ଆଜି ଭୋଟ୍‌ ଗ୍ରହଣ: ୧୯୨ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ମ.ରାମପୁର,୧୮ା୨(ଡି.ଏନ୍‌.ଏ.): ଆଜି ୧୮ ତାରିଖ ଶୁକ୍ରବାର ମ.ରାମପୁର ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୧୯ଟି ପଞ୍ଚାୟତର ୨୩୮ଟି ଭୋଟଦାନ କେନ୍ଦ୍ରରେ ୧୯୨ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ପରୀକ୍ଷା ହେବ। ତନ୍ମଧ୍ୟରୁ ୨ଟି ଜିଲା ପରିଷଦର ସଭ୍ୟ ପଦବୀ ପାଇଁ ୮ ଜଣ, ୧୯ଟି ସରପଞ୍ଚ ପଦବୀ ପାଇଁ ୭୪ ଜଣ, ୧୮ଟି ସମିତି ସଭ୍ୟ ପଦବୀ ପାଇଁ ୬୧ ଜଣ, ୨୫ଟି ଓ୍ବାର୍ଡ ସଭ୍ୟ ପାଇଁ ୫୦ ଜଣ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ଏପରି ମୋଟ୍‌ ୧୯୨ଜଣ ପ୍ରତିଯୋଗିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ସ୍ଥାନୀୟ ଭୋଟର।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରେ ଲାଗିଲା ନିଆଁ

ସଜନାଗଡ଼, ୨୮।୧୨(ଡି.ଏନ.ଏ.)- ଯାଜପୁର ଟାଉନ ଅଞ୍ଚଳରୁ ରତିରଞ୍ଜନ ପଣ୍ଡା ପରିବାର ସହ ଶନିବାର ଏକ କାର୍‌(ନଂ. ଓଆର୦୨ଏଏମ୍‌-୬୦୦୦)ରେ ନୀଳଗିରି ଅଞ୍ଚଳକୁ ବୁଲିବାକୁ ଆସିଥିଲେ। ପଞ୍ଚଲିଙ୍ଗେଶ୍ୱର ଶୈବପୀଠ...

ସାଇକେଲ ମରାମତି କରି ପରିବାର ଚଳାଉଛନ୍ତି ମଙ୍ଗଳୁ

ଦଶମନ୍ତପୁର, ୨୮ା୮( ଡି.ଏନ.ଏ.): ଶାରୀରିକ ଭିନ୍ନକ୍ଷମ ହୋଇ ମଧ୍ୟ ସେ ହାର ମାନିଯାଇନାହାନ୍ତି। କୌଣସି ସରକାରୀ ସହାୟତା ନ ପାଇ ମଧ୍ୟ ନିଜ ଗୋଡ଼ରେ ନିଜେ...

ଜିଲାକୁ ଫେରିଥିଲେ ୩୭, ଶେଷ ହେଲା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି

କେନ୍ଦୁଝର,୧୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ...

ନକଲି ୱେବ୍‌ସାଇଟ୍‌ ଖୋଲି ଲୁଟିଥିଲେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବରଗଡ଼ ଅଫିସ୍‌,୨୬।୫: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ବୁଧବାର ଏକ ସାଇବର କ୍ରାଇମର ପର୍ଦ୍ଦାଫାଶ କରିଛି। ଏକ କମ୍ପାନୀ ନାମରେ ୱେବସାଇଟ୍‌ ଖୋଲି ଜାଲ...

ମୋହନା ଗସ୍ତରେ ମିଳିତ ଜାତି ସଂଘର ପ୍ରତିନିଧି ଦଳ

ଆର.ଉଦୟଗିରି,୪ା୧୧(ଡି.ଏନ.ଏ.): ମୋହନା ବ୍ଲକ ଜିରାଙ୍ଗ ବୌଦ୍ଧ ମନ୍ଦିରଠାରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୟୁରୋପ ଓ ନେଦରଲାଣ୍ଡ ଭଳି ଦେଶରୁ ଆସିଥିବା...

ପିଲାଙ୍କୁ ସିଟ ଯୋଗାଇବା ନେଇ ଚିନ୍ତା

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ରେକର୍ଡ ସଂଖ୍ୟକ ପିଲା ପାସ୍‌ କରିବା ପରେ ଯୁକ୍ତ ୨ରେ ସମସ୍ତଙ୍କୁ ସିଟ ଯୋଗାଇଦେବା ନେଇ ଉଚ୍ଚଶିକ୍ଷା ବିଭାଗର ଚିନ୍ତା...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଶେରଗଡ,୭ା୧୨(ଡି.ଏନ୍‌.ଏ.)-ଶେରଗଡ ବ୍ଲକ ଅଣ୍ଡରାସିଂହ ଗ୍ରାମର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଭାରତୀ ନାୟକ (୨୧)। ଖବର ପାଇ...

ଜଳ ଯୋଗାଣ ବନ୍ଦ, ଚୁଆ ପାଣି ଭରସା

ଖଣ୍ଡପଡା,୬ା୬(ସ୍ବ.ପ୍ର.): ନୟାଗଡ ଜିଲା ଧାନଚାଙ୍ଗଡା ପଞ୍ଚାୟତର ଲକ୍ଷ୍ମୀପ୍ରସାଦ ଗ୍ରାମବାସୀ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଗତ ରବିବାର କାଳବୈଶାଖୀରେ ଉକ୍ତ...

Advertisement
Archives

Model This Week