ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୩ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୦ ହଜାର ୦୬୦ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୮ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୩, ବରଗଡରୁ ୨, ଭଦ୍ରକରୁ ୪, ବଲାଙ୍ଗୀରରୁ ୧, କଟକରୁ ୧୨, ଢେଙ୍କାନାଳରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨, ଯାଜପୁରରୁ ୧୪, ଝାରସୁଗୁଡାରୁ ୪, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୧, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୦ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?