Posted inଜାତୀୟ

ସିଦ୍ଧୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇଲେ

ଚଣ୍ଡିଗଡ଼,୭ା୬(ପି.ଟି.)-ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଗୁରୁବାର ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏଥିରେ ନବଜ୍ୟୋତ୍‌ ସିଂ ସିଦ୍ଧୁଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇବାକୁ ପଡିଛି। ତାଙ୍କଠାରୁ ସ୍ବାୟତ୍ତ ଶାସନ, ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ କାଢ଼ି ନିଆଯାଇ ଶକ୍ତି ବିଭାଗ ଦିଆଯାଇଛି।


All Right Reserved By Dharitri.Com

ଏନ୍‌ଆଇଏକୁ ମିଳିବ ଅଧିକ କ୍ଷମତା

ନୂଆଦିଲ୍ଲୀ,୧୬ା୭(ପି.ଟି.): ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଅଧିକ କ୍ଷମତା ଦେବା ଲାଗି ସଂଶୋଧିତ ବିଲ୍‌ ଲୋକ ସଭାରେ ସୋମବାର ଗୃହୀତ ହୋଇଛି। ଏନ୍‌ଆଇଏ ସଂଶୋଧନ ବିଲ୍‌...

ଓ୍ବର୍ଲିରୁ ଲଢ଼ିବେ ଆଦିତ୍ୟ

ମୁମ୍ବାଇ,୩୦ା୯: ମହାରାଷ୍ଟ୍ର ବିଧାନସଭା ଲାଗି ଭାଜପା-ଶିବସେନା ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇ ନ ଥିବାବେଳେ ଶିବସେନା ପକ୍ଷରୁ ଟିକେଟ ବଣ୍ଟନ ଆରମ୍ଭ ହୋଇଯାଇଛି। ଦଳର...

୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର...

‘ଜୟ ଶ୍ରୀରାମ’ କହି ୧୭ ସ୍କୁଲ ଛାତ୍ର ନିଲମ୍ବିତ

ରାଞ୍ଚି,୨୬ା୯(ପି.ଟି.): ଝାଡ଼ଖଣ୍ଡର ଷ୍ଟିଲ ସିଟି ଜାମ୍‌ଶେଦ୍‌ପୁରରେ ଏକ ଚର୍ଚ୍ଚ ଦ୍ୱାରା ପରିଚାଳିତ ସ୍କୁଲରେ ‘ଜୟ ଶ୍ରୀ ରାମ’ ଉଚ୍ଚାରଣ କରି ୧୭ ଛାତ୍ର ନିଲମ୍ବିତ ହୋଇଥିବା...

ଘରୋଇ ହିଂସା ଆଇନ: ବିଧବାଙ୍କୁ ଭରଣପୋଷଣ ଦେବେ ସ୍ବାମୀଙ୍କ ଭାଇ

ନୂଆଦିଲ୍ଲୀ,୨୭ା୫(ପି.ଟି.): ଘରୋଇ ହିଂସା ଆଇନ ଅନୁଯାୟୀ ଜଣେ ବିଧବା ମହିଳାଙ୍କୁ ଭରଣପୋଷଣ ଦେବାକୁ ତାଙ୍କ ଦେଡଶୁର କିମ୍ବା ଦିଅରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ବୋଲି ସୁପ୍ରିମକୋର୍ଟ ଏକ...

ବଲିଉଡ୍‌ରେ ଏଣ୍ଟ୍ରି ମାରିଲେ ରାନୁ, ହିମେଶଙ୍କ ସହ ଗାଇଲେ ଗୀତ

ପଶ୍ଚିମବଙ୍ଗର ରାନାଘାଟ ରେଳ ଷ୍ଟେଶନରେ ଗୀତ ଗାଇ ସୋସିଆଲ ମିଡିଆରେ ଷ୍ଟାର୍‌ ପାଲଟିଥିବା ରାନୁ ମଣ୍ଡଳ ବଲିଉଡ୍‌ରେ ଏଣ୍ଟ୍ରି ମାରିଛନ୍ତି। ବଲିଉଡ୍‌ ଗାୟକ ହିମେଶ୍‌ ରେଶମିୟାଙ୍କ...

କଠୁଆ ଗଣବଳାତ୍କାର ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଦୋଷୀ ସାବ୍ୟସ୍ତ

ପଠାନକୋଟ,୧୦।୬: ବହୁ ଚର୍ଚ୍ଚିତ କଠୁଆ ଗଣ ବଳାତ୍କାର ଓ ହତ୍ୟା ମାମଲାରେ ୭ ଜଣଙ୍କ ମଧ୍ୟରୁ ପଠାନକୋଟ କୋର୍ଟ ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।...

୩ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ତିନି ବର୍ଷରେ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା ହୋଇଛି। କେନ୍ଦ୍ର ବର୍ହିିର୍ବ୍ୟାପାର...

Leave a comment

Your email address will not be published. Required fields are marked *