ଯୋଜନା ବୋର୍ଡ ଉପାଧ୍ୟକ୍ଷ ହେଲେ ସଞ୍ଜୟ ଦାସବର୍ମା

ଭୁବନେଶ୍ୱର,୧।୩(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଞ୍ଜୟଙ୍କୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଦାୟିତ୍ୱ ମିଳିଛି। ନୂଆ ଦାୟିତ୍ୱ ସହ ସଞ୍ଜୟଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ଏହି ନିଯୁକ୍ତି ଫଳରେ ତାଙ୍କ ରାଜ୍ୟ ସଭା ଯିବା ନେଇ ଚାଲିଥିବା ଚର୍ଚ୍ଚାରେ ଏକ ପ୍ରକାର ପୂର୍ଣ୍ଣଚ୍ଛେଦ ପଡ଼ିଛି।

ଏ ନେଇ ପ୍ରତିକ୍ରିୟା ରଖି ସଞ୍ଜୟ କହିଛନ୍ତି, ଯୋଜନା ବୋର୍ଡକୁ କିଭଳି ଅଧିକ କ୍ରିୟାଶୀଳ କରିହେବ ଆଲୋଚନା କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ ଆଲୋଚନା କରିବି। ନୂଆ ରୂପ, ନୂଆ କଳେବରରେ ଆପଣମାନେ ଯୋଜନା ବୋର୍ଡକୁ ଦେଖିବେ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କଲେ ଚାଷୀ

ବରଗଡ ଅଫିସ,୨୧।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ...

ଜଙ୍ଗଲ ଜମିରେ ଲଜିଷ୍ଟିକ ପାର୍କ: ତଦନ୍ତ ରିପୋର୍ଟ ମାଗିଲା ଏନ୍‌ଜିଟି

ଯାଜପୁର ଅଫିସ,୧୨ା୧୦: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ଏକ ଶାଳ କିସମ ଜମିରେ ସାଇଜର ଲିମିଟେଡ ନାମକ ସଂସ୍ଥା ଗତ ଏକ...

ହୋମଗାର୍ଡଙ୍କ ଉପରେ ଚଢେଇ ଦେଲେ ଗଞ୍ଜେଇ ବୋଝେଇ ଟ୍ରାକ୍ଟର

ଚିତ୍ରକୋଣ୍ଡା,୨୮।୧(ଡି.ଏନ.ଏ.): ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଗୁଣ୍ଠାୱାଡା ପଞ୍ଚାୟତ ଅଞ୍ଚଳରେ ଜଣେ ହୋମଗାର୍ଡଙ୍କ ଉପରେ ଟ୍ରାକ୍ଟର ଚଢିଯାଇଛି। ଫଳରେ ସେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି।...

୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡିଶା ଆଦର୍ଶ ବିଦ୍ୟାଳୟର ଗଭର୍ଣ୍ଣିଂ ବଡିର ବୈଠକ ଶେଷ ହୋଇଛି। ଲୋକସେବା ଭବନଠାରେ ବସିଥିବା ଏହି ବୈଠକରେ ମାର୍ଚ୍ଚ ୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି...

ଫ୍ଲାଟ୍‌ ମିଳୁନି, ଚିନ୍ତା ବଢ଼ାଇଛି ଋଣ ବୋଝ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜଧାନୀରେ ଜାଗାଟିଏ ପାଇବା, ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ। ଲୋକଙ୍କ ଏଭଳି ମାନସିକତାକୁ ନେଇ ଖେଳ ଖେଳୁଛନ୍ତି କେତେକ ରିୟଲ ଇଷ୍ଟେଟ୍‌ ସଂସ୍ଥା, ବିଲ୍ଡର...

ଆଜିଠୁ ନୂଆ ମୋଟର ଯାନ ଆଇନ: ବହୁଗୁଣା ହେଲା ଜରିମାନା ରାଶି

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ-୨୦୧୯ ରବିବାରଠାରୁ ଲାଗୁ କରାଯିବ। ମୋଟର ଯାନ ଆଇନ ୧୯୮୮କୁ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଡ଼କ...

ସୋସିଆଲ ମିଡିଆରେ ଅପପ୍ରଚାର କରୁଥିବା ଅଭିଯୋଗ, ପୁରୀଘାଟ ଥାନାରେ ଅନୁଭବଙ୍କ ନାମରେ ଏତଲା ଦେଲେ ମଞ୍ଜିତ

କଟକ ଅଫିସ,୨୨।୧୦: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ଏବଂ ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ପୁଣି ଥରେ ଚର୍ଚ୍ଚାକୁ...

ଏଏସ୍‌ଆଇ ପକ୍ଷରୁ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୬।୭: ଘୋଷଯାତ୍ରା ଯାଇଁ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ଅବସରରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ ଆରମ୍ଭ...

Leave a comment

Your email address will not be published. Required fields are marked *