ଆଜି ରାଜ୍ୟରୁ ୧୯୩ ପଜିଟିଭ୍‌ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୪ ଶିଶୁ

ଭୁବନେଶ୍ୱର,୧୯ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୨,୮୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୮୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୪ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୭ ଏବଂ ସମ୍ବଲପୁରରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ଭଦ୍ରକ ୩, ଦେବଗଡ଼ ୩, ଗଜପତି ୨, ଜଗତସିଂହପୁର ୪, ଯାଜପୁର ୩, ଝାରସୁଗୁଡ଼ା ୪, କେନ୍ଦ୍ରାପଡ଼ା ୩, ମୟୂରଭଞ୍ଜ ୩, ନୟାଗଡ଼ ୧, ପୁରୀ ୨, ରାୟଗଡ଼ା ୧, ସମ୍ବଲପୁର ୮, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୬।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୨,୮୩୪ରେ ପହଞ୍ଚିଥିବା ବେଳେ ୧୦,୪୨,୪୪୩ଜଣ ସୁସ୍ଥ ହୋଇଛନ୍ତି। ୧୮୯୪ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଫୁଟର ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ

ପୁରୀ ଅଫିସ, ୧୩ାା୮: ଚନ୍ଦନପୁର ଥାନା ଅନ୍ତର୍ଗତ ସେନାପଟିଆ ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ଏହି ସାପର ଲମ୍ବ ପ୍ରାୟ...

ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାଗା ମିଶନ ଓ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର ମିଳିଛି। ଜନାଗ୍ରହ ସହର...

ଏଟିଏମ୍‌ରୁ ଝାମ୍ପିନେଇଥିଲେ ପର୍ସ: ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳର ଏଟିଏମ୍‌ ଭିତରୁ ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ ଛଡ଼ାଇ ନେବା ଘଟଣାରେ ନୟାପଲ୍ଲୀ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, କିଛିଦିନ...

ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି

ପୁରୀ ଅଫିସ, ୨୨ା୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା।...

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୪.୧୨%, ବାଣିଜ୍ୟରେ ୮୯%

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇଛି।...

ଘାତକ ସାଜିଛି ବଜ୍ରପାତ, ନେଲାଣୀ ୧୯ ଜୀବନ

ଜଗତ୍‌ସିଂହପୁର ଅଫିସ,୨୩ା୬: ବଜ୍ରପାତକୁ ନେଇ ଦିନକୁ ଦିନ ଚିନ୍ତା ବଢିବାରେ ଲାଗିଛି। ୨୦୧୬-୧୭ରୁ ଅଦ୍ୟାବଧି ଜଗତ୍‌ସିଂହପୁର ଜିଲାରେ ବଜ୍ରପାତରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ...

ମହାନଦୀରେ ବୁଡି ଯାଉଥିଲେ ଝିଅ,ଉଦ୍ଧାର କରିବାକୁ ଯାଇ ବାପା ମୃତ

ଖଣ୍ଡପଡା,୧୬ା୬(ସ୍ବ.ପ୍ର.)-ମହାନଦୀରେ ଗାଧୋଉଥିବାବେଳେ ଝିଅ ବୁଡି ଯାଉଥିବା ଦେଖି ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡିଥିଲେ ବାପା। ହେଲେ ଝିଅ କୂଳକୁ ଫେରି ଆସିଥିବାବେଳେ ପାଣିରେ...

ଓଲଟିଲା ଯାତ୍ରୀବାହୀ ବସ୍‌

କୁଳିଅଣା,୧୬ା୧୨(ସ୍ବ.ପ୍ର.): ୧୮ ନଂ ଜାତୀୟ ରାଜପଥର ମୟୂରଭଞ୍ଜ ଜିଲା କୁଳିଅଣା ଛକ ନିକଟରେ ଶୁକ୍ରବାର ରାସ୍ତା କଡ଼କୁ ଓଲଟି ପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଗୌରୀ...

Advertisement
Archives

Model This Week