Posted inଜାତୀୟ

ଆଲିଗଡ ବଳାତ୍କାର ଘଟଣାରେ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯାଉ: ପ୍ରିୟଙ୍କା

ଲକ୍ଷ୍ନୌ, ୭।୬: ଉତ୍ତର ପ୍ରଦେଶର ଆଲିଗଡରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯିବା ଘଟଣାରେ ରାଜନୀତି ଜୋର ଧରିଛି। ଦେଶର ବଡ ବଡ ସେଲିବ୍ରିଟି ଘଟଣାକୁ ନିନ୍ଦା କରିବା ସହ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦେବା ପାଇଁ ନିବେଦନ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ଶୁକ୍ରବାର ଟୁଇଟ୍‌ କରି ସେ ଘଟଣାକୁ ଅମାନବୀୟ ବୋଲି କହିଛନ୍ତି। ମୃତ ଶିଶୁକନ୍ୟା ପରିବାର ଲୋକଙ୍କ ମଧ୍ୟରେ କ’ଣ ବିତୁଥିବା ତାହା ଭାବିଲେ ହୃଦୟକୁ କଷ୍ଟ ଲାଗୁଛି ବୋଲି ସେ କହିଛନ୍ତି। ଏଭଳି ଜଘନ୍ୟ ଘଟଣାରେ ଅଭିଯୁକ୍ତଙ୍କୁ କଡା ଦଣ୍ଡ ଦିଆଯିବା ଉଚିତ୍‌ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଆଲିଗଡରେ ଅଢେଇ ବର୍ଷର ଶିଶୁକନ୍ୟା ଅପହରଣ କରିନେଇ ତାଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯାଇଛି। ଶିଶୁକନ୍ୟାର ଖଣ୍ଡବିଖଣ୍ଡିତ ମୃତଦେହ ପୋଲିସ ବୁଦାମୂଳରୁ ଉଦ୍ଧାର କରିଥିଲା।


All Right Reserved By

ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୬: ବୈଦେଶିକ ସଚିବରୁ ବୈଦେଶିକ ମନ୍ତ୍ରୀ ହୋଇଥିବା ସୁବ୍ରମଣ୍ୟମ ଜୟଶଙ୍କର ସୋମବାର ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଜୟଶଙ୍କର...

୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ମାଲିକ ଗିରଫ

ଗୁରୁଗ୍ରାମ, ୧୨।୬: ୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ଗିରଫ ହୋଇଛନ୍ତି ମାଲିକ। ଦିଲ୍ଲୀର ଗୁରୁଗ୍ରାମରେ ଏଭଳି ଘଟଣା ଘଟିଛି। ସେକ୍ଟର ୬୫ରେ...

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ନୂଆଦିଲ୍ଲୀ,୨୩।୪: ମହାରାଷ୍ଟ୍ରରେ ଅଧିକ ଅର୍ଥ ଉପାର୍ଜନ ପାଇଁ ଗରିବ ମହିଳା ନିଜ ଇଛାରେ ଗର୍ଭାଶୟ ବାହାର କରୁଛନ୍ତି। ଏଥି ପାଇଁ ଆବଶ୍ୟକ ହେଉଥିବା ଟଙ୍କା ସେମାନେ...

ଲାଲ୍‌ ହେଲା ଟମାଟୋ

ନୂଆଦିଲ୍ଲୀ,୨୧।୭: ବର୍ଷାଋତୁରେ ଟମାଟୋ ଦର ସାଧାରଣତଃ ୨୦-୩୦ ଟଙ୍କା ମଧ୍ୟରେ ରହିଥାଏ। ତେବେ ଦେଶର କେତେକ ରାଜ୍ୟରେ ବନ୍ୟା ଯୋଗୁ ଦିଲ୍ଲୀରେ ଟମାଟୋ ପୁଣି ଲାଲ୍‌...

ଏକ ମାଠିଆରୁ ଅଧିକ ପାଣି ନେଲେ ଦେବାକୁ ପଡୁଛି ୫୦ ଟଙ୍କା ଜରିମାନା

ରାୟପୁର,୧୫।୫: ଜଳ ହିଁ ଜୀବନ। ଜଳ ବିନା ସଭିଙ୍କ ଅବସ୍ଥା ଖରାପ ହୋଇଥାଏ। ତେଣୁ ଜଳ ସଙ୍କଟ ସମୟରେ ଏହାର ସୁବଣ୍ଟନ ଓ ନଷ୍ଟ ନ...

୬ ହଜାର ପୃଷ୍ଠାର ଦସ୍ତାବିଜ୍‌ ମୁଣ୍ଡରେ ବୋହି ଏନ୍‌ଏଚ୍‌ଡିସି କାର୍ଯ୍ୟାଳୟ ପହଞ୍ଚିଲେ ଓଁକାରେଶ୍ୱର ନଦୀବନ୍ଧ ବିସ୍ଥାପିତ

ଖଣ୍ଡଓ୍ବା,୮।୬: ମଧ୍ୟପ୍ରଦେଶ ଓଁକାରେଶ୍ୱର ନଦୀବନ୍ଧ ବିସ୍ଥାପିତ ୬ ହଜାର ପୃଷ୍ଠାର ଦସ୍ତାବିଜ୍‌ ମୁଣ୍ଡରେ ବୋହି ଏନ୍‌ଏଚ୍‌ଡିସି କାର୍ଯ୍ୟାଳୟ ପହଞ୍ଚିଛନ୍ତି। ଏସବୁ ୮ଟି ବଡ଼ ବ୍ୟାଗ୍‌ରେ ରଖାଯାଇଥିବା...

ପୁଣି ଟିଏମସିକୁ ଲାଗିଲା ଝଟକା: ଜଣେ ବିଧାୟକ ସମେତ ବହୁ ନେତା ଭାଜପାରେ ସାମିଲ

ନୂଆଦିଲ୍ଲୀ,୨୯।୫: ପଶ୍ଚିମବଙ୍ଗର କ୍ଷମତାଧାରୀ ଦଳ ତୃଣମୂଳ କଂଗ୍ରେସକୁ ୨୪ ଘଣ୍ଟା ଭିତରେ ଦ୍ୱିତୀୟ ଝଟକା ଲାଗିଛି। ବୁଧବାର ଦିଲ୍ଲୀରେ ଟିଏମସିର ବିଧାୟକ ମୁନିରୁଲ ଇସଲାମ ଭାଜପାରେ...

୨୫ ଗୋଚାଲାଣକାରୀଙ୍କୁ ଆକ୍ରମଣ

ଖଣ୍ଡଓ୍ବା,୯ା୭ (ପି.ଟି.): ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ୨୫ ଜଣ ଗୋଚାଲାଣକାରୀଙ୍କୁ ସ୍ଥାନୀୟ ଲୋକେ ବାନ୍ଧି ମାଡ଼ମାରିବା ସହ ସେମାନଙ୍କୁ ଜୋରଜବରଦସ୍ତ ‘ଗୋ ମାତା କି ଜୟ’...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *