ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ

ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍‌ ଇନ୍‌ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର ସାହବଗଞ୍ଜ୍‌ ବାସିନ୍ଦା ଲାଲ୍‌ ମୋହିତ ଗୋଏଙ୍କା। ମୋହିତଙ୍କ ଏହି ସଫଳତା ନେଇ ପିତା କିଶନ ଗୋଏଙ୍କାଙ୍କ ଛାତି କୁଣ୍ଢେ ମୋଟ ହୋଇଯାଇଛି। କିଶନ ଜଣେ କପଡ଼ା ବ୍ୟବସାୟୀ। ଫେବୃୟାରୀ ୨୪ରେ ସେ ୟାହୁ ଡଟ୍‌ ଇନ୍‌ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବା ଆରମ୍ଭ କରିଛନ୍ତି। ପରିବାରର ଆର୍ଥିକ ସ୍ଥିତି ଭଲ ନ ଥିବାରୁ ମୋହିତ ଦୁଃଖକଷ୍ଟରେ ପାଠପଢ଼ିଥିବା ପିତା କହିଛନ୍ତି। ୨୦୧୮ରେ ସେ ୟାହୁରେ ଜଣେ ସିନିଅର ଇଞ୍ଜିନିୟର ଭାବେ ଯୋଗ ଦେଇଥିଲେ। ତାଙ୍କର କାର୍ଯ୍ୟ ଦକ୍ଷତା ୟାହୁ କର୍ତ୍ତୃପକ୍ଷଙ୍କୁ ବେଶ୍‌ ପ୍ରଭାବିତ କରିଥିଲା। ଫଳରେ ମୋହିତଙ୍କ ପଦୋନ୍ନତି ହୋଇଥିଲା।


All Right Reserved By Dharitri.Com

୧୩୭୫ ପଏଣ୍ଟ ଖସିଲା ସେନ୍‌ସେକ୍ସ

  ମୁମ୍ବାଇ,୩୧। ୩: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ସେନ୍‌ସେକ୍ସ ସୋମବାର ୧୩୭୫ ପଏଣ୍ଟ ଖସିଛି। କରୋନା ଯୋଗୁ ବଜାର ସ୍ଥିତି ଏବେ ଠିକ୍‌ ନ ଥିବାରୁ...

ଅଶୋଧିତ ତୈଳ ଦର ୨୮ବର୍ଷରେ ସର୍ବବୃହତ ବୃଦ୍ଧି;୭ ଟଙ୍କା ପର୍ଯ୍ୟନ୍ତ ବଢ଼ିବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୧୭-୯: ବିଶ୍ୱର ସର୍ବବୃହତ ତୈଳ ଉତ୍ପାଦକ କମ୍ପାନୀ ସୌଦି ଆରାମ୍‌କୋରେ ଡ୍ରୋନ ଆକ୍ରମଣ ଯୋଗୁ ଅନ୍ତର୍ଜାତୀୟ ତୈଳ ବଜାରରେ ତେଲ ଦରରେ ନିଆଁ ଲାଗିଛି। ସୋମବାର...

ଠିକ୍‌ ନିବେଶ ଏବେ ଚ୍ୟାଲେଞ୍ଜିଂ ହୋଇଛି

ଭୁବନେଶ୍ୱର, ୧୧-୯ (ବ୍ୟୁରୋ): ବର୍ତ୍ତମାନର ଡିଜିଟାଲ ସମୟରେ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସବୁ କାମ ଅନଲାଇନରେ କରାଯିବା ଆବଶ୍ୟକ। ଅପରପକ୍ଷରେ ଦେଶର ଅଭିବୃଦ୍ଧି ନିମନ୍ତେ ବିନିଯୋଗ...

ଅନୁରାଗ ୭୨, ପର୍‌ଭେଶ ୯୬ ଘଣ୍ଟା ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରଚାର

ନୂଆଦିଲ୍ଲୀ,୩୦।୧: ବିବାଦୀୟ ବୟାନକୁ ନେଇ ନିର୍ବାଚନ ପ୍ରଚାର କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ୭୨ ଘଣ୍ଟା ଓ ଭାଜପା...

‘ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇପାରିବନି ଭାଜପା’

ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡ୍‌ନବିସ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିଥିଲେ ହେଁ ଆବଶ୍ୟକ ସଂଖ୍ୟା ଭାଜପା ପାଖରେ ନାହିଁ ବୋଲି ଏନ୍‌ସିପି ମୁଖ୍ୟ...

ରାଜଧାନୀରେ ହାଇଭୋଲଟେଜ୍‌ ଡ୍ରାମା: ଚାଲାଣ କଟିବା ଡରରେ ଆତ୍ମହତ୍ୟା ଧମକ ଦେଲେ ଯୁବତୀ

ନୂଆଦିଲ୍ଲୀ,୧୬।୯: ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଆରମ୍ଭ ହୋଇଛି। ପ୍ରତିଦିନ ଲୋକଙ୍କ ଚାଲାଣ କଟାଯାଉଥିବା ବେଳେ କିଏ ୨୦ ହଜାର ତ...

କଳ୍‌କୀ ଭଗବାନଙ୍କ ୫୦୦ କୋଟିର ଅଘୋଷିତ ସମ୍ପତ୍ତି ଠାବ

ବାଙ୍ଗାଲୋର,୧୯ା୧୦: ଧାର୍ମିକ ଗୁରୁ କଳ୍‌କୀ ଭଗବାନଙ୍କ ଆଶ୍ରମ ଏବଂ ଏହା ସହ ଜଡିତ ୪୦ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିରେ ପ୍ରାୟ...

ଭିଜିଲା ରାଜଧାନୀ

ନୂଆଦିଲ୍ଲୀ,୧୬।୧: ରାଜଧାନୀ ଦିଲ୍ଲୀ ଅଦିନିଆ ବର୍ଷାରେ ଭିଜିଛି। ଦିଲ୍ଲୀର କେତେକ ସ୍ଥାନରେ ଗୁରୁବାର ସାମନ୍ୟ ବର୍ଷା ହୋଇଛି। ଫଳରେ ଏଠାକାର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ...

Leave a comment

Your email address will not be published. Required fields are marked *