Posted inଜାତୀୟ

ଆସାମ ବନ୍ୟା: ୧୨ ଜିଲାର ୫ ଲକ୍ଷ ଲୋକ ପ୍ରଭାବିତ, ୧୯୨ ଜଣଙ୍କ ମୃତ୍ୟୁ

ଗୁଆହାଟି,୧୧ ।୭: ଦେଶର ପୂର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷାରେ ବନ୍ୟା ସୃଷ୍ଟି ହୋଇଛି । କିଛି ରାଜ୍ୟରେ ଭୂସ୍ଖଳନ ଯୋଗୁ କେତେକ ଲୋକେ ପ୍ରାଣ ହରାଇଲେଣି । ଇତିମଧ୍ୟରେ ଆସାମରେ ବନ୍ୟା ଓ ଭୂସ୍ଖଳନରେ ସବୁଠାରୁ ଅଧିକ ଲୋକ ପ୍ରଭାବିତ ହେବା ସହ ସବୁଠାରୁ ଅଧିକ ଲୋକଙ୍କ ମୃତ୍ୟୁ ଆସାମରେ ହିଁ ହୋଇଛି ବୋଲି ଜଣାପଡିଛି ।
ଚଳିତବର୍ଷ ଆସାମରେ ଆସିଥିବା ବନ୍ୟା ଓ ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି । ସେହିପରି ମୋଟ ୧୨ ଜିଲାରେ ପାଖାପାଖି ୫.୩୯ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । କୁହାଯାଉଛି କି ଆସାମର ହୌଲାକାଣ୍ଡି ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟାରେ ପାଣିରେ ବୁଡିଯିବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ତେବେ ଚଳିତ ବର୍ଷ ବନ୍ୟାରେ ୧୭୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ ଜଣଙ୍କର ଭୂସ୍ଖଳନ ଯୋଗୁ ମୃତ୍ୟୁ ହୋଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri