ ପ୍ରାପ୍ୟ ନ ପାଇ ଫେରିଲେ ଶ୍ରମିକ: ଠିକାଦାର, ୩ ସହଯୋଗୀଙ୍କ ବିରୋଧରେ ଅଭିଯୋଗ

ହିଞ୍ଜିଳିକାଟୁ,୨୪ା୧୨(ଡ଼ି.ଏନ୍‌.ଏ.)- ଜଣେ ଠିକାଦାର ଓ ତାଙ୍କ ୩ ସହଯୋଗୀଙ୍କ କଥାରେ ଅଧିକ ଅର୍ଥ ଲୋଭରେ ପଡ଼ି ଜିଲାର ବିଭିନ୍ନ ଅଞ୍ଚଳରୁ ୬୦ରୁ ଉର୍ଦ୍ଧ୍ୱ ଶ୍ରମିକ କର୍ନାଟକ...

Leave a comment

Your email address will not be published. Required fields are marked *