Posted inଜାତୀୟ

ମାଲେଗାଁଓ ବିସ୍ଫୋରଣ ମାମଲା: କୋର୍ଟରେ ହାଜର ହେଲେ ସାଧ୍ୱୀ ପ୍ରଜ୍ଞା

ପାଟନା. ୭।୬: ୨୦୦୮ ମାଲେଗାଓଁ ବିସ୍ଫୋରଣର ଅଭିଯୁକ୍ତ ତଥା ଭାଜପା ସାଂସଦ ଏମ୍‌ପି ପ୍ରଜ୍ଞା ସିଂହ ଠାକୁର ଶୁକ୍ରବାର ମୁମ୍ବାଇ କୋର୍ଟରେ ହାଜର ହୋଇଛନ୍ତି। ସାଧ୍ୱୀ କୋର୍ଟରେ ହାଜର ହେବାକୁ କୁହାଯାଉଥିଲେ ମଧ୍ୟ ଅସୁସ୍ଥତା ଦର୍ଶାଇ କୋର୍ଟରେ ହାଜର ହୋଇ ପାରି ନ ଥିବା ତାଙ୍କ ଓକିଲ ସଫେଇ ଦେଇଥିଲେ। କୋର୍ଟରେ ହାଜର ନ ହେଲେ ପରିସ୍ଥିତି ଖରାପ ହେବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସେ ଶୁକ୍ରବାର ହାଜର ହୋଇଛନ୍ତି। କୋର୍ଟରେ ଉପସ୍ଥିତ ଥିବା ମାଲେଗାଁଓ ବିସ୍ଫୋରଣ ଅନ୍ୟ ଅଭିଯୁକ୍ତମାନଙ୍କୁ ଚିହ୍ନିଛ କି ନାହିଁ ବୋଲି ପଚରାଯିବାରୁ ମୁଁ କିଛି ଜାଣିନାହିଁ ବୋଲି କହିଥିଲେ ସାଧ୍ୱୀ। ସେହିପରି ମାଲେଗାଁଓ ବିସ୍ଫୋରଣ ବାବଦରେ ପଚରାଯିବାରୁ ସେ କୌଣସି ଉତ୍ତର ଦେଇ ନ ଥିଲେ।


All Right Reserved By

ସିଡିଏସ୍‌ ଦୌଡ଼: ଆଗରେ ଜେନେରାଲ ବିପିନ ରାଓ୍ବତ୍‌

ନୂଆଦିଲ୍ଲୀ, ୧୭ା୮(ପି.ଟି.): ସ୍ଥଳ ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ୍‌ ସିଡିଏସ୍‌ ମୁଖ୍ୟ( ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌) ହେବାର ସମ୍ଭାବନା ରହିଛି। ଗୁରୁବାର ୭୩ତମ ସ୍ବାଧୀନତା ଦିବସ...

ଭାଜପାର ଦଳିତ ନେତାଙ୍କୁ ଗାଁରେ ପ୍ରବେଶ କରିବାକୁ ବାରଣ କରାଗଲା

ଚିତ୍ରଦୁର୍ଗ,୧୭।୯: କର୍ନାଟକର ଚିତ୍ରଦୁର୍ଗରେ ଭାଜପାର ଜଣେ ଦଳିତ ଏମ୍‌ପିଙ୍କୁ ତାଙ୍କ ନିର୍ବାଚନ ମଣ୍ଡଳିର ଏକ ଗାଁକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ଗାଁଲୋକେ ତାଙ୍କୁ ଅଛୁଆଁ...

ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟନା,୩୧।୫: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ନେତା ଓ ଲାଲୁ ଯାଦବଙ୍କ ପୁଅ ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତେଜ ପ୍ରତାପ ସାମାନ୍ୟ...

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ...

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ...

ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ: ଷ୍ଟେଶନ କାନ୍ଥ ଭାଙ୍ଗି ବାହାରକୁ ମାଡ଼ିଗଲା

କାନପୁର, ୨୮।୮: ଉତ୍ତରପ୍ରଦେଶ କାନପୁର ସେଣ୍ଟ୍ରାଲ ରେଳ ଷ୍ଟେଶନ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କାନପୁର-ଲକ୍ଷ୍ନୌ ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ ହୋଇଛି।...

ଝାଡ଼ଖଣ୍ଡ ସରକାରଙ୍କ ସ୍ବାସ୍ଥ୍ୟ ସେବା: ଗୋଟିଏ ବିଲ୍ଡିଂର ଉପର ମହଲାରେ ହସ୍ପିଟାଲ ତଳେ ମଦ ଦୋକାନ; ସୋସିଆଲ ମିଡ଼ିଆରେ ଭାଇରାଲ

ଧାନବାଦ,୨୭।୮: ଝାଡ଼ଖଣ୍ଡ ସରକାରଙ୍କ ସ୍ବାସ୍ଥ୍ୟ ସେବା ନେଇ ଏବେ ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିିଛି। ଭିଡ଼ିଓରେ ଦେଖାଯାଉଛି ଏକ ବିଲ୍ଡିଂର ଉପର...

ସିବିଆଇ ପଞ୍ଝାରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨ା୮:ସୁବକ୍ତା, ପ୍ରଭାବଶାଳୀ କଂଗ୍ରେସ ନେତା, ରାଜ୍ୟ ସଭା ସଦସ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏଭଳି ଅନେକ ମର୍ଯ୍ୟାଦାଜନକ ବିଶେଷଣର ଅଧିକାରୀ ୭୩...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *